-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ଦେଶୀ ବନ୍ଧୁକ ସହ ଜଣେ ଶିକାରୀ ଗିରଫ

18-Mar-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକ  ବନ ବିଭାଗର ବଡ଼ ସଫଳତା । ଦେଶୀ ବନ୍ଧୁକ ସହ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ କନ୍ଧମାଳ ଜିଲ୍ଲା ରାଇକିଆ ବନବିଭାଗ ରେଞ୍ଜ ଅନ୍ତର୍ଗତ ମାଣିକେଶ୍ଵର ରିଜର୍ଭ ଜଙ୍ଗଲରେ ଅପରାହ୍ନରେ ନିଆଁ ଲାଗିବା ଖବରପାଇ ତତକ୍ଷଣାତ୍ ବନବିଭାଗ ଫରେଷ୍ଟର ବିଷ୍ଣୁ ପ୍ରସାଦ ରଥ,ବନରକ୍ଷୀ ଅଜିତ୍ କୁମାର ଗଣ୍ଡାଙ୍କ ଫାୟାର ଟିମ୍ ର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏହି ସମୟରେ ବାଡାମାହା ଗ୍ରାମର ମିତୁ ପ୍ରଧାନ ହାବୁଡ଼ରେ ପଡ଼ିଥିଲା। ସେ ଜଙ୍ଗଲର ଉପରଭାଗ କୁ ନିଆଁ ଲଗାଇ ତଳେ ଜୀବଜନ୍ତୁ ଶୀକାର କରିବା ପାଇଁ ଜଗିଥିଲା ।ତା ନିକଟରୁ ଏକ ଦେଶୀ ବନ୍ଧୁକ ସହ ଗୋଳା ବାରୁଦ, ଗମ୍ ପାଉଡର, ପଟାସ୍, କୁରାଢି,କାତି,ଦିଆସିଲି, ମୋବାଇଲ, ବ୍ୟାଗ୍ ଏହି ପରି ଅନେକ ଶିକାରୀ ସରଞ୍ଜାମକୁ ଜବତ କରାଯାଇ ଏକ ମାମଲା ରୁଜୁ କରାଯାଇଛି।ରାଇକିଆ ଓ କରଡା ବନବିଭାଗ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ସମୟ ସମୟ ମଧ୍ୟରେ ବୈଠକ କରି ଲୋକଙ୍କୁ ସଚେତନତା ସୃଷ୍ଟି କରାଯାଉଛି। ତା ଛଡା ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ମଧ୍ୟ ସଚେତନତା ପ୍ରଚାର କରାଯାଉଛି। ଯେପରିକି ଲୋକେ ନିଆଁ ଲାଗିବାର ସୂଚନା ଦେଲେ ତିନି ହଜାର ଏବଂ ବନ୍ୟ ଜିବଜନ୍ତୁ ଶିକାର ସମୟରେ ସୂଚନା ଦେଲେ ପାଞ୍ଚ ହଜାର ଅର୍ଥ ରାଶିର ପୁରସ୍କାର ଦିଆଯିବା ପାଇଁ କୁହାଯାଇଛି। ଗତ କିଛି ଦିନ ମଧ୍ୟରେ ମିତୁକୁ ମିଶାଇ ରାଇକିଆ ଓ ଟିକାବାଲି ମଧ୍ୟରେ ପାଞ୍ଚ ଜଣଙ୍କୁ ନିଆଁ ଲଗାଇ ଏବଂ ଶୀକାର କରିବା ନେଇ ଗିରଫକରି କୋର୍ଟ ଚାଲାଣ କରାଯାଇଥିବା ରାଇକିଆ ବନବିଭାଗ ଅଧିକାରୀ ସୁନିଲ କୁମାର ସାହୁଙ୍କ ଠାରୁ ସୂଚନା ମିଳିଛି।ଦେଶୀ ବନ୍ଧୁକ ସହ ଜଣେ ଶିକାରୀ ଗିରଫ


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like