-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଖେଳ

ଓସିଏ ଭିଜନ ୨୦୨୪:  ବୁଡାବାହାଲ ଓ କଣ୍ଟାବାଞ୍ଜି କିକ୍ରେଟ ଦଳ ବିଜୟୀ

18-Mar-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ଓସିଏ ଭିଜନ ୨୦୨୪ର ସିନିଅର ଇନଟ୍ରାକ୍ଲବ କ୍ରିକେଟ ପ୍ରତିଯୋଗିତା ଆଜି ଦୁଇଟି ମ୍ୟାଚ ଆୟୋଜିତ ହୋଇଯାଇଛି । ବଲାଙ୍ଗିର ଗାନ୍ଧୀଷ୍ଟାଡିୟମଠାରେ ଆୟୋଜିତ ମ୍ୟାଚରେ ବୁଡାବାହାଲ କ୍ରିକେଟ ଦଳ ବିଜୟ ଲାଭ କରିଥିବା ବେଳେ ପାଟଣାଗଡ ଷ୍ଟାଡିଆମଠାରେ ଅନୁଷ୍ଠିତ ମ୍ୟାଚରେ କଣ୍ଟାବାଞ୍ଜି ଦଳ ବିଜୟୀ ହୋଇଛି । 
    ବଲାଙ୍ଗିର ଗାନ୍ଧୀଷ୍ଟାଡିୟମଠାରେ ଆୟୋଜିତ ମ୍ୟାଚରେ ଆଜି ବୁଡାବାହାଲ କ୍ରିକେଟ ଦଳ ଓ ବଙ୍ଗୋମୁଣ୍ଡା କ୍ରିକେଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ବୁଡାବାହାଲ କ୍ରିକେଟ ଦଳ ଟସ ଜିଣି ପ୍ରଥମେ ବ୍ୟାଟିଂ କରିବା ନିଷ୍ପତ୍ତି ନେଇଥିଲେ । ପ୍ରଥମେ ବ୍ୟାଟିଂ କରି ବୁଡାବାହାଲ ଦଳ ୨୪.୩ ଓଭରରେ ସମସ୍ତ ଉଇକେଟ ହରାଇ ୧୪୨ ରନ୍ ସ୍କୋର କରିଥିଲେ । ବୁଡାବାହାଲ ଦଳ ତରଫରୁ ଭକ୍ତ ବକୁଲ ଓ ପ୍ରେମ ମହାକୁର ସର୍ବାଧିକ ୨୦ରନ୍ ଲେଖାଏଁ ସଂଗ୍ରହ କରିଥିଲେ । ବଙ୍ଗୋମୁଣ୍ଡା କ୍ରିକେଟ ଦଳ ତରଫରୁ ଶଶିଭୂଷଣ ମାଝୀ ସର୍ବାଧିକ ୩ ଗୋଟି, ହିମାନନ୍ଦ ହଂସ ୨ ଗୋଟି ଓ ପିଙ୍କୁ ହିଆଲ ୨ଗୋଟି ୱ କେଟ ି ଅକ୍ତିଆର କରିଥିଲେ । ୧୪୩ ରନ୍‌ର ଲକ୍ଷକୁ ପିଛା କରିବାକୁ ଯାଇ ବଙ୍ଗୋମୁଣ୍ଡା କ୍ରିକେଟ ଦଳ  ୩୧.୫ ଓଭରେ ୧୩୮ ରନ ସଂଗ୍ରହ କରିବାକୁ ସକ୍ଷମ ହୋଇଥିବା ବେଳେ ସମସ୍ତ ଉଇକେଟ ସହିତ ମ୍ୟାଚ ହରାଇ ବସିଥିଲେ । ବଙ୍ଗୋମୁଣ୍ଡା କ୍ରିକେଟ ଦଳ ତରଫରୁ ପ୍ରମିଶ ବାଗ ସର୍ବାଧିକ ୨୮ ରନ୍ ଓ ଚିନ୍ତନ ବିଶ୍ୱାଳ ୨୪ରନ୍ ସଂଗ୍ରହ କରିଥିଲେ । ବୁଡାବାହାଲ ଦଳ ତରଫରୁ ଧୁବଲେଶ୍ୱର ବକୁଲ ୪ ଗୋଟି ଉଇକେଟ ଓ ଆଶିଷ ଖମାରି ୨ଗୋଟି ଉଇକେଟ ଅକ୍ତିଆର କରିଥିଲେ । ଧୁବଲେଶ୍ୱର ବକୁଲଙ୍କୁ ତାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ଶ୍ରେଷ୍ଠ ଖେଳାଳି ଭାବେ ମନୋନିତ କରାଯାଇଥିଲା । ଏହି ମ୍ୟାଚକୁ ଓସିଏ ମାନ୍ୟତା ପ୍ରାପ୍ତ ଅମ୍ପୟାର ପୃଥ୍ୱୀରାଜ ମିଶ୍ର ଓ ମୁକେଶ ସ୍ୱାଇଁ ପରିଚାଲନା କରିଥିବା ବେଳେ ସ୍ୱାଗତ ଶୁଭଙ୍କର ସ୍କୋରର୍ ଦାୟିତ୍ୱ ତୁଲାଇଥିଲେ । 
    ସେହିପରି ପାଟଣାଗଡ ଷ୍ଟାଡିୟମଠାରେ ଆୟୋଜିତ  କ୍ରିକେଟ ପ୍ରତିଯୋଗିତା ଆଜି ଲାୟନ୍ସ କ୍ରିକେଟ ଏକାଡେମି ଓ କଣ୍ଟାବାଞ୍ଜି କ୍ରିକେଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଲାୟନ୍ସ ଦଳ ଟସ ଜିତି ପ୍ରଥମେ ବେଟିଂ କରିବାର ନିଷ୍ପତ୍ତି ନେଇଥିଲା । ଲାୟନ୍ସ ଦଳ ପ୍ରଥମେ ବ୍ୟାଟିଂ କରି ୨୭ ଓଭରରେ ସମସ୍ତ ଉଇକେଟ ହରାଇ ୧୪୧ ରନ୍ ସ୍କୋର କରିବାକୁ ସକ୍ଷମ ହୋଇଥିଲା । ଲାୟନ୍ସ ଦଳ ତରଫରୁ ବାବୁଲୁ ପାଣିଗ୍ରାହୀ ସର୍ବାଧିକ ୪୭ରନ୍ ଓ ଅଜୟ ନାଗ ୨୪ ରନ୍ କରିଥିଲେ । କଣ୍ଟାବାଞ୍ଜି କ୍ରିକେଟ ଦଳ ତରଫରୁ ସାହାବାଜ ଖାନ ସର୍ବାଧିକ ୩ଗୋଟି, ଦିବ୍ୟମ ଛାପଡିଆ ଓ ଖେତରାଜ ଠାକୁର ଗୋଟିଏ ଲେଖାଏଁ ଓି୍ୱକେଟ ଅକ୍ତିଆର କରିଥିଲେ । ୧୪୨ ରନ୍‌ର ଲକ୍ଷକୁ ପିଛା କରିବାକୁ ଯାଇ କଣ୍ଟାବାଞ୍ଜି କ୍ରିକେଟ ଦଳ ୨୧ ଓଭରେ ମାତ୍ର ୩  ୱିକେଟ ହରାଇ ଆବଶ୍ୟକିୟ ୧୪୨ ରନ ସଂଗ୍ରହ କରି ନେଇ ଥିଲେ । କଣ୍ଟାବାଞ୍ଜି  ଦଳ ତରଫରୁ ରୁଦ୍ର ବାଗ (ଅପରାଜିତ)୬୭ରନ୍ ଓ ଯଶୋବନ୍ତ ୨୭ ରନ୍ ସଂଗ୍ରହ କରିଥିଲେ । ଲାୟନ୍ସ ଦଳ ତରଫରୁ ଅଜୟ ନାଗ ଓ ସତ୍ୟମ ମିଶ୍ରଙ୍କୁ ଗୋଟିଏ ଲେକାଏଁ  ଉଇକେଟ ମିଳିଥିଲା । ଫଳରେ କଣ୍ଟାବାଞ୍ଜି କ୍ରିକେଟ ଦଳ ୮ ଉଇକେଟ ରେ  ବିଜୟୀ ହୋଇଥିଲେ । ରୁଦ୍ର ବାଗଙ୍କୁ ତାଙ୍କର ଅପରାଜିତ ୬୭ରନ୍‌ର ପାରି ପାଇଁ ଶ୍ରଷ୍ଠ ଖେଳାଳି ଘୋଷିତ କରାଯାଇଥିଲା । ଏହି ମ୍ୟାଚକୁ ଓସିଏ ମାନ୍ୟତା ପ୍ରାପ୍ତ ଅମ୍ପିୟାର ସମୀର ପାଣିଗ୍ରାହୀ ଓ ରଜତ ଦାଶ ପରିଚାଲନା କରିଥିବା ବେଳେ ଶୁଭମ ନାୟକ ସ୍କୋରର୍ ଦାୟିତ୍ୱ ତୁଲାଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like