-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଦେଶ ବିଦେଶ

୧୨ ମହଲା କୋଠାରୁ ଡେଇଁ ଆତ୍ମହତ୍ୟା କଲେ ୨୮ ବର୍ଷୀୟ ଯୁବକ: ଚାକିରୀ ପାଇଁ ଡିପ୍ରେସନରେ ଥିଲେ

18-Mar-2021



ଚଣ୍ଡୀଗଡ଼ (ପ୍ରେରଣା ଖବର ବ୍ୟୁରୋ) :: ଚଣ୍ଡୀଗଡ଼ରୁ ଏକ ଚାଞ୍ଚଲ୍ୟକର ଆତ୍ମହତ୍ୟା ମାମଲା ସାମ୍ନାକୁ ଆସିଛି। ଅମ୍ବାଲା ରୋଡ଼ ସ୍ଥିତ ମୋତିୟା ରୟାଲ ସିଟିରେ ଜଣେ ୨୮ ବର୍ଷୀୟ ଯୁବକ ୧୨ ମହଲା କୋଠାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ହିରାଜ ପଟେଲ। ତାଙ୍କ ଘର ଗୁଜରାଟରେ। କିନ୍ତୁ ଏବେ ସେ ମୋତିୟା ରୟାଲ ସିଟି ଟାୱାର ନମ୍ବର-୫ର ୧୨୦୩ ନମ୍ବର ଫ୍ଲାଟରେ ନିଜ ପତ୍ନୀଙ୍କ ସହ ରହୁଥିଲେ। ହିରାଜ ଆପାର୍ଟମେଟ ବାଲକନିରୁ ଡେଇଁବା ସମୟରେ ଘରେ ତାଙ୍କ ପତ୍ନୀ, ମା’ ଓ ଶାଶୁ ଉପସ୍ଥିତ ଥିଲେ ବୋଲି କୁହାଯାଉଛି।

ହିରାଜ ୧୨ ମହଲା କୋଠାରୁ ଡେଇଁବା ପରେ ତଳେ ପାର୍କିଙ୍ଗରେ ଥିବା ନିଜ ଫର୍ଚୁନର ଗାଡି ଉପରେ ପଡ଼ିଥିଲେ। ସେ ପଡିବ ପରେ ବହୁତ ଜୋର ଶବ୍ଦ ହୋଇଥିଲା। ଶବ୍ଦ ଶୁଣି ଆଖପାଖ ଲୋକ ଘରୁ ବାହାରି ଆସିଥିଲେ। ହିରାଜଙ୍କୁ ତୁରନ୍ତ ଏମ କେୟାର ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷିତ କରିଥିଲେ।

ଜିରକପୁର ଥାନା ପ୍ରଭାରୀ ଓଁକାର ସିଂହ କହିଛନ୍ତି ଯେ ଘଟଣାସ୍ଥଳରୁ କୌଣସି ସୁଇସାଇଡ ନୋଟ ମିଳିନାହିଁ। ମୃତଦେହ ବ୍ୟବଚ୍ଛେଦ ପାଇଁ ସିଭିଲ ହସ୍ପିଟାଲକୁ ପଠାଯାଇଛି। ହିରାଜଙ୍କ ଅଚାନକ ଆତ୍ମହତ୍ୟାରେ ତାଙ୍କ ପରିବାର ଶୋକରେ ଅଛନ୍ତି। ସେଥିପାଇଁ ପରିବାର ଲୋକଙ୍କ ବୟାନ ରେକର୍ଡ ହୋଇପାରିନାହିଁ | ଶବ ବ୍ୟବଛେଦ ଓ ବୟାନ ରେକର୍ଡ ପରେ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

ସୂଚନା ଅନୁଯାୟୀ, ହିରାଜ ମୋହାଲିର ଏକ ଘରୋଇ କମ୍ପାନୀରେ ଚାକିରୀ କରୁଥିଲେ। ୧୫ ଦିନ ପୂର୍ବରୁ ତାଙ୍କ ଚାକିରୀ ଚାଲି ଯାଇଥିଲା ଓ ସେ ନୂଆ ଚାକିରୀ ଖୋଜୁଥିଲେ। ଚାକିରୀ ନଥିଲା ବୋଲି ସେ ଡିପ୍ରେସନରେ ଥିଲେ। ପରିବାର ଲୋକଙ୍କ କହିବାନୁଯାୟୀ ସେ କିଛି ଦିନ ହେଲା ଚୁପ ଚୁପ ରହୁଥିଲେ। ହିରାଜ ଚାକିରୀ ପାଇଁ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି। ହିରାଜ ବିବାହିତ ଥିଲେ କିନ୍ତୁ ତାଙ୍କର ପିଲାଛୁଆ ନଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like