-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||     

HOME   ଜିଲ୍ଲା

ଧୋକା ଦେଲା ପ୍ରେମିକ, ପ୍ରେମିକାକୁ ଭଡା ଘରେ ଛାଡି ମାରିଲା ଚମ୍ପଟ୍…

19-Mar-2021



ବଲାଙ୍ଗିର(ପ୍ରେରଣା ଖବର ବ୍ୟୁରୋ) : ଧୋକା ଦେଲା ପ୍ରେମିକ । କଥା ଦେଇ କଥା ରଖିଲାନି । ଅଦାବାଟରେ ଛାଡି ଚାଲିଗଲା ପ୍ରେମିକ । ଏପରି ଏକ ଘଟଣା ଏବେ ବଲାଙ୍ଗୀର ଜିଲ୍ଲାରେ ଆଲୋଡନ ଖେଳାଇ ଦେଇଛି । ଜମେ ଯୁବକ ନିଜ ପ୍ରେମିକାକୁ ଭଡା ଘରେ ଛାଡି ଫେରାର ହୋଇ ଯାଇଛନ୍ତି ।

ପ୍ରେମ କଲେ, ବାହା ହେବାକୁ ମନସ୍ଥ କଲେ । ହେଲେ ଦୁହେଁ ଅନ୍ୟ ଜାତିର ହୋଇଥିବାରୁ ପରିବାର ବିରୋଧ କରିବାରୁ ଘରୁ ଫେରାର ହୋଇଗଲେ । ହେଲେ କିଛିଦିନ ବାହାରେ ରହିବା ପରେ ପ୍ରେମିକାକୁ ଭଡାଘରେ ଏକୁଟିଆ ଛାଡି ଚମ୍ପଟ ମାରିଲା ପ୍ରେମିକ। ଏପଟେ ପ୍ରତାରଣା କରିଥିବା ଅଭିଯୋଗରେ ପ୍ରେମିକ ଘର ସାମ୍ନାରେ ଧାରଣା ଦେଇଛି ପ୍ରେମିକା ।

ସୂଚନାନୁସାରେ, ପ୍ରେମିକ ଓ ପ୍ରେମିକ ମଧ୍ୟରେ ଦୀର୍ଘ ଦିନ ହେବ ପ୍ରେମ ସମ୍ପର୍କ ରହିଥିଲା। ଉଭୟେ ଅନ୍ୟ ଜାତିର ହୋଇ ଥିବାରୁ ବିବାହ ପାଇଁ ପରିବାର ସ୍ୱୀକୃତି ନମିଳିବାରୁ ପ୍ରେମିକ ଓ ପ୍ରେମିକା ଘର ଛାଡି ଚାଲିଯାଇ ଥିଲେ । ଏହା ପରେ ପ୍ରେମିକ ଓ ପ୍ରେମିକା ମନ୍ଦିରରେ ବରଣ ମାଳା ଓ ସିନ୍ଦୂର ଦେଇ ବିବାହ କରିଥିଲେ । ବିବାହ ପରେ ସେମାନେ ଖପ୍ରାଖୋଲଠାରେ ଏକ ଭଡ଼ା ଘରେ ସ୍ୱାମୀ-ସ୍ତ୍ରୀ ଭାବେ ରହୁ ଥିଲେ ।

କିନ୍ତୁ ପ୍ରେମିକ ଜଣକ ପ୍ରେମିକାଙ୍କୁ ଭଡ଼ା ଘରେ କିଛି ଦିନ ହେବ ଛାଡ଼ି ଚାଲିଯାଇଥିଲେ ।ଏହାପରେ ପ୍ରେମିକା ନିରୁପାୟ ହୋଇ ପ୍ରେମିକଙ୍କ ଦେଓଗାଁ ଥାନା ସିରବହଲ ଘର ସମ୍ମୁଖରେ ଦୀର୍ଘ ସମୟ ଧରି ଧାରଣରେ ବସିଥିବା ଅଞ୍ଚଳରେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026

You Might Also Like