-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||     

HOME   ଜିଲ୍ଲା

ବାଲିଗୁଡା:ସିଆରପିଏଫ କ୍ୟାମ୍ପରେ ୮୨ତମ ବାର୍ଷିକ ଉତ୍ସବ ପାଳିତ :ଦେଶରେ ଶାନ୍ତି ଓ ଅଖଣ୍ଡତା ବଜାୟ ରଖିବାକୁ କମାଡେଣ୍ଟଙ୍କ ଆହ୍ୱାନ

19-Mar-2021



 ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ) ର ୮୨ତମ ବାର୍ଷିକ ଉତ୍ସବ କ୍ୟାମ୍ପ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି l  କନ୍ଧମାଳ ଜିଲ୍ଲା ବାଲିଗୁଡା  ରେ ଥିବା  ୧୨୭ ବାଟାଲିୟନର କମାଡେଣ୍ଟ ଆନନ୍ଦ ଝା ଏବଂ ସେକେଣ୍ଡ କମାଡେଣ୍ଟ ସୁଖବୀର ସିଂ ଓ ଆସିଷ୍ଟାଣ୍ଟ କମାଡେଣ୍ଟ ସୋମଜୀତ ଭକତ ପ୍ରମୁଖଙ୍କ ଉପସ୍ଥିତରେ ଏକ ସଭାର ଆୟୋଜନ ହୋଇଥିଲା l ଏଥିରେ କମାଡେଣ୍ଟ ଶ୍ରୀ ଝା ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ଜଳନ କରି ଉଦଘାଟନ କରିଥିଲେ l ପ୍ରଥମେ ସିଆରପିଏଫର ଶହୀଦ ହୋଇଥିବା ଜବାନ ମାନଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା ପରେ ଶ୍ରଦ୍ଧାଞ୍ଜଳି ସହ ସଲାମୀ ନେଇଥିଲେ l ଏହି ଅବସରରେ ଆୟୋଜିତ ସଭାରେ କମାଡେଣ୍ଟ ଗଣ ଉପସ୍ଥିତ ରହି ଶହୀଦ ଜବାନ ମାନଙ୍କୁ ସମ୍ଭୋଧିତ କରି ଦେଶରେ ଶାନ୍ତି ଓ ଏକତା ବଜାୟ ରଖିବା ସହ ସିଆରପିଏଫର ୮୨ ବର୍ଷ ମଧ୍ୟରେ ଥିବା ଇତିହାସକୁ ସଂକ୍ଷେପରେ ବର୍ଣ୍ଣନା କରି ସଦା ସର୍ବଦା ଭାରତ ବର୍ଷର ଅଖଣ୍ଡତାକୁ ବଜାୟ ରଖିବା ପାଇଁ ଉପସ୍ଥିତ ଜବାନ ମାନଙ୍କୁ ଆହ୍ୱାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
  ଜିଲ୍ଲା  
ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   05-May-2026

You Might Also Like