-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

17-Oct-2020



 

 

୧-ଶ୍ରମିକଙ୍କ ମହଙ୍ଗା ଭତ୍ତା ବୃଦ୍ଧି କଲେ କେନ୍ଦ୍ର ସରକାର, ଅକ୍ଟୋବର ପହିଲାରୁ ନୂଆ ଦରରେ ମଜୁରି ଦିଆଯିବ ।

 

୨-ବଲାଙ୍ଗୀର ଓ କୋରାପୁଟରେ ଖୋଲିବ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ଆଞ୍ଚଳିକ କାର୍ଯ୍ୟାଳୟ,ଏ ନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ।

 

୩-ଦେଶରେ କରୋନା ଜନିତ ମୃତ୍ୟୁହାର ୧.୫୨ ପ୍ରତିଶତକୁ ହ୍ରାସ ପାଇଛି ।

 

୪-ନଭେମ୍ବର ୨୫ ଯାଏ ଉଚ୍ଛେଦ, ନିର୍ମାଣ ଭଙ୍ଗା, ସଂପତ୍ତି ନିଲାମ ଉପରେ ଅଙ୍କୁଶ, ମେ ୫ର ଅନ୍ତରୀଣ ନିର୍ଦ୍ଦେଶ ଅବଧି ବୃଦ୍ଧି କଲେ ହାଇକୋର୍ଟ ।

 

୫-ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗ : ସଭିଙ୍କ ମତ, ଅରୁଣସ୍ତମ୍ଭ ନିକଟରୁ ଦର୍ଶନ ମିଳୁ,କ୍ୟାମେରାରେ ଦର୍ଶନକୁ ପରିଚାଳନା କମିଟି ସଦସ୍ୟଙ୍କ ବିରୋଧ, ପରିଚାଳନା ବୈଠକରେ ହେବ ଚୂଡ଼ାନ୍ତ ନିଷ୍ପତ୍ତି ।

 

୬-ପୋଷ୍ଟାଲ୍‌ ବାଲାଟ୍‌ ମତଦାନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା : ତିର୍ତ୍ତୋଲରେ ୩,୬୮୧ ଓ ବାଲେଶ୍ବରରେ ୧,୭୨୭ ଜଣ ପୋଷ୍ଟାଲ ଭୋଟର ।

 

୭-କୋଭିଡ୍ ନିୟମ ଭିତରେ ହେବ ଉପନିର୍ବାଚନ, ଏଥର ଭୋଟରଙ୍କୁ ମିଳିବ ଗ୍ଲୋଭ୍‌ସ ।

 

୮-ଚୀନ୍‌ରେ ବଢୁଛି ଏକ୍ସପେରିମେଣ୍ଟାଲ Covid ଟିକା ବିକ୍ରି , ଛାତ୍ରଙ୍କୁ ମିଳୁଛି ମାଗଣା ।

 

୯-ଆତଙ୍କବାଦ ବିରୁଦ୍ଧରେ ଲଢ଼ୁଥିବା ସୌଯ୍ୟଚକ୍ରରେ ସମ୍ମାନୀତ ବଲବିନ୍ଦର ସିଂ ସାନ୍ଧୁଙ୍କୁ ଗୁଳି କରି ହତ୍ୟା, ଏସଆଇଟି ଅନୁସନ୍ଧାନ ନିର୍ଦ୍ଦେଶ ।

 

୧୦-ତାଇଓ୍ଵାନକୁ ଭାରତର ସମର୍ଥନରେ ଚିହିଁକି ଉଠିଲା ଚୀନ, ସିକ୍କିମକୁ ଅଲଗା କରିବାକୁ ଦେଲା ଧମକ ।

 

୧୧-ମହିଳା ବକ୍ସର ଲଭ୍‌ଲିନାଙ୍କୁ କରୋନା, ଇଟାଲୀ ଗସ୍ତରୁ ବାଦ୍ ।

 

୧୨-ଆଇପିଏଲ୍‌-୧୩: କୋଲକାତା ବିପକ୍ଷରେ ୮ ଓ୍ଵିକେଟରେ ବିଜୟୀ ହେଲା ମୁମ୍ବାଇ ।

 

*ଅଧିକ ସତର୍କ ରହିବା ଦରକାର,କୋଭିଡ୍ ନିୟମ କଡ଼ାକଡ଼ି ପାଳନ କରିବା,ମାସ୍କ ପିନ୍ଧିବା, ଶାରୀରିକ ଦୂରତା ରଖିବା ଓ ନିୟମିତ ହାତ ଧୋଇବା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like