-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଲେଖକଙ୍କ ବହି ପଢୁ ପଢୁ ନିଜେ ପାଲଟିଗଲେ ଲେଖକ । ୧୮ ବର୍ଷିୟ ସୁଦିପ୍ତଙ୍କ ବହିରେ ବ୍ୟବସାୟର ସରଳ ସୂତ୍ର । ଚର୍ଚ୍ଚାରେ ବଲାଙ୍ଗୀରର ବିଶ୍ୱର ସର୍ବ କନିଷ୍ଠ ଲେଖକ ।

18-Mar-2021



କଣ୍ଟାବାଞ୍ଜି (ପ୍ରେରଣା ଖବର) :ପାଠ ପଢିବି କିନ୍ତୁ ଚାକିରି କରିବିନି । ପାଠ ପଢି ମୁଁ ବିଜନେସ ମ୍ୟାନ ହେବି । ସମସ୍ତଙ୍କ ଠାରୁ କିଛି ଭିନ୍ନ କରିବାର ଲକ୍ଷ୍ୟ ରଖି ପିଲାବେଳୁ ବ୍ୟବସାୟ ଭିତିକ ବହି ପଢିଆସୁଛନ୍ତି ସେ । କମ ବୟସରୁ ବ୍ୟବସାୟ ମନସ୍କ ହୋଇ ବିଭିନ୍ନ ଲେଖକଙ୍କ ବହି ପଢୁଥିବା ସୁଦିପ୍ତ ଯେ ଦିନେ ନିଜେ ଗୋଟେ ବହି ଲେଖିଦେବେ ତାହା ସେ କେବେ କଳ୍ପନା କରିନଥିଲା । ଆଉ ସେହି ବହି ପୁଣି ବ୍ରାଭୋ ଇଣ୍ଟର ନ୍ୟାସନାଲ ବୁକ ଅଫ ୱାଲ୍ଡ ରେକର୍ଡରେ ସ୍ଥାନ ପାଇବ, ସେ ବନିବେ ବିଶ୍ୱର ସର୍ବ କନିଷ୍ଠ ଲେଖକ ତାହା ସେ କେବେ ଭାବି ନଥିଲେ ।

ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଝି ଆଶ୍ରମପଡାରେ ରହୁଥିବା ଆଇନଜୀବୀ ଦାମୋଦର ସାହୁ ଏବଂ ପତ୍ନୀ ପ୍ରତିମା ସାହୁଙ୍କ ପୁଅ ସୁଦିପ୍ତ ମାତ୍ର ୧୮ ବର୍ଷ ବୟସରୁ ବିଶ୍ୱର ସର୍ବ କନିଷ୍ଠ ଲେଖକର ମାନ୍ୟତା ପାଇଛନ୍ତି । ଆଉ ତାଙ୍କ ବହି ଏବେ ଦୁନିଆ ପଢୁଛି । ବଲାଙ୍ଗୀର ପୁଅର ବିଜନେଓ ବହି ବିଶ୍ୱସ୍ତରର ମାନ୍ୟତା ପାଇବା ପରେ ତାଙ୍କ ପରିବାର ଲୋକେ ବେଶ ଖୁସି ଅଛନ୍ତି । ତେବେ ପ୍ଲସ ଟୁ ପଢିବା ବେଳେ ସୁଦିପ୍ତ ଇଂରାଜୀ ଭାଷାରେ ମାନୁଆଲ ଅଫ ଷ୍ଟାର୍ଟ ଅପ ବିଜନେଓ ନାମକ ଏକ ପୁସ୍ତକ ଲେଖିଥିଲେ ।ଯାହା ପରର୍ତ୍ତୀ ସମୟରେ ଦିଲ୍ଲୀର ଏକ ପ୍ରକାଶନୀ ଦ୍ୱାରା ପ୍ରକାଶିତ ହୋଇଥିଲା । ଆଉ ପରେ ବ୍ରାଭୋ ଇଣ୍ଟର ନ୍ୟାସନାଲ ବୁକ ଅଫ ୱାଲ୍ଡ ରେକର୍ଡରେ ସ୍ଥାନ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like