-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ମହାତ୍ମା ଗାନ୍ଧିଙ୍କ ଓଡ଼ିଶା ଆଗମନର ୧ଠଠ ବର୍ଷ ପୂର୍ତ୍ତି ଅବସରରେ ବଲାଙ୍ଗୀରରେ ପ୍ରଦର୍ଶିତ ହେବ ଗବେଷଣାଧର୍ମୀ ନାଟକ ‘ଗାନ୍ଧିଙ୍କ ଓଡ଼ିଶା’ 

20-Mar-2021



ବଲାଙ୍ଗୀର(ପ୍ରେରଣା ଖବର)- ମହାତ୍ମା ଗାନ୍ଧୀ ଓଡ଼ିଶାକୁ ୭ ଥର ଆସିଥିଲେ । କଲିକତାରୁ ମାଡ୍ରାସ ଯିବା ବାଟରେ ସେ ଓଡ଼ିଶାରେ କିଛି ଦିନର ରହଣୀ ମଧ୍ୟରେ ବିଭିନ୍ନ ଜିଲ୍ଲାକୁ ଗସ୍ତ କରିଥିଲେ । ତେବେ ଗାନ୍ଧିଙ୍କ ଓଡ଼ିଶା ଆଗମର ୧ଠଠ ବର୍ଷ ପୁର୍ତ୍ତୀ  ସ୍ମୃତିରେ ବଲାଙ୍ଗୀରରେ ପ୍ରଦର୍ଶିତ ହେବ ନାଟକ 'ଗାନ୍ଧିଙ୍କ ଓଡ଼ିଶା' । ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ପରିବେଷିତ ଏହି ନାଟକ ଆସନ୍ତା ୨୩ ତାରିଖ ସଂଧ୍ୟାରେ ସ୍ଥାନୀୟ ଆଇନ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ । ଏହି ଅବସରରେ ଆଜି କଳା ଧାମ ଆର୍ଟ ଇନ୍‌ଷ୍ଟିଚ୍ୟୁଟ ଠାରେ ଏକ ପ୍ରେସ ମିଟ୍ ର ଆୟୋଜନ କରାଯାଇଥିଲା । ଏଥିରେ ନାଟକର ନିର୍ଦ୍ଦେଶକ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, କଳା ଓ ସଙ୍ଗୀତ ନିର୍ଦ୍ଦେଶକ ଦିଲୀପ କୁମାର ସିଂଦେଓ ଓ ଅଭିନେତା ମଧୁସୂଦନ ନାୟକ ପ୍ରମୁଖ ମଂଚାସୀନ ରହି ନାଟକର ପ୍ରସ୍ତୁତି, ନାଟକ ର କଥାବସ୍ତୁ ଓ ନାଟକରେ ଅଭିନୟ କରୁଥିବା କଳାକାର ମାନଙ୍କ ବିଷୟରେ ସୂଚନା ଦେଇଥିଲେ । ଗାନ୍ଧୀଙ୍କ ଓଡ଼ିଶା ଆଗମନର ସ୍ମୃତିକୁ ସମସ୍ତେ ବହୁଳ ଭାବରେ ପ୍ରଚାର ପ୍ରସାର କରିବା ପାଇଁ ଆୟୋଜକଙ୍କ ପକ୍ଷରୁ ନିବେଦନ କରାଯାଇଛି । ସୂଚନାଯୋଗ୍ୟ ଯେ, ଚିତ୍ରକଳା ଅନୁଷ୍ଠାନ କଳାଧାମ ଆନୁକୂଲ୍ୟରେ ପରିବେଷିତ ଏହି ଏହି ନାଟକର ଅବଧି ୧ଘଣ୍ଟା ୪ଠ ମିନିଟ ହୋଇଥିବା ବେଳେ ଏଥିରେ ବିଭିନ୍ନ ଭୂମିକାରେ ବିଶ୍ୱଜିତ, ଅଶୋକ କୁମାର, ନେପାଳ ଚନ୍ଦ୍ର ବାଗ, ଅର୍ଜୁନ, ଜଗଦାନନ୍ଦ, ମଧୁସୂଦନ, କିଶୋର, ଅର୍ଘ୍ୟାର୍ପଣ, ରତ୍ନମୟ, ଭକ୍ତ, ଦିଲୀପ. ସୂରଜ, ଅଜୟ ଅମର, କୁମୁଦିନୀ, ସବିତାମ ସୁଶ୍ରିତା ଓ ଅନ୍ୟମାନେ ଅଭିନୟ କରି ଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା  ଦିଆଯାଇଛି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like