-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ପ୍ରକଳ୍ପ ଅଚଳ ପାଣି ପାଇଁ ଡହକବିକଳ ଗ୍ରାମବାସୀ

18-Mar-2021



ଉଲୁଣ୍ଡା(ଗୌର ଚନ୍ଦ୍ର ପରିଛା) ରାଜ୍ୟ ତଥା କେନ୍ଦ୍ର ସରକାର ଗ୍ରାମାଂଚଲ ମାନଙ୍କରେ ଶୁଦ୍ଧ ପାନୀୟଜଳ ଯୋଗାଇ ଦେବାପାଇଁ ଲକ୍ଷାଧିକ ଟଙ୍କା ଖର୍ଚ କରି ପ୍ରକଳ୍ପ ନିର୍ମାଣ କରୁଛନ୍ତି । ମାତ୍ର ବିଭାଗର ଖାମଖିଆଲି ମନୋଭାବ ତଥା ରକ୍ଷଣା ବେକ୍ଷଣ ଅଭାବରୁ ପ୍ରକଲ୍ପଟି ପଡି ରହିଛି । ଫଳରେ ଗ୍ରାମବାସୀ ପାଣି ଟୋପାଏ ପାଇଁ ଡହଲ ବିକଲ ହେଉଛନ୍ତି । ଏଭଲି ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉଲୁଣ୍ଡା ବ୍ଲକ ଜଉଁରାଭଉଁରା ଗାଁରେ । ଏହି ଗ୍ରାମରେ ୨୦୦ରୁ ଉର୍ଦ୍ଧ ପରିବାର ବଶବାସ କରୁଛନ୍ତି । ମାତ୍ର ପ୍ରକଲ୍ପଟି ପ୍ରାୟ ୬  ମାଶ ହେବ ଅଚଲ ହୋଇପଡିଥିବାରୁ ଗ୍ରମବାସୀ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ବିଭିନ୍ନ ସ୍ଥାନରେ   ଷ୍ଟାଣ୍ଡପୋଷ୍ଟ ଗୁଡିକ ଭାଙ୍ଗିରୁଜି ଯାଇଥିବା ବେଳେ ଅଲିଆ ଅବର୍ଜନାରେ ଭରି ରହିଛି । ଏପରିକି ସ୍ଲୁଇସ ପଏଂଟରେ ଉଇହୁଙ୍କା ଲାଗିଯାଇ ନଷ୍ଟ ହେବାକୁ ବସିଲାଣି ।  ଗ୍ରାମରେ ଥିବା ଏକ ନଲକୂଅ ଉପରେ ଗ୍ରାମବାସୀ ନିର୍ଭର କରୁଥିବା ବେଳେ ଲାଲ ପାଣି ବାହାରୁଥିବାରୁ ବ୍ୟବହାର ଉପଯୋଗୀ ହୋଇପାରୁନାହିଁ । ଫଳରେ ଲୋକେ ପାଣି ଟୋପାଏ ପାଇଁ ଅସୁବିଧାର ସମ୍ମଖିନ ହେଉଛନ୍ତି । ଏନେଇ ଗ୍ରାମବାସୀ ଅଭିଯୋଗ କରୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନଥିବା ଅଭିଯୋଗ ହେଉଛି । ଖରାର ପ୍ରକୋପ ଦିନକୁ ଦିନ ବଢିବାରେ ଲାଗିଥିବାରୁ ଯଥାଶିଘ୍ର ଏଥିପ୍ରତି ବିଭାଗୀୟ କତୃପକ୍ଷ ଦୃଷ୍ଟି ଦେବାକୁ ଦାବି ହେଉଛି । ଏନେଇ ବିଭାଗୀୟ ଯନ୍ତ୍ରୀ ବଳରାମ ମାôଝଙ୍କୁ ପଚାରିବାରୁ ଟ୍ରାନ୍ସଫର୍ମର ପୋଡିଯାଇଥିଲା । ଗତକାଲି ନୂତନ ଟ୍ରାନ୍ସଫର୍ମର ଲଗାଯାଇଛି । ଯଥାଶିଘ୍ର ଜଲ ଯୋଗାଣ ସ୍ୱାଭାବିକ ହେବ ବୋଲି ପ୍ରକାଶ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like