-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ପ୍ରଥମେ କାଗଜପତ୍ର ପରେ ଚିକିତ୍ସା ସହାୟତା, ପ୍ରଶାସନ ର ଓଲଟା ନିୟମ,ଅସହାୟ ଗୁହାରି କରିବେ କାହାକୁ ?

18-Mar-2021



ଟିଟିଲାଗଡ଼ (ପ୍ରେରଣା ଖବର) ::ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ଉପଖଣ୍ଡ ୱାର୍ଡ ନଂ-୦୬ ନିବାସୀ ରାମଚନ୍ଦ୍ର କର ନାମକ ଜଣେ ୫୫ ବର୍ଷୀୟ ବ୍ୟକ୍ତି ମାନସିକ ରୋଗ ରେ ଗତ ଦୁଇ ବର୍ଷ ରୁ ଅଧିକ ସମୟ ଧରି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚିକିତ୍ସିତ ହେଉଛନ୍ତି । ହେଲେ ପରିତାପର ବିଷୟ ଏହା ଯେ,ମାନସିକ ରୋଗାକ୍ରାନ୍ତ ଶ୍ରୀ କର ଙ୍କ ୫୫ ବର୍ଷୀୟ ଜଣେ ସ୍ତ୍ରୀ ଛଡା ଆଉ କେହି ସାହା, ଭରସା ନ ଥିବା ବେଳେ ପରିବାର ରେ ଅନ୍ୟକେହି ରୋଜଗାର କ୍ଷମ ନାହାନ୍ତି । ପୂର୍ବରୁ ଶ୍ରୀ କର ପଡୋଶୀ ରାଜ୍ୟ ଛତିଶଗଡ଼ ର ରାୟପୁର ରୁ ପନି, ପରିବା ଆଣି ଟିଟିଲାଗଡ ରେ ବିକ୍ରି କରି ନିଜ ଗୁଜୁରାଣ ମେଣ୍ଟାଉ ଥିଲେ । ଗତ ଦୁଇ ବର୍ଷ ରୁ ଅଧିକ ସେ ଏହି ମାନସିକ ରୋଗ ରେ ଆକ୍ରାନ୍ତ ହୋଇ ଯିବାରୁ ଆଉ ରୋଜଗାର କରି ନ ପାରି ଶଯ୍ୟାଶାୟୀ ଭାବେ ପଡିରହିଛନ୍ତି । ଏକ ମାତ୍ର ସ୍ତ୍ରୀ ଧାର, କରଜ କରି ଘର ସବୁ ଜିନିଷ ପତ୍ର ବିକ୍ରି କରି ଦୂରଦୂରାନ୍ତ କୁ ନେଇ ଚିକିତ୍ସା କରିଥିଲେ ସୁଦ୍ଧା କିଛି ସୁଫଳ ପାଇପାରି ନାହାନ୍ତି । ଏପରି କି ବର୍ତ୍ତମାନ ତାଙ୍କ ଶରୀର ଅବସ୍ଥା ଯାହା ତାକୁ ଦୃଷ୍ଟି ରେ ରଖି ତୁରନ୍ତ ଇ,ଟି,ସି(ଇଲେକ୍ଟ୍ରିକ ଟ୍ରିଟମେଂଟ ସିଷ୍ଟମ) ବ୍ୟବସ୍ଥା ରେ ତୁରନ୍ତ ଚିକିତ୍ସା ଆବଶ୍ୟକ । ବଲାଙ୍ଗୀର ଜିଲ୍ଲା ମାନସିକ ଚିକିତ୍ସା ବିଭାଗ ମୁଖ୍ୟ ଅଧିକାରୀ ଶ୍ରୀ ଆଶୀର୍ବାଦ ଶତପଥୀ ଏହି ପ୍ରକ୍ରିୟା ସରକାରୀ ଭାବେ ଓଡ଼ିଶାର କୌଣସି ସ୍ଥାନରେ ଉପଲବ୍ଧ ନ ଥିବା ଯୋଗୁଁ ତାଙ୍କୁ କୌଣସି ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରିବା ପରାମର୍ଶ ଦେଇଛନ୍ତି । ହେଲେ ଉକ୍ତ ଚିକିତ୍ସା ନିମନ୍ତେ ଆବଶ୍ୟକୀୟ ଖର୍ଚ୍ଚ ପାଇଁ ଶ୍ରୀ କର ଓ ତାଙ୍କ ସ୍ତ୍ରୀ ବଲାଙ୍ଗୀର ଜିଲ୍ଲାପାଳ ଙ୍କ ନିକଟରେ ଗୁହାରି କରିଥିଲେ । ଆବେଦନ ଅନୁଯାୟୀ ସରକାରୀ ରେଡ଼କ୍ରସ ପାଣ୍ଠି ଅବା ଅନ୍ୟ କେଉଁ ସୂତ୍ରରୁ ଆବଶ୍ୟକୀୟ ଅର୍ଥ ଯୋଗାଇ ଦେବା ବଦଳରେ ଚିକିତ୍ସା ହୋଇ ପାରେ ଉକ୍ତ ବିଲ ଓ କାଗଜପତ୍ର ଦାଖଲ କଲେ ସେ ଟଙ୍କା ଦେବେ କହି ଫେରାଇ ଦେଇଥିବା ଅଭିଯୋଗ ହୋଇଛି । ଏବେ ଟଙ୍କା ଅଭାବରୁ ସେମାନେ ଅକଥନୀୟ ଦୁର୍ଦ୍ଦଶା ରେ କାଳ କାଟୁଥିବା ବେଳେ ଏ ନେଇ ସ୍ଥାନୀୟ ପ୍ରଶାସନ ତରଫରୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଶ୍ରୀ କର ଙ୍କୁ ସହାୟତା ଯୋଗାଇଦେବାକୁ ବିଭିନ୍ନ ଅନୁଷ୍ଠାନ ତରଫରୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like