-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ରାଜ୍ୟ

ଖାଲି ପଡ଼ିଥିବା ସିଟ୍‌ ପୁରଣ ପାଇଁ ପୁଣି ଥିରେ ହେବ ପିଜି ନାମଲେଖା । ମାର୍ଚ୍ଚ ୧୯ ତଥା ଶୁକ୍ରବାର ସୁଦ୍ଧା ବିଶ୍ୱବିଦ୍ୟାଳୟ/କଲେଜର ଇ-ସ୍ପେସ୍‌ରେ ଏ ସମ୍ପର୍କିତ ତଥ୍ୟ ଉପଲବ୍ଧ ହେବ

20-Mar-2021



 ।ଭୁବନେଶ୍ୱର (ଶୁଭାଶିଷ ନାୟକ) : ୨୦୨୦-୨୧ ଶିକ୍ଷାବର୍ଷରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ପିଜି(ସ୍ନାତକୋତ୍ତର) ବିଭାଗରେ ଖାଲି ପଡ଼ିଥିବା ସିଟ୍ ପୂରଣ ଲାଗି ପୁଣିଥରେ ନାମଲେଖା ପ୍ରକ୍ରିୟା ଅନୁଷ୍ଠିତ ହେବ । ମେରିଟ୍ ତାଲିକା ଅନୁଯାୟୀ ସିପିଇଟି (କମନ୍ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ)-୨୦୨୦ରେ ଯୋଗ୍ୟତା ଅର୍ଜନ କରିଥିବା ଏବଂ କୌଣସି ଶିକ୍ଷାନୁଷ୍ଠାନରେ ନାମ ଲେଖାଇ ନଥିବା ଛାତ୍ରଛାତ୍ରୀଙ୍କୁ ପ୍ରାଥମିକତା ଦିଆଯିବ । ମାର୍ଚ୍ଚ ୧୯ ତଥା ଶୁକ୍ରବାର ସୁଦ୍ଧା ବିଶ୍ୱବିଦ୍ୟାଳୟ/କଲେଜର ଇ-ସ୍ପେସ୍‌ରେ ଏ ସମ୍ପର୍କିତ ତଥ୍ୟ ଉପଲବ୍ଧ ହେବ । ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ମେରିଟ୍ ଲିଷ୍ଟରେ ଥିବା ଛାତ୍ରଛାତ୍ରୀଙ୍କୁ ଯୋଗାଯୋଗ କରିବା ସହ ସେମାନଙ୍କ ନାମଲେଖା କରାଇବେ ।

 

ମେରିଟ୍ ତାଲିକାରେ ଥିବା ଛାତ୍ରଛାତ୍ରୀ ଯଦି ନାମ ଲେଖାଇବାକୁ ଇଚ୍ଛୁକ ନ ଥିବେ ତେବେ ସେଭଳି ସ୍ଥିତିରେ କଲେଜ/ବିଶ୍ୱବିଦ୍ୟାଳୟ କର୍ତୃପକ୍ଷ ଓଜେଇଇ ମେରିଟ୍ ଲିଷ୍ଟ, ଜାତୀୟସ୍ତରୀୟ ପ୍ରବେଶିକା ପରୀକ୍ଷା ତଥା ଜାତୀୟ ସଂସ୍ଥାଗୁଡ଼ିକ ଦ୍ୱାରା ପରିଚାଳିତ ସମତୁଲ ପରୀକ୍ଷାରେ ଯୋଗ୍ୟତା ଅର୍ଜନ କରିଥିବା ପ୍ରାର୍ଥୀଙ୍କ ନାମ ଲେଖାଇପାରିବେ । ଏହି ପ୍ରକାର ଛାତ୍ରଛାତ୍ରୀଙ୍କ ପାଇଁ ମାର୍ଚ୍ଚ ୨୪ରେ ସାମ୍‌ସ ଇ-ସ୍ପେସ୍‌ରେ ସାମିଲ ହେବା ଲାଗି ନୂଆ ଲିଙ୍କ୍ ପ୍ରଦାନ କରାଯିବ । ମାର୍ଚ୍ଚ ୩୧ ସୁଦ୍ଧା ନାମଲେଖା ପ୍ରକ୍ରିୟା ଶେଷ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ସମସ୍ତ ବିଶ୍ୱବିଦ୍ୟାଳୟ ପିଜି କାଉନସିଲ୍ ଅଧ୍ୟକ୍ଷ, ପରୀକ୍ଷା ନିୟନ୍ତ୍ରକ ଓ ଡିଗ୍ରି କଲେଜର ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like