-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ଜିଲ୍ଲା

ବିଲେଇସର୍ଡା ହାଇସ୍କୁଲରେ ଯୋଗ ଶିବିର ଅନୁଷ୍ଠିତ

19-Mar-2021



 ବଲାଙ୍ଗିର(ସନ୍ତୋଷ କୁମାର ଠାକୁର)ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଜୁନିଅର ରେଡକ୍ରସ ୟୁନିଟ୍ ତରଫରୁ ଦଶମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ନେଇ ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି ।  ଜୁନିଅର ରେଡକ୍ରସ ପରାମର୍ଶଦାତା ରଞ୍ଜିତ ମିଶ୍ରଙ୍କ ଦ୍ୱାରା ପରିଚାଳିତ ଏହି ଶିବିରରେ ଯୋଗ ଗୁରୁ ନରେଶ ପଧାନ ଏବଂ ତାଙ୍କ ସହ ଯୋଗୀ ମାଧବ ସ୍ୱାଇଁ ଓ ହିମାଂଶୁ ଶେଖର ପଧାନ ଯୋଗ ଦେଇ  ମାନସିକ ପ୍ରଫୁଲ୍ଲତା ଓ ଶାରୀରିକ ନୀରୋଗତା ପାଇଁ ଯୋଗ ଅତ୍ୟାବଶ୍ୟକ ଏବଂ ନିଜ ସ୍ୱାସ୍ଥ୍ୟ ପ୍ରତି ଅବହେଳା ପ୍ରଦର୍ଶନ କଲେ ଅସୀମ ଦୁଃଖ ଯନ୍ତ୍ରଣା ଭୋଗିବାକୁ ହୁଏ ବୋଲି ମତବ୍ୟକ୍ତ କରିଥିଲେ । ଏହି ଶିବିରରେ ଯୋଗ ପ୍ରାଣାୟମ ସହ ଏକତା, ବିଚାରଶୀଳତା, ନିସ୍ୱାର୍ଥପରତା, ଆତ୍ମନିର୍ଭରଶୀଳତା, ଉଦ୍ୟମଶୀଳତା ପ୍ରଭୃତି ବିଷୟରେ ଶିକ୍ଷା ଦିଆଯାଇଥିଲା ।

ପୁଇଁତଳା ବିଇଓ ନେପାଳ ଚନ୍ଦ୍ର ବାଗ ସ୍ୱାସ୍ଥ୍ୟର ଉପଯୁକ୍ତ ଯତ୍ନ ନେବା ପ୍ରତ୍ୟେକ ଛାତ୍ର ଛାତ୍ରୀର ପରମ କର୍ତ୍ତବ୍ୟ ବୋଲି କହିବା ସହ ଶାରୀରିକ ସୁସ୍ଥତାର ସମନ୍ୱୟ ହିଁ ସ୍ୱାସ୍ଥ୍ୟ ବୋଲି କହିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସୁଧାଂଶୁ ଶେଖର ପଧାନ ସ୍ୱାଗତ ଭାଷଣ ଦେଇଥିବା ବେଳେ କ୍ରୀଡା ଶିକ୍ଷୟିତ୍ରୀ ନିରୋତ୍ତମା ବିଶ୍ୱାଳ ଧନ୍ୟବାଦ ଦେଇଥିଲେ ।  ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ପୁରୋହିତ ଙ୍କ ସମେତ ଶିକ୍ଷକ ପ୍ରମୋଦ ବିଶ୍ୱାଳ, ସୁଦାମ କୁମ୍ଭାର, ତପନ ବୁଡେକ, ଜଗନ୍ନାଥ ଯୋଷୀ, ଅମୁଲ୍ୟ ଦୋରା, , ଶିକ୍ଷୟିତ୍ରୀ ସୁଷମା ମେହେର, ସୁବାଷିନୀ ସେଠି, ରଶ୍ମିତା ନନ୍ଦ, ରଶ୍ମିତା ବିଶ୍ୱାଲ ପ୍ରମୁଖ ଉପସ୍ଥିତ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like