-+91-9937148622 |
prerana_bgr@rediffmail.com |
Wednesday 6th May 2026 |
R.N.I. Regd No. ODIODI/2010/46693
Breaking News
20-Mar-2021
ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) : ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ୱରରେ ପହଞ୍ଚିବେ । ଅପରାହ୍ନ ୬ଟା ବେଳେ ରାଷ୍ଟ୍ରପତିଙ୍କ ବିମାନ ବିଜୁ ପଟ୍ଟନାୟକ ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରରେ ଅବତରଣ କରିବ । ସେଠାରୁ ରାଷ୍ଟ୍ରପତି ରାଜଭବନ ଯିବେ । ସେଠାରେ ରାତ୍ରୀଯାପନ ପରେ ପରଦିନ ତାଙ୍କର ରାଉରକେଲା ଯିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସକାଳ ୯ଟାବେଳେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ରାଜଭବନ କାରକେଡ ରିହରସାଲ କରାଯିବ ବୋଲି କମିଶନରେଟ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି ।*