-+91-9937148622 |
prerana_bgr@rediffmail.com |
Wednesday 6th May 2026 |
R.N.I. Regd No. ODIODI/2010/46693
Breaking News
19-Mar-2021
ବଲାଙ୍ଗିର (ପ୍ରେରଣା ଖବର) : ଗତକାଲି ବଲାଙ୍ଗିର ଜିଲ୍ଲାରେ କରୋନା ସଂକ୍ରମଣ ର ହାର ନିଲ୍ ଥିବାବେଳେ ଆଜି ମଧ୍ୟ ଜିଲ୍ଲାରେ ଜଣେ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇନାହାନ୍ତି l
ଆଜି ପର୍ଯ୍ୟନ୍ତ ଜିଲ୍ଲାରେ ମୋଟ୍ 8869 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ 12 ଟି ଆକ୍ଟିଭ କେଶ୍ ରହିଛି l ଆଜି ପର୍ଯ୍ୟନ୍ତ ବଲାଙ୍ଗିର ଜିଲାରେ 8815 ଜଣ ବ୍ୟକ୍ତି କରୋନା ରୁ ସୁସ୍ଥ ହୋଇଥିବା ଜିଲ୍ଳା ସୂଚନା ଓ ଲୋକସମ୍ପର୍କ ବିଭାଗ ସୂତ୍ରରୁ ପ୍ରକାଶ l