-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ନାଗରିକ ମଞ୍ଚ ସଭାପତି ଚୟନ ଓ ବାର୍ଷିକ ବୈଠକ ଅନୁଷ୍ଠିତ

17-Mar-2021



ଟିଟିଲାଗଡ(ପ୍ରେରଣା ଖବର) :ଟିଟିଲାଗଡ ନାଗରିକ ମଞ୍ଚ   ର ବାର୍ଷିକ ସଭା ଓ କର୍ମକର୍ତ୍ତା ମନୋନୟନ ପ୍ରକ୍ରିୟା ଅନୁଷ୍ଠିତ ହୋଇ ଯାଇଛି । ନାଗରିକ ମଞ୍ଚ ବରିଷ୍ଠ ସଦସ୍ୟ ଈଶ୍ୱର ଜୈନ ଙ୍କ ପରିଚାଳନା କ୍ରମେ ତାଙ୍କ ଫାର୍ମ ହାଉସ  ରେ ରାଧାକାନ୍ତ ପାଢ଼ୀଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇ ଥିଲା। ସର୍ବପ୍ରଥମେ ଏହି ସତ୍ର ରେ ଯେଉଁ ସଭ୍ୟ ମାନଙ୍କ ପରଲୋକ ଗମନ ହୋଇ ଥିଲା ସେମାନଙ୍କ ଆତ୍ମା ର ସଦ୍ଗତି ନିମନ୍ତେ ମୌନ ଶ୍ରଦ୍ଧାଞ୍ଜଳି ଅର୍ପିତ କରା ଯାଇଥିଲା ତାପରେ ସଭାପତି ଶ୍ରୀ ପାଢ଼ୀ ସମସ୍ତଙ୍କୁ ସ୍ୱାଗତ ଜଣେଇ ମଞ୍ଚ ଦ୍ୱାରା ହୋଇ ଥିବା କାର୍ଯ୍ୟକଳାପ ସମ୍ବନ୍ଧରେ ସଂକ୍ଷେପ ରେ ଜଣାଇ ଥିଲେ ଓ ଆଗାମୀ ସତ୍ର ପାଇଁ ନୂଆ ସଭାପତି ଓ ସମିତି ଗଠନ ପାଇଁ ଅନୁରୋଧ କରି ଥିଲେ କିନ୍ତୁ ସର୍ବସମ୍ମତି କ୍ରମେ ପୁଣି ରାଧାକାନ୍ତ ପାଢ଼ୀଙ୍କୁ ସଭାପତି ରୂପେ ମନୋନୀତ କରା ଯାଇଥିଲା ଓ ଗୋଟିଏ ସାତ ଜଣିୟା କମିଟି ଗଠନ କରା ଯାଇଥିଲା, ଯାହାର ସହଯୋଗ ରେ କାର୍ଯ୍ୟକାରୀ ସମିତି ଗଠନ କରାଯିବ।
ଉକ୍ତ ବୈଠକ ରେ ଟିଟିଲାଗଡ ର ବିଭିନ୍ନ ସମସ୍ୟା ଉପରେ ବିସ୍ତୃତ ଆଲୋଚନା ଆଦି ହୋଇ ଥିଲା।

ସଭା ଶେଷରେ  ଉପସ୍ଥିତ ସଭ୍ୟ ବୃନ୍ଦ ଙ୍କୁ  ଧନ୍ୟବାଦ ଦେଇଥିଲେ ପଦ୍ମନାଭ ବେହେରା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like