-+91-9937148622 |

prerana_bgr@rediffmail.com |

  Thursday 19th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   (19-Mar-2026)       ||      ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (19-Mar-2026)       ||      ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   (19-Mar-2026)       ||      ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   (19-Mar-2026)       ||      ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   (19-Mar-2026)       ||      ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   (19-Mar-2026)       ||      ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ    (19-Mar-2026)       ||      *ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   (19-Mar-2026)       ||      ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   (19-Mar-2026)       ||      ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||      ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   (18-Mar-2026)       ||      ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||      ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   (18-Mar-2026)       ||      ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||     

HOME   ରାଜ୍ୟ

ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ ସଫଳ

17-Oct-2020



ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ ସଫଳ ହୋଇଛି। ବାଲେଶ୍ୱର ଚାନ୍ଦିପୁର ୩ ନମ୍ବର ଲଞ୍ଚପ୍ୟାଡରୁ ଏହାର ପରୀକ୍ଷଣ କରାଯାଇଛି। ଗତକାଲି ସଂଧ୍ୟା ସାଢେ ୭ଟା ସମୟରେ ଏହାର ପରୀକ୍ଷଣ କରାଯାଇଥିଲା। ପରୀକ୍ଷଣ ସଫଳ ହୋଇଥିବା ନେଇ ଡିଆର୍‌ଡିଓ ପକ୍ଷରୁ ସୂଚନା ଦିଆଯାଇଛିଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ମଧ୍ୟମ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ହେଉଛି ପୃଥ୍ୱୀ-୨।  ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ରହିଛି ୩୫୦ କିଲୋମିଟର। ୧ ହଜାର କେଜିର ଆଣବିକ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ପୃଥ୍ୱୀ-୨ର ରହିଛି। ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ରକୁ ଭାରତୀୟ ଷ୍ଟ୍ରାଟେଜିକ କମାଣ୍ଡ ଫୋର୍ସର ସ୍ୱତନ୍ତ୍ର ଯବାନମାନେ ପରୀକ୍ଷା କରିଥିଲେ। ଏହି ସମୟରେ ଚାନ୍ଦିପୁର ପରୀକ୍ଷଣ କେନ୍ଦ୍ରରେ DRDO ବରିଷ୍ଠ ବୈଜ୍ଞାନିକମାନେ ଉପସ୍ଥିତ ଥିଲେ!!


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   19-Mar-2026
  ଜିଲ୍ଲା  
ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   19-Mar-2026
  ଜିଲ୍ଲା  
ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   19-Mar-2026
  ଜିଲ୍ଲା  
ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   19-Mar-2026
  ଜିଲ୍ଲା  
ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   19-Mar-2026
  ଜିଲ୍ଲା  
ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   19-Mar-2026
  ଜିଲ୍ଲା  
ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ   19-Mar-2026
  ଜିଲ୍ଲା  
*ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   19-Mar-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   19-Mar-2026
  ଜିଲ୍ଲା  
ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   18-Mar-2026
  ଜିଲ୍ଲା  
ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   18-Mar-2026
  ଜିଲ୍ଲା  
ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   18-Mar-2026

You Might Also Like