-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ ଛାତ୍ର ସନାତନ ସତନାମୀଙ୍କ କେଭିପିୱାଇ ଲେଭେଲ୍‌-୧ ପରୀକ୍ଷାରେ କୃତୀତ୍ୱ

18-Mar-2021



ବରଗଡ଼,(ମୁକୁନ୍ଦ ଦାସ): ବରଗଡ଼ ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ସିଏଚ୍‌ଏସ୍‌ଇ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ବିଜ୍ଞାନ ଛାତ୍ର ଶ୍ରୀମାନ୍ ସନାତନ ସତନାମୀ ଚଳିତ ବର୍ଷ ଅନୁଷ୍ଠିତ ସର୍ବ ଭାରତୀୟ କେଭିପିୱାଇ ପରୀକ୍ଷାରେ ୧୨୦ ର‌୍ୟାଙ୍କ୍ (ଏସ୍‌.ସି. ବର୍ଗ) ନିଜର ପ୍ରଥମ ପ୍ରୟାସରେ ଉତ୍‌ତୀର୍ଣ୍ଣ ହେବାର କୃତିତ୍ୱ ଅର୍ଜନ କରିଛନ୍ତି ବୋଲି ବିକାଶ ଗ୍ରୁପ୍‌ର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀଯୁକ୍ତ ଡି.ନାଗେଶ୍ୱର ରାଓ ସୂଚନା ଦେଇଛନ୍ତି । “ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ବିକାଶ ର ସ୍ୱତନ୍ତ୍ର ପ୍ରୋତ୍ସାହନ ଯୋଜନା ମାଧ୍ୟମରେ ଏଡ୍‌ମିଶନ୍ ନେଇ ସେ ସଫଳତା ପାଇଛନ୍ତି, ଯାହାକି ମୋ ପାଇଁ ତଥା ବିକାଶ ପାଇଁ ଖୁସିର ବିଷୟ । ଏହା ପୂର୍ବରୁ ଅନେକ ଗରିବ ମେଧାବୀ ଛାତ୍ରଛାତ୍ରୀ ଏହି ଯୋଜନା ମାଧ୍ୟମରେ ସଫଳତା ପାଇ ଆସୁଛନ୍ତି” ବୋଲି କହି ବିକାଶ ଗ୍ରୁପ୍ ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ନିଜର ଆତ୍ମସନ୍ତୋଷ ପ୍ରକାଶ କରିଛନ୍ତି । ଏହି ସଫଳତା ସନାତନଙ୍କ କଠିନ ପରିଶ୍ରମ ଓ ବିକାଶ ଏଣ୍ଟ୍ରାନ୍ସ୍ ଏକାଡେମୀ ର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଫଳ ବୋଲି ବିକାଶ ଗ୍ରୁପ୍‌ର ମ୍ୟାନେଜିଂ ଡାଇରେକ୍ଟର ଶ୍ରୀଯୁକ୍ତ ଜି.ଭାସ୍କର ରାଓ କହିଛନ୍ତି । ବିଗତ ୫ବର୍ଷ ଧରି କେଭିପିୱାଇ ରେ ବିକାଶ ର ଛାତ୍ରଛାତ୍ରୀମାନେ ସଫଳତା ଅର୍ଜନ କରୁଛନ୍ତି ବୋଲି ବିକାଶ ଏଣ୍ଟ୍ରାନ୍ସ୍ ଏକାଡେମୀ, ବରଗଡ଼ ଶାଖା ତରଫରୁ ବିକାଶ ସ୍କୁଲ୍ ଉପାଧ୍ୟକ୍ଷ ଶ୍ରୀ ଚିତରଞ୍ଜନ ପତି ପ୍ରକାଶ କରିଛନ୍ତି । ସନାତନ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ୍ ଅନ୍ତର୍ଗତ କପାଶିରା ଗ୍ରାମର ଏକ ନିମ୍ନ-ମଧ୍ୟବିତ୍‌ତ ପରିବାରର ଶ୍ରୀ ଭାଗିରଥୀ ସତନାମୀ ଓ ଶ୍ରୀମତୀ ସୁଶୀଲା ସତନାମୀ ଙ୍କ ସୂପୁତ୍ର ଅଟନ୍ତି । ଯୁକ୍ତ ଦୁଇ ବିଜ୍ଞାନ ପାଠ ପଢ଼ା ସାଙ୍ଗରେ ବିକାଶ ଏଣ୍ଟ୍ରାନ୍ସ୍ ଏକାଡେମୀରେ ପ୍ରତିଯୋଗିତାମୂଳକ ପରୀକ୍ଷାଗୁଡ଼ିକ ପାଇଁ ମଧ୍ୟ ପ୍ରସ୍ତୁତି ଜାରିରଖିଛନ୍ତି । ଏହା ସହିତ ଚଳିତ ବର୍ଷ ଜେଇଇ ମେନ୍ ପରୀକ୍ଷାରେ ୯୮.୦୬ ପର୍ସେଣ୍ଟାଇଲ୍ ସହ ସନାତନ ଉତ୍‌ତୀର୍ଣ୍ଣ ହୋଇଛନ୍ତି ତଥା ଆଗାମୀ ଦିନରେ ହେବାକୁ ଥିବା ନିଟ୍ ପରୀକ୍ଷାରେ ମଧ୍ୟ ସର୍ବ ଭାରତୀୟ ସ୍ତରରେ ଭଲ ର‌୍ୟାଙ୍କ୍ ରେ ଉତ୍‌ତୀର୍ଣ୍ଣ ହୋଇ ସୁନାମଧନ୍ୟ ଏମ୍‌ସ୍ ରେ ସିଟ୍ ପାଇବା ନିଶ୍ଚିତ ବୋଲି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀ ମୂରାରୀ ପ୍ରସାଦ ସାହୁ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି । ଏହି ସଫଳତା ପାଇଁ ଡାଇରେକ୍ଟର ଏକାଡେମିକ୍ସ୍ ଶ୍ରୀ ଜି.ରାମକ୍ରୀଷ୍ଣା, ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା, ବିକାଶ ଆବାସିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଶିଶିର ପ୍ରସାଦ ରାଉଳ ତଥା ସମସ୍ତ କର୍ମକର୍ତା ବୃନ୍ଦ ସନାତନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ହାର୍ଦ୍ଦିକ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ