-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲାରେ ଦଣ୍ଡନାଚ କରିବା ନିମନ୍ତେ ଜିଲ୍ଲା ପ୍ରଶାସନ କୁ ଅନୁମତି ଦାବୀ କଲା ଜିଲ୍ଲା ଦଣ୍ଡନାଚ ସାମାଜ

18-Mar-2021



କନ୍ଧମାଳ:(ପ୍ରେରଣା  ଖବର ବ୍ୟୁରୋ ): କନ୍ଧମାଳ ଜାଗରଣ ମଞ୍ଚର  ଜିଲ୍ଲା ଆବାହକ ପରେଶ ମହାପାତ୍ରଙ୍କ ନେତୃତ୍ୱରେ କନ୍ଧମାଳ ଜିଲ୍ଲାରେ ପାରମ୍ପରିକ ଦଣ୍ଡନାଚ କରିବା ନିମନ୍ତେ କନ୍ଧମାଳ ଜିଲ୍ଲାର ୧୨୮ଗୋଟି ଦଣ୍ଡନାଚ କମିଟି ସଭାପତି ସମ୍ପାଦକ , ଅଧିକାରୀ , ପାଟଭୁକ୍ତା , ପୂଜକ, ସଦସ୍ୟ କର୍ମକର୍ତ୍ତା ସହସ୍ରାଧିକ ସଂଖ୍ୟାରେ କନ୍ଧମାଳ ଜିଲାପାଳ କାର୍ଯ୍ୟାଳୟ ଫୁଲବାଣୀ ଠାରେ ଉପସ୍ଥିତି ରହି କନ୍ଧମାଳ ଜିଲ୍ଲାରେ ଦଣ୍ଡନାଚ ପାଇଁ ଜିଲ୍ଲା ପ୍ରଶାସନ ଅନୁମତି ପ୍ରଦାନ କର ଏବଂ ଜିଲ୍ଲା ରେ ସଂସ୍କୃତି ହତ୍ୟା ବନ୍ଦ କର ଏଭଳି ବିଭିନ୍ନ ସ୍ଲୋଗାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ l ସଂସ୍କୃତି ଓ ପରମ୍ପରା ର ରକ୍ଷା ନିମନ୍ତେ ଚଳିତ ବର୍ଷ ଦଣ୍ଡନାଚ ପାଇଁ ଗୁହାରିଆ ଓ ନାଚପିଲା ମିଶି୨୦୦ ଲୋକଙ୍କୁ ଦଣ୍ଡ ପରମ୍ପରା ବଜାୟ ରଖିବା ପାଇଁ ଅନୁମତି ମିଳୁ । ୨. ଦଣ୍ଡନାଚ ପ୍ରଚଳନ ହେତୁ କାମନ ଘରର ରୀତିନୀତି କାଳୀପୂଜା ଓ ଅନ୍ୟାନ୍ୟ ଖର୍ଚ୍ଚ ଚଳି ଥାଏ। ଗତବର୍ଷ ଦଣ୍ଡନାଚ ବନ୍ଦ ହେତୁ ଦଣ୍ଡ କମିଟି ଗୁଡିକ ଆର୍ଥିକ ଚାପ ଦେଇ ଗତି କରୁଛନ୍ତି । ସଂସ୍କୃତି ଓ ପରମ୍ପରା ବାହାକ ଏହି ଦଣ୍ଡନାଚ ର ଉନ୍ନତି ଓ ପରିଚାଳନା ପାଇଁ ପ୍ରତ୍ୟେକ ଦଣ୍ଡ କାମନା ଘରକୁ ସରକାର ୧ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରନ୍ତୁ । ୩. ପୁରୁଷାନୁକ୍ରମେ ଦଣ୍ଡନାଚ ରେ ଯେଉଁ କଳାକାର ମାନେ ନୃତ୍ୟ ପ୍ରଦର୍ଶନ କରି ଆସୁଛନ୍ତି ସେହି କଳାକାର ମାନଙ୍କୁ ସରକାର କଳାକାର ଭତ୍ତା ପ୍ରଦାନ କରନ୍ତୁ । ଏହି ତିନଟି ଦଫା ଦାବୀ ସମ୍ମଳିତ ଦାବୀପତ୍ର କନ୍ଧମାଳ ଜିଲାପାଳ ଡ଼ ବୃନ୍ଦା ଡି ଙ୍କୁ ପ୍ରଦାନ କରିଥିଲେ । ଜିଲ୍ଲାପାଳ ବୃନ୍ଦା ଡି ଦୁଇ ଦିନ ମଧ୍ୟରେ ଅନୁମତି ସମ୍ପର୍କରେ କମିଟି ର କର୍ମକର୍ତ୍ତା ମାନଙ୍କୁ ଜଣାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଗତବର୍ଷ ବିଶ୍ୱ ମହାମାରୀ କୋରନା କଟକଣା ହେତୁ ଦଣ୍ଡନାଚ କରିବା ନିମନ୍ତେ ସରକାର ଙ୍କ ତରଫରୁ ଅନୁମତି ମିଳିନଥିଲା । ଚଳିତ ବର୍ଷ ମାଁ କାଳୀ ଙ୍କର ଅଶେଷ କରୁଣାରୁ ଜିଲ୍ଲାରେ କୋରନା ର ପ୍ରଭାବ ସାମୟିକ ଭାବେ ସ୍ଥିର ରହିଛି । ସରକାର ଅନୁମତି ଦେଲେ ଦଣ୍ଡନାଚ କମିଟି ର କର୍ମକର୍ତ୍ତା ମାନେ କୋଭିଡ ୧୯ ପାଞ୍ଚ ସୁତ୍ରୀ ନିୟମ ମାନି ଦଣ୍ଡନାଚ ପରିବେଷଣ କରିବେ ବୋଲି ଗଣମାଧ୍ୟମ କୁ ସୂଚନା ଦେଇଥିଲେ ।


News Comment




Photo in News

Advertisment
Lastest News
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026

You Might Also Like