-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||     

HOME   ଜିଲ୍ଲା

ଏଟିଏମ୍ କର୍ମଚାରୀଙ୍କ ଠାରୁ ଲୁଟ୍ : ବନ୍ଧୁକ ଦେଖାଇ ୨୧ ଲକ୍ଷ ଟଙ୍କା ଝାଂପି ନେଲେ ଦୁର୍ବୃତ୍ତ। ଏଟିଏମରେ ଟଙ୍କା ଭର୍ତ୍ତି କରିବା ଯାଉଥିବା ବେଳେ ସୁବର୍ଣ୍ଣପୁର ବାଘଲପୁର ଗାଁର ଘଟିଛି ଘଟଣା

18-Mar-2021



ସୁବର୍ଣ୍ଣପୁର (ପ୍ରେରଣା ଖବର ବ୍ୟୁରୋ) : ମାତିଛନ୍ତି ଲୁଟେରା । ଦିନ ଦ୍ୱିପ୍ରହରରେ ଲୁଟି ନେଲେ ଟଙ୍କା ବ୍ୟାଗ । ବନ୍ଧୁକ ମୁନରେ ଲୁଟିନେଲେ ୨୧ ଲକ୍ଷ ଟଙ୍କା । ଏଟିଏମରେ ଭର୍ତ୍ତି ପାଇଁ ଟଙ୍କା ଧରି ଯିବା ବେଳେ ଲୁଟ । ସୁବର୍ଣ୍ଣପୁର ଧର୍ମଶାଳା ଫାଣ୍ଡିରୁ ଦେଢ଼ କିଲୋମିଟର ଦୂର ବାଘଲପୁର ଗାଁ ନିକଟରେ ଘଟିଛି ଏହି ଘଟଣା॥ ବରୋଦା ବ୍ୟାଙ୍କରୁ ସୁଧାଂଶୁ ପଧାନ ଓ ସୁନିଲ ମହାରଣା ୨୧ ଲକ୍ଷ ଟଙ୍କା ଧରି ଉଲୁଣ୍ଡା ଏଟିଏମ୍କୁ ଟଙ୍କା ଭର୍ତ୍ତି କରିବା ପାଇଁ ଯାଉଥିଲେ । ଜଣଙ୍କ ବ୍ୟାଗରେ ୧୧ ଲକ୍ଷ ଟଙ୍କା ଥିବା ବେଳେ ଆଉ ଗୋଟିଏ ବ୍ୟାଗରେ ୧୦ ଲକ୍ଷ ଟଙ୍କା ଥିଲା । ବାଘଲପୁର ଗାଁ ପାର ହେଲା ପରେ ୬ଜଣ ଡକାୟତ ୩ଟି ବାଇକରେ ଆସିଥିଲେ । ପ୍ରଥମେ ସୁଧାଂଶୁଙ୍କ ବାଇକୁ ଧକ୍କା ମାରି ପକାଇ ଦେଇଥିଲେ । ପରେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଟଙ୍କା ବ୍ୟାଗ ଲୁଟି ନେଇଥିଲେ । ଏନେଇ ଧର୍ମଶାଳା ଫାଣ୍ଡିରେ ଅଭିଯୋଗ କରିଛନ୍ତି ସୁଧାଂଶୁ । ଘଟଣା ସ୍ଥଳରେ ଡକାୟତଙ୍କ ନମ୍ବର ବିହୀନ ଗାଡିକୁ ଜବତ କରି ଛାନଭିନ କରୁଛି ପୋଲିସ॥


News Comment




Photo in News

Advertisment
Lastest News
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026

You Might Also Like