-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

କଳାହାଣ୍ଡିର ଜଣାଶୁଣା ଯୁବ ସମ୍ବାଦିକ ଜଗଦିଶ ନାଏକଙ୍କ ପରଲୋକ

19-Mar-2021



କଳାହାଣ୍ଡି, କୋକସରା(ତ୍ରିନାଥ ବେଶ୍ରା): କଳାହାଣ୍ଡି ଜିଲ୍ଲା ତଥା କର୍ଲାମୁଣ୍ଡା ବ୍ଲକର  ଜଣାଶୁଣା  ଯୁବ ସାମ୍ବାଦିକ ଜଗଦିଶ ନାଏକଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ କିଛି ମାସ ହେବ ଶାରିରୀକ ଅସୁସ୍ଥତା ସତ୍ତ୍ୱେ ଚଳଚଞ୍ଚଳ ଥିଲେ । କିନ୍ତୁ ବୁଧବାର ଦିନ ସକାଳେ ହଠାତ ଦେହ ଅସୁସ୍ଥ ହେବା କାରଣରୁ ତାଙ୍କୁ କର୍ଲାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ ପରିବାର ଲୋକେ । ପରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଶ୍ରୀ ନାଏକଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବାମାତ୍ରେ ଅଞ୍ଚଳର ବହୁ ମାନ୍ୟଗଣ୍ୟ ଲୋକ  ଉପସ୍ଥିତ ଉପସ୍ଥିତ ଥିଲେ । ତେବେ ଜଗଦିଶ ନାଏକ ଙ୍କ ନିଜ ଜନ୍ମିତ ଗାଁ ବିନ୍ଧାଣୀ ତେଲନଦୀ ପଠାରେ ତାଙ୍କୁ ଶବ ସତ୍କାର କରାଯାଇ ଥିଲା। ବାପା ଦେବେନ୍ଦ୍ର ନାଏକ ମୁଖାଗ୍ନୀ ଦେଇଥିଲେ । ସ୍ୱଗତଃ ଜଗଦିଶ କର୍ଲାମୁଣ୍ଡା ପ୍ରେସକ୍ଲବ୍ ର ଉପ-ସଭାପତି, ଆମ ହାଲ୍ ଚାଲ୍ ପତ୍ରିକାର ସହ ସଂପାଦକ ଥିବା ବେଳେ ପ୍ରିଣ୍ଟ ଓ ଇଲେକଟ୍ରୋନିକ୍ ମିଡିଆରେ ପ୍ରତିନିଧି ଭାବେ କାର୍ଯ୍ୟରତ ଥିଲେ । ତାଙ୍କର ବାପାମା ଙ୍କ ସହ ଚାରି ଭାଇ ଭଉଣୀ ଅଛନ୍ତି ।ତାଙ୍କ ବିୟୋଗରେ ନର୍ଲା ନିର୍ବାଚନ ମଣ୍ଡଳୀ ୱେବ ମେଡିଆ ସଂଘ ଉପ-ସଭାପତି ବୁଦ୍ଧେଶ୍ବର ଚୌଧୁରୀ, ଯୁବ ସାମ୍ବାଦିକ ସୁରେଶ ଚନ୍ଦ୍ର ସାହୁ, ସୁରଥ ହେର୍ଣ୍ଣା, ଭିଷ୍ମ ସାହୁ,ବାଲ୍ କୁମାର ସାହୁ ଓ କଳାହାଣ୍ଡି ୱେବ୍ ମେଡିଆ ସଂଘ ଏବଂ କର୍ଲାମୁଣ୍ଡା ପ୍ରେସ୍ କ୍ଲବ୍, ମ.ରାମପୁର୍ ପ୍ରେସ୍ କ୍ଲବ୍,  ଓଡିଶା ସାମ୍ବାଦିକ ସଂଘ ରାଜ୍ୟ ସାଧାରଣ ସଂପାଦକ ଶଶିଭୂଷଣ ପ୍ରହରାଜ, କଳାହାଣ୍ଡି ଶାଖା ସଭାପତି ନିରୋଜ ପଟ୍ଟନାୟକ ସମେତ ବହୁ ବିଶିଷ୍ଠ ବ୍ୟକ୍ତି ଶୋକପ୍ରକାଶ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ପ୍ରଶାସନ ପକ୍ଷରୁ ମୃତକ ସାମ୍ବାଦିକଙ୍କ ପରିବାରକୁ ସହାୟତା ଯୋଗାଇ ଦେବାକୁ ଦାବୀ ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like