-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରିୟ ବାଲ୍ ସ୍ଵାସ୍ଥ୍ୟ କାର୍ଯ୍ୟକ୍ରମ ର ଏକାଭିମୁଖତା ବୈଠକ

20-Mar-2021



କୋଦଳା(ଉମା ମହାରଣା) : ସୂଚନାଯୋଗ୍ଯ ଯେ ତା ୧୯ ମାର୍ଚ୍ଚ ୨୦୨୧ ରିଖ ଦିନ  ଗଞ୍ଜାମ ଜିଲ୍ଲାର ରାଷ୍ଟ୍ରିୟ ବାଲ୍ ସ୍ଵାସ୍ଥ୍ୟ କାର୍ଯ୍ୟକ୍ରମ ର ଏକାଭିମୁଖତା ବୈଠକ ବ୍ରହ୍ମପୁର ସ୍ଥିତ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି।  ଜିଲ୍ଲା ମୁଖ୍ଯ ଚିକିତ୍ସା ଏବଂ ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ଉମାଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ବୈଠକ ରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଜଗଦୀଶ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ(ସ୍ଵାସ୍ଥ୍ୟ ଓ ପରିବାର କଲ୍ଯାଣ ବିଭାଗ) ଡାକ୍ତର ଭି ସରୋଜିନୀ ଦେବୀ, ଡି ଇ ଆଇ ସି ର ଶିଶୁ ରୋଗ  ବିଶେଷଜ୍ଞ ଡାକ୍ତର ଏସ ଏନ୍ ମୂର୍ତ୍ତି, ଜିଲ୍ଲା ପ୍ରକଳ୍ପ ପରିଚାଳକ  ଶ୍ୟାମସୁନ୍ଦର ତ୍ରିପାଠୀ,  ରାଷ୍ଟ୍ରିୟ ବାଲ୍ ସ୍ଵାସ୍ଥ୍ୟ କାର୍ଯ୍ୟକ୍ରମ ର ସହ ପରିଚାଳକ  ସନ୍ଦୀପ ତ୍ରିପାଠୀ,  ଗଞ୍ଜାମ ଜିଲ୍ଲା ର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ,ସମସ୍ତ ଆୟୁଷ ଡାକ୍ତର,ସମସ୍ତ ବିପିଏମ୍, ଫାର୍ମାସିଷ୍ଟ, ଏ ଏନ୍ ଏମ୍, ସମସ୍ତ ବ୍ଲକ ର ବି.ଇ.ଓ ଏବଂ ସି.ଡି.ପି.ଓ ଯୋଗ ଦେଇ ରାଷ୍ଟ୍ରିୟ ବାଲ୍ ସ୍ଵାସ୍ଥ୍ୟ କାର୍ଯ୍ୟକ୍ରମ ର ବିଭିନ୍ନ କାର୍ଯ୍ୟପନ୍ଥା ଉପରେ ଆଲୋକପାତ କରିଥିଲେ। ଶେଷରେ ଗଞ୍ଜାମ ବ୍ଲକ ର ଖଣ୍ଡଦେଉଳୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିନ ରେ କାର୍ଯ୍ୟରତ ଆର୍ ବି ଏସ  କେ ଟିମକୁ  ଶ୍ରେଷ୍ଠ ସେବା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା। ସୂଚନାଯୋଗ୍ଯ ଯେ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡାକ୍ତର ସୌମ୍ୟକାନ୍ତ ମହାପାତ୍ର ଙ୍କ ଦୃଢ ଇଛାଶକ୍ତି ଓ କାର୍ଯ୍ୟ ଦକ୍ଷତା ପାଇଁ, ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର  ସ୍ବାସ୍ଥ୍ୟସେବାର ବିଭିନ୍ନ କାର୍ଯ୍ୟକ୍ରମରେ ଦିନ କୁ ଦିନ ଉତ୍ତମ ପ୍ରଦର୍ଶନ କରୁଛି ବୋଲି ଆୟୁଷ ଡାକ୍ତର ମନୋଜ କୁମାର ବେହରା ଓ ଡାକ୍ତର ରବୀନ୍ଦ୍ର ସେଠୀ ମତ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like