-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||     

HOME   ଜିଲ୍ଲା

ପଥରଚେପାରେ ଜଙ୍ଗଲଜୀବନ ସୁରକ୍ଷା ଅଭିଯାନର ସଚେତନତା କାର୍ଯ୍ୟକ୍ରମ

18-Mar-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର)-ବଲାଙ୍ଗୀର ନିକଟସ୍ଥ ସଦାଇପାଲି ପଞ୍ଚାୟତର ପଥରଚେପାଠାରେ ଆଜି ଜଙ୍ଗଲଜୀବନ ସୁରକ୍ଷା ଅଭିଯାନ ପକ୍ଷରୁ ପରିବେଶ ସଚେତନା କାର୍ଯ୍ୟକ୍ରମ କରାଯାଇଛି । ଗତକାଲି ପ୍ରଥମେ ଗନ୍ଧରେଲକୁ ଏକ ସାଇକେଲ ଶୋଭାଯାତ୍ରା କରାଯାଇ ଗାଁରେ ବୈଠକ କରାଯାଇ ଲୋକଙ୍କୁ ସଚେତନ କରାଯାଇଥିଲା । ଆଜି ସକାଳୁ ଅଭିଯାନର ଅଧ୍ୟକ୍ଷ ହେମନ୍ତକୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ପଥରଚେପାକୁ ଯାଇ ସେଠାରେ ଆମ ଗାଁ ଜଙ୍ଗଲର କମ୍ୟୁନିଟି ସେଣ୍ଟରଠାରେ ବୈଠକ କରାଯାଇଥିଲା । ଏହି ସଚେତନତା ବୈଠକରେ ବଲାଙ୍ଗୀର ସଦରବ୍ଲକ ଅଧ୍ୟକ୍ଷ ଗୁଲାବ ବାଗ,ପଥରଚେପା ଗାଁର ୱାର୍ଡମେମ୍ବର ଭଗବତୀ ମାଝୀ,ଗାଁର ଜଙ୍ଗଲସୁରକ୍ଷା କମିଟିର ସଭାପତି ଅଶ୍ୱିନୀ ବିଶ୍ୱାଳ,ଜିଲ୍ଲା ଜଙ୍ଗଲସୁରକ୍ଷା ଫୋରମର ସଭାପତି କୁଳମଣୀ ସାହୁ,ବରିଷ୍ଠ ସାମ୍ବାଦିକ ସୁଧିର ମିଶ୍ର,ପୂର୍ଣ୍ଣଚନ୍ଦ୍ର ପଣ୍ଡା,ବୀରେନ୍ଦ୍ର ଝାଙ୍କର,ମହେନ୍ଦ୍ର ପଧାନ,ପ୍ରଶାନ୍ତ ମହାକୁର,ଫରେଷ୍ଟଗାର୍ଡ ଅଶୋକ ସେଠ ପ୍ରମୁଖଙ୍କ ସହିତ ଶତାଧିକ ପୁରୁଷ ଓ ମହିଳା ଯୋଗଦେଇଥିଲେ । ଜଙ୍ଗଲରେ କେହି ଯୋପରି ନିଆଁ ନଲଗାଇବେ ସେନେଇ ପଦକ୍ଷେପ ନେବାକୁ ସମସ୍ତଙ୍କୁ ଅନୁରୋଧ କରାଯାଇଥିଲା । କବି ଅର୍ଜୁନ ସାହୁ ଏକ ସଚେତନତା ଧର୍ମୀ କବିତା ଗାନ କରିଥିବା ବେଳେ ଯୁବଏକ୍ସନକମିଟିର ସଭାପତି ବିନୋଦ କାଲସାଏ ସମସ୍ତଙ୍କୁ ଜଙ୍ଗଲରେ ନିଆଁ ନଲଗାଇବାକୁ ଶପଥପାଠ କରାଇଥିଲେ । ଶେଷରେ ଜଙ୍ଗଲଜୀବନ ସୁରକ୍ଷା ଅଭିଯାନର ଆବାହକ ସୁନିଳ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026

You Might Also Like