-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଜବରଦଖଲ ଉଚ୍ଛେଦ ଓ ବିସ୍ଥାପିତଙ୍କ ଥଇଥାନ ପ୍ରସଙ୍ଗରେ ପୌରସଂସ୍ଥାର ନିର୍ବାହୀ ଅଧିକାରୀଙ୍କ ସହ ଆଲୋଚନା କଲେ ବିଜେଡି ଯୁବ ନେତା ଅର୍କେଶ

19-Mar-2021



ବଲାଙ୍ଗିର(ପ୍ରେରଣା ଖବର): ଜବରଦଖଲ ଉଚ୍ଛେଦକୁ ନେଇ ପୌରସଂସ୍ଥାର ନିର୍ବାହୀ ଅଧିକାରୀ ଶ୍ବିପିନ ଦିପଙ୍କୁ ତାଙ୍କ ଅଫିସରେ ସାକ୍ଷାତ କରି ଆଲୋଚନା କରି ବିସ୍ଥାପିତଙ୍କ ଉଚିତ ଥଇଥାନ କରାଯାଉ ଏବଂ ଆଗାମୀ ଦିନରେ ଉଛେଦ ହେବା ଅଞ୍ଚଳର ବାସିନ୍ଦାଙ୍କୁ ପ୍ରଥମେ ଥଇଥାନ କରାଯାଉ ବୋଲି ବିସ୍ତୃତ ଆଲୋଚନା କରିଛନ୍ତି ବଲାଙ୍ଗିର ଯୁବନେତା ତଥା ୨୦୧୯ ବିଜେଡିର ବିଧାୟକ ପ୍ରାର୍ଥୀ ଅର୍କେଶ ନାରାୟଣ ସିଂହଦେଓ 

ବଲାଙ୍ଗିର ସହରରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ପାଇଁ ଜବର ଦଖଲ ଉଚ୍ଛେଦ କରାଯାଇଛି । ଯାହାକି ବଲାଙ୍ଗିରର ବହୁ ଗରିବ ଶ୍ରେଣୀର ଲୋକମାନଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରିବା ସହିତ ଧନସମ୍ପଦ ର ମଧ୍ଯ କ୍ଷତି ହୋଇଛି  କାରଣ ଉଛେଦ ହୋଇଥିବା ବା ହେବାକୁଥିବା ଅଞ୍ଚଳ ରେ ଦିର୍ଘ ୪୦ ୫୦ ବର୍ଷ ଧରି ଲୋକେ ବସବାସ କରୁଥିଲେ ତେଣୁ ଏତେବର୍ଷର ବାସଗୃହ କୁ ଉଛେଦ କରିବା ହେତୁ ଲୋକଙ୍କ ଜୀବନ ଧାରାରେ ଅହେତୁକ କ୍ଷତି ହୋଇଛି । ଏହି ପରିପ୍ରେକ୍ଷିରେ ଅର୍କେଶ ଶ୍ରୀ ଦିପ ଙ୍କୁ ରାଜ୍ଯ ସରକାରଙ୍କ " ଜାଗା ମିଶନ " ଯୋଜନାରେ ଅନ୍ତର୍ଭୁକ୍ତ ବିସ୍ଥାପିତ ମାନଙ୍କୁ ଖୁବଶୀଘ୍ର ଜମି ପଟ୍ଟା ପ୍ରଦାନ କରାଯାଇ ତାଙ୍କୁ ସ୍ଥାୟୀ ବାସିନ୍ଦା ର ଦରଜା ଦିଆଯାଉ ।  ବଲାଙ୍ଗିର ସହରରେ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିବା ସମସ୍ତ ହିତାଧିକାରୀମାନଙ୍କ ତାଲିକା ପ୍ରସ୍ତୁତ କରି ସେମାନଙ୍କୁ ଉଛେଦ ଆଗରୁ ସମୟ ଦେଇ ପଟ୍ଟା ବଣ୍ଟନ କରାଇବା ବ୍ଯବସ୍ଥା କରାନ୍ତୁ ଆମେ ସହଯୋଗ କରିବା ପାଇଁ ପ୍ରସ୍ତୁତ ଅଛୁ ବୋଲି କହିଥିଲେ । ଆହୁରି କହିଥିଲେ ଯେ ବଲାଙ୍ଗିର ର ବିକାଶ ରାଜ୍ଯ ସରକାରଙ୍କ ଦ୍ଵାରା ହିଁ ହେଉଛି ବଲାଙ୍ଗିର ର ବିକାଶ ର କଥା ଯେତେବେଳ ଉଠିଛି ଆମେ ସବୁବେଳେ ସହଯୋଗ କରିଆସିଛୁ କିନ୍ତୁ ବିକାଶ କାର୍ଯ୍ୟରେ ବଲାଙ୍ଗିର ଜନସାଧାରଣ ଙ୍କ ଧନଜୀବନ ଯେଭଳି ନଷ୍ଟ ନହୁଏ ଓ ସାଧାରଣ ଜନତା ଯେପରି ଉଚିତ ଥଇଥାନ ହୋଇ ହଇରାଣ ନହେବେ ସେଥିପ୍ରତି ଧ୍ୟାନ ଦେବେବୋଲି ଯୁକ୍ତିବାଢିଥିଲେ ଯୁବନେତା ଅର୍କେଶ  । ଏହି ଆଲୋଚନା ରେ ପୌର ନିର୍ବାହୀ ଯନ୍ତ୍ରୀ କହିଛନ୍ତି ଯେ ସେ ବଲାଙ୍ଗିର ଜିଲ୍ଲାପାଳଙ୍କ ସହିତ ଆଲୋଚନା କରି ବଲାଙ୍ଗିର ସହର ରେ " ଜାଗା ମିଶନ " ଯୋଜନାରେ ବା ଉସା ସର୍ଭେ ରେ ଅନ୍ତର୍ଭୁକ୍ତ ଥିବା ହିତାଧିକାରୀ ମାନଙ୍କୁ ସରକାରଙ୍କ ନିୟମ ଅନୁଯାୟୀ ଜମି ପଟ୍ଟା ପ୍ରଦାନ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ  । ଆଜିର ଏହି ଆଲୋଚନାରେ ବଲାଙ୍ଗିର ବିଜେଡିର ପୁର୍ବତନ କାଉନସିଲର ମୁନ୍ନା ଖାନ, ସମ୍ଭୁ ନାଗ , ଅଶ୍ବିନୀ ପଟେଲ, ରାମ ନାଏକ ଓଙ୍କାର ନାୟକ , ଧୃବ ଜୁଏଡ କୈଳାଶ ମହାନ୍ତି , ଶିବ ପ୍ରସାଦ ବେହେରା , ନରସିଂହ ବାଗ, ବିନୁ ସତପଥି , ସତ୍ଯ ନାଏକ , ବିଭୁତି ଭୁଷଣ ମିଶ୍ରଙ୍କ ସମେତ ଅନେକ କର୍ମକର୍ତ୍ତା ଉପସ୍ଥିତ ଥିଲେ  । 


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like