-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

କୋଦଳାରେ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ

19-Mar-2021



କୋଦଳା: ରାସ୍ତା ଦୁର୍ଘଟଣା ଯୋଗୁଁ ଆମ ଦେଶରେ ପ୍ରତିବର୍ଷ ଅନେକ ବ୍ୟକ୍ତି ପ୍ରାଣ ହରାଉଛନ୍ତି। ଏହା ଛଡ଼ା ଅନେକ ବ୍ୟକ୍ତି ଦୁର୍ଘଟଣାରେ ଆହତ ହୋଇ ସମ୍ପୂର୍ଣ୍ଣ ଭାବେ ଆରୋଗ୍ୟ ହୋଇନପାରି ସାରା ଜୀବନ ପାଇଁ ଅକର୍ମଣ୍ୟ ହୋଇଯାଉଛନ୍ତି।

ଏହି ଦୁର୍ଘଟଣାର କୁପ୍ରଭାବ ପରିବାରର ମହିଳା ଓ ଶିଶୁମାନଙ୍କ ଉପରେ ସର୍ବାଧିକ ପଡ଼ୁଛି। ତେଣୁ ଆର୍ଥିକ କ୍ଷତି ସହିତ ସାମାଜିକ ଓ ପାରିବାରିକ କ୍ଷତି ସଡ଼କ ଦୁର୍ଘଟଣାର ଏକ ଅଣଆଲୋଚିତ ଦିଗ ଯାହାର ପ୍ରଭାବ ଦୀର୍ଘ ସମୟ ପର୍ଯ୍ୟନ୍ତ ଅନୁଭୂତ ହୋଇଥାଏ।ତେଣୁ ଏହାକୁ ଆଖି ଆଗରେ ରଖି ପ୍ରତେକ ବର୍ଷ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ମଧ୍ୟ ପାଳନ ହେଉଛି। ସେହିପରି ଗୁରୁବାର ଦିନ
କୋଦଳା ଦଣ୍ଡେଶ୍ଵର ମନ୍ଦିର ପ୍ରାଙ୍ଗଣରେ ମିଳିତ ଭାବରେ ବିକାଶ ପୁରୁଷୋତ୍ତମପୁର,ଆରଟିଓ ଛତ୍ରପୁର ଓ କୋଦଳା ସ୍ଥିତ ମା ଲକ୍ଷ୍ମଣ ଚଣ୍ଡୀ ଅଟୋ ମାଲିକ ସଙ୍ଘ ଦ୍ୱାରା ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କୋଦଳା ବସଷ୍ଟାଣ୍ଡ  ଠାରୁ ଦଣ୍ଡେଶ୍ଵର ମନ୍ଦିର ଯାଏଁ ଏକ ରାଲି ଅନୁଷ୍ଠିତ ହେବା ସହ ସଡ଼କ ସୁରକ୍ଷା ରଥ ଗଡିଥିଲା। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ବେଗୁନିଆପଡା ବ୍ଲକ ବିଡ଼ିଓ ବେଦବର ପ୍ରଧାନ,ବିଇଓ କମଳକାନ୍ତ ସାହୁ,ମୁଖ୍ୟ ବକ୍ତା ଛତ୍ରପୁର ଅତିରିକ୍ତ ଆରଟିଓ ଅଧିକାରୀ କେ.ଭେଙ୍କେଟେଶ ଙ୍କ ସମେତ,ପୁରୁଷୋତ୍ତମପୁର ବିକାଶ ଅନୁଷ୍ଠାନ ର ସଭାପତି ପ୍ରଫୁଲ୍ଲ କୁମାର ରଥ  ଓ ସମ୍ପାଦକ ଗୋକୁଳ ଚନ୍ଦ୍ର ଦାସ ଯୋଗଦେଇଥିଲେ। ଏଥିସହ ସଡ଼କ ସୁରକ୍ଷା ଓ ଟ୍ରାଫିକ ନିୟମ ଉପରେ ଆଲୋକପାତ କରିବା ସହ ପୂର୍ବରୁ ସ୍କୁଲ ଓ କଲେଜ ପିଲାଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଯେଉଁମାନେ ଉତ୍ତୀର୍ଣ୍ଣ ହୋଇଥିଲେ ସେମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like