-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ଲୋଇସିଂହା: ବିଜେପି ପକ୍ଷରୁ ବନ୍ଧୁ ମିଳନ କାର୍ଯ୍ୟକ୍ରମ

18-Mar-2021



ଲୋଇସିଂହା, (ବିନୋଦ କୁମାର ଦୀପ): ବିଜେପି ପରିବାର ପକ୍ଷରୁ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଲୋଇସିଂହାର କୁସମେଲ ପଂଚାୟତର ସମେଲ ଠାରେ ଅନୁଷ୍ଠିତ ହୋଇଯାଇଛି l ଆଜିର ଏହି ସଭାରେ କୁଶମେଲ ମଣ୍ଡଳରୁ ଜିଲ୍ଲା ପଦବୀ ପାଇଥିବା କାର୍ଯ୍ୟକର୍ତାଙ୍କୁ ସମ୍ମାନିତ କରା ଯାଇଥିଲା l ଏହି ସଭାରେ ମଣ୍ଡଳ ସଭାପତି କିଶୋର ପୁଟେଲ ସଭାପତିତ୍ୱ କରିଥିଲେ l ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସଭାପତି ଶିବାଜୀ ମହାନ୍ତି, ଜିଲ୍ଲା ଉପସଭାପତି ରାକେଶ ମିଶ୍ର, ଜିଲ୍ଲା ସାଧାରଣ ସମ୍ପାଦକ ଅମିତ ସିଂହାନି, ଜିଲ୍ଲା ଉପସଭାପତି ଲେକୃ ତ୍ରିପାଠୀ, ଜିଲ୍ଲା ଏସ. ଟି ମୋର୍ଚ୍ଚl ସଭାପତି ଦୌତାରି ଭୋଇ,  ଜିଲ୍ଲାସଭ୍ୟ ରଘୁନାଥ ସାହୁ, ଜିଲ୍ଲା ସଭ୍ୟ ସତ୍ୟ ସୋଂ, ଏମ. ପି ନୋମିନି ବାଲକୃଷ ଧରୁଆ, ଅମରଜିତ ପଟେଲ, ଗୌରାଙ୍ଗ ନାଏକ, କେଉଁଟୁ ବିଶ୍ୱାଳ, ଟଙ୍କ ପଧାନ,ବାରିପୁଷ୍ଟି, ମଣ୍ଟୁ ସାହୁ,ପୁରୁଷୋତ୍ତମ ମେହେର,ନୀଳଚଲ ସାହୁ, ସାଇଦେବ ପଟେଲ, ମୁକେଶ ତ୍ରିପାଠୀ, ଜିତୁ ସାହୁ, ହିମାଞ୍ଚଳ ମେହେର ସହ ବିଜେପିର ଶତାଧିକ କର୍ମକର୍ତ୍ତା  ମାନ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like