-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ରାଜ୍ୟ

ମହିଳା ସରପଞ୍ଚଙ୍କ ଚୌକି ଗଲା : ଓଡିଆ ଲେଖିପଢି ଜାଣିନାହାନ୍ତି, ଦେଇଥିଲେ ଜାଲ୍ ଓବିସି ସାର୍ଟିଫିକେଟ୍

19-Mar-2021



ଖଲ୍ଲିକୋଟ(ପ୍ରେରଣା ଖବର ବ୍ୟୁରୋ) : ଓଡିଆ ଲେଖି ଜାଣିନାହାନ୍ତି । ଓଡିଆ ପଢି ଜାଣିନାହାନ୍ତି । ଜାଲ୍ ଓବିସି ସାର୍ଟିଫିକେଟ୍‌ ଦେଇ ଲଢିଥିଲେ ସରପଞ୍ଚ ନିର୍ବାଚନ । ଜିତିଥିଲେ ମଧ୍ୟ, କିନ୍ତୁ ଏବେ ହରାଇବାକୁ ପଡିଛି ପଦ ।  ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ସରପଞ୍ଚ ଏମ. ଲଷ୍ମୀଙ୍କୁ ସରପଞ୍ଚ ପଦ ପାଇଁ ଅସିଦ୍ଧ ଘୋଷଣା କରିଛନ୍ତି ଛତ୍ରପୁର ସିଭିଲ ଜଜ୍ ଜୁନିଅର ଡିଭିଜନ ବିଚାରପତି ସନ୍ତୋଷ କୁମାର ପାଣିଗ୍ରାହୀ ।

ସୂଚନା ଅନୁସାରେ, ସରପଞ୍ଚ ଏମ ଲକ୍ଷ୍ମୀ ଆଦୌ ପାଠ ପଢିନାହାନ୍ତି । ଓଡ଼ିଆ ଲେଖି ପଢି ଜାଣିନଥିବା ସହ ୨୦୧୭ ପଂଚାୟତ ନିର୍ବାଚନରେ ସମୟରେ ଏମ ଲକ୍ଷ୍ମୀ ଯେଉଁ ଓବିସି ସାଟିଫିକେଟ ଦାଖଲ କରିଥିଲେ ତାହା ମଧ୍ୟ ଜାଲ ଥିବା ଜଣାପଡିଛି । ଛତ୍ରପୁର ସିଭିଲ ଜଜ୍ ଜୁନିଅର ଡିଭିଜନ ବିଚାରପତି ସନ୍ତୋଷ କୁମାର ପାଣିଗ୍ରାହୀ ଶୁଣାଣି କରି ଏହି ରାୟ ପ୍ରକାଶ କରିଛନ୍ତି ।

୨୦୧୭ ପଂଚାୟତ ଇଲେକ୍ସନ ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ସରପଞ୍ଚ ଏମ. ଲଷ୍ମୀ ବିଜୟୀ ହୋଇଥିଲେ । କିନ୍ତୁ ତାଙ୍କ ବିରୋଧରେ ନିକଟତମ ପ୍ରତିଦ୍ବନ୍ଦୀ ପି. ଦମୟନ୍ତି ଛତ୍ରପୁର ସିଭିଲ କୋର୍ଟ ରେ ଏକ ପିଟିସନ ଦାଖଲ କରିଥିଲେ । ସେ ଓଡ଼ିଆ ଲେଖା ପଢା ଜାଣି ନାହାନ୍ତି ଏବଂ ଦାଖଲ କରିଥିବା ଓବିସି ସାର୍ଟିଫିକେଟ ଜାଲ୍ ବୋଲି ଓକିଲଙ୍କ ଜରିଆରେ ପିଟିସନ ଦାଖଲ କରିଥିଲେ । ତେବେ ଆଜି  ବିଚାରପତି ଏମ. ଲକ୍ଷ୍ମୀଙ୍କ ସରପଞ୍ଚ ପଦ ଅସିଦ୍ଧ ଘୋଷଣା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like