-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ରାଜନୀତି

ରେଳବାଇ ଜମିର ବ୍ୟବହାର, ଟ୍ରେନ ସଂପ୍ରସାରଣ ଓ ରହଣୀ ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ଦାବି ଜଣାଇଲେ ବଲାଙ୍ଗୀର ସାଂସଦ

20-Mar-2021



ବଲାଙ୍ଗୀର(ପ୍ରେରଣା ଖବର ବ୍ୟୁରୋ)- ଜିଲ୍ଲାର ବିଭିନ୍ନ ରେଳ ସମସ୍ୟା ଓ ପ୍ରକଳ୍ପ ନେଇ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ଦାବି କରିବା ସହ ରେଳ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ସାଂସଦ ପ୍ରଥମେ ବଲାଙ୍ଗୀର-ଖୋର୍ଦ୍ଧା ରେଳ ପ୍ରକଳ୍ପକୁ ୧ଠ୫ଠ କୋଟି ଟଙ୍କା ବଜେଟରେ ବ୍ୟୟବରାଦ କରାଯାଇଥିବାରୁ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ ।  ବଲାଙ୍ଗୀର ଜିଲ୍ଲାରେ ଖାଲି ପଡିଥିବା ରେଳବାଇର ୭୫ଠ ଏକର ଜମି ବ୍ୟବହାର ଉପରେ ସେ ଗୁରୁତ୍ୱ ଦେଇଛନ୍ତି । ଏଥିସହ ବଲାଙ୍ଗୀର-ନୂଆପଡା ଭାୟା ପାଟଣାଗଡ଼ ରେଳପଥ କାମକୁ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀମତୀ ସିଂଦେଓ ଦାବି କରିଛନ୍ତି । କରୋନା ପରଠୁ ବନ୍ଦ ହୋଇଯାଇଥିବା ହାୱାଡା-ଟିଟିଲାଗଡ଼ ଇସ୍ପାତ ଏକ୍ସପ୍ରେସ୍ ଓ ସମଲେଶ୍ୱରୀ ଏକ୍ସପ୍ରେସ୍ କୁ ତୁରନ୍ତ ଚାଲୁ କରିବା ପାଇଁ ସେ ଦାବି କରିଛନ୍ତି । ସେହିପରି ଇସ୍ପାତ ଏକ୍ସପ୍ରେସକୁ କଂଟାବାଂଜି ପର୍ଯ୍ୟନ୍ତ, ଜାମ୍ମୁ-ତାୱି ଏକ୍ସପ୍ରେସକୁ ସମ୍ବଲପୁରରୁ ଟିଟିଲାଗଡ଼ ପର୍ଯ୍ୟନ୍ତ, ସମ୍ବଲପୁର-ପୁରୀ ଇଣ୍ଟରସିଟିକୁ ବଲାଙ୍ଗୀର ପର୍ଯ୍ୟନ୍ତ, ଭୁବନେଶ୍ୱର-ବଲାଙ୍ଗୀର ଇଣ୍ଟରସିଟିକୁ ଟିଟିଲାଗଡ଼ ପର୍ଯ୍ୟନ୍ତ ସଂପ୍ରସାରଣ କରିବା ପାଇଁ ଦାବି କରିଛନ୍ତି । ଏଥିସହ ହୀରାକୁଦ ଏକ୍ସପ୍ରେସକୁ ତିନିଦିନ ବଦଳରେ ପ୍ରତିଦିନ ଚଳାଇବାକୁ ଦାବି କରିଛନ୍ତି । ପୁଣି ସମତା ଏକ୍ସପ୍ରେସକୁ ୫ ଦିନ ବଦଳରେ ୭ ଦିନ ଚଳାଚଳ କରିବାକୁ କେନ୍ଦ୍ର ରେଳମନ୍ତ୍ରୀଙ୍କ ଠାରେ ଦାବି କରିଛନ୍ତି । ସମଲେଶ୍ୱରୀ ଏକ୍ସପ୍ରେସ୍‌କୁ ଲୋଇସିଂହା ରେଲୱେ ଷ୍ଟେସନ ଠାରେ ଓ ଦୁର୍ଗ-ପୁରୀ ଏକ୍ସପ୍ରେସକୁ ଲୋଇସିଂହା ଓ ଦେଓଗାଁ ରେଲୱେ ଷ୍ଟେସନ ଠାରେ ରହଣୀ ପାଇଁ ସାଂସଦ ଶ୍ରୀମତୀ ସିଂଦେଓ ଦାବି କରିଛନ୍ତି । ରେଳ ବିଭାଗରେ ଖାଲି ପଡିଥିବା ଜମିରେ ମେନୁଫେକ୍‌ଚରିଂ ପାର୍କ କରା ଗଲେ ତାଙ୍କ ନିର୍ବାଚନମଣ୍ଡଳୀର ଦାଦନ ଶ୍ରମିକ ଚାଲାଣ ସମସ୍ୟା ଦୂର ହୋଇପାରିବ ବୋଲି ସାଂସଦ ଶ୍ରୀମତୀ ସିଂହଦେଓ ଯୁକ୍ତି ଉପସ୍ଥାପନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like