-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ସଙ୍କୀର୍ତ୍ତନ ସାରି ଘରକୁ ଫେରୁଥିଲେ, ଧକ୍କା ଦେଲା ବାଇକ : ୨ ମୃତ, ୩ ଗୁରୁତର

19-Mar-2021



ନୟାଗଡ,(ପ୍ରଦୀପ କୁମାର ପଣ୍ଡା) ନୟାଗଡ ଜିଲ୍ଲା ଶରଣକୂଳ ଥାନା ଜଗନ୍ନାଥପୁରରେ ଗୁରୁବାର ରାତି ପ୍ରାୟ ସାଢେ ଦଶଟା ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଦୁଇଜଣ ପ୍ରାଣ ହରାଇଥିବା ବେଳେ  ତିନି ଜଣ ଗୁରୁତର ଅଛନ୍ତି । ଗୁରୁତର ଦୁଇଜଣଙ୍କୁ ଭୁବନେଶ୍ୱରର ସ୍ଥାନାନ୍ତର କରାଯାଇଛି । ଅନ୍ୟଜଣେ ଶରଣକୂଳ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । 

ମୃତକ ଦୁଇଜଣ ହେଲେ ଜଗନ୍ନାଥପୁରର କୃଷ୍ଣ ଚନ୍ଦ୍ର ନାୟକ ଏବଂ ନୟାଗଡ ଟାଉନ ଥାନା ପଥରକଟା ଗାଁର ଶ୍ୟାମସୁନ୍ଦର ସେଠୀ । ଶ୍ୟାମସୁନ୍ଦର ଏବଂ ତାଙ୍କର ଜଣେ ସାଙ୍ଗ ଦୀପକ ସାହୁ ସନ୍ଧ୍ୟାରେ ଗଁର ଜଣଙ୍କ ଠାରୁ ବାଇକ୍ ନେଇ କୌଣସି କାମରେ ଶରଣକୂଳ ଯାଇଥିଲେ । ସେପଟେ ଜଗନ୍ନାଥପୁରର କୃଷ୍ଣ, ମନମୋହନ ନାୟକ ଏବଂ ଅନ୍ୟ ଜଣେ ବ୍ୟକ୍ତି ନିକଟସ୍ଥ ଆଙ୍ଗିସିଙ୍ଗି ଗଁରୁ ସଙ୍କୀର୍ତ୍ତନ ସାରି ବାଇକରେ ଘରକୁ ଫେରୁଥିଲେ ।ସେମାନେ ଘର ନିକଟରେ ପହଞ୍ଚି ସାରିଥିବାବେଳେ ଶ୍ୟାମସୁନ୍ଦର ବାଇକରେ ଦୃତ ଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲେ । ଫଳରେ ଦୁର୍ଘଟଣା ଘଟିଥିଲା ।  

ଖବରପାଇ ଶରଣକୂଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତାହତଙ୍କୁ ମେଡିକାଲ ପଠାଇଥିଲେ ।ନୟାଗଡ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ଶ୍ୟାମସୁନ୍ଦରଙ୍କର ମୃତ୍ୟୁ ହୋଇଥିବାବେଳେ ଶରଣକୂଳ ମେଡିକାଲରେ କୃଷ୍ଣଙ୍କ ମୃତ୍ୟୁ ହୋଇଥିଲା । ଦୀପକ ଏବଂ ମନମୋହନଙ୍କୁ ଗୁରୁତର ଅବସ୍ଥାରେ  ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଘଟଣାପରେ ନୟାଗଡ ମେଡିକାଲରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like