-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||     

HOME   ଜିଲ୍ଲା

ବାଇକ ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା=କ୍ଷତିପୁରଣ ଦାବିରେ ରାସ୍ତାରୋକ

20-Mar-2021



ଉଲୁଣ୍ଡା଼ (ଗୌରଚନ୍ଦ୍ର ପରିଛା)- ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଲସ୍ତଲା ତୁରୀପଡା ଗାଁର ବାବୁଲା ନାଏକଙ୍କ ବାଇକ ଧକ୍କାରେ ଗତକାଲି ମୃତ୍ୟୂ ହୋଇଥିଲା । ଏହି ଘଟଣା ପରେ ଆଜି ପରିବାର ଲୋକେ କ୍ଷତିପୁରଣ ଦାବିରେ ସୋନପୁର- ସମ୍ବଲପୁର ମୁଖ୍ୟ ରାସ୍ତାର ପୋଢଟିକିରା ଛକରେ ଶବ ରଖି ରାସ୍ତା ରୋକ କରିଛନ୍ତି । ଘଟଣା ସ୍ଥଳରେ ପ୍ରଶାଶନ  ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କଲାପରେ ରାସ୍ତାରୋକ ପ୍ରତ୍ୟାହୁତ ହୋଇଥିଲା ।  ସୂଚନା ଅନୁସାରେ ଗତକାଲି ବାବୁଲା ଉଲୁଣ୍ଡା ପଟରୁ ରାତି ପ୍ରାୟ  ବିଲମ୍ବିତ ରାତ୍ରୀରେ ଚାଲି ଚାଲି ଘରକୁ ଫେରୁଥିଲେ । ଏହି ସମୟରେ ଉଦେପଦର ଗାଁର ଚରଣ ଭୋଇ ବାଇକରେ ଯାଉଥିବା ବେଳେ ଉଲୁଣ୍ଡା ପୋଲ ନିକଟରେ ଭାରସାମ୍ୟ ହରାଇ ତାଙ୍କୁ ଧକ୍କା ଦେଇଥିଲେ । ଘଟଣା ସ୍ଥଲରୁ ଉଭୟଙ୍କୁ ଏମ୍ବଲାନ୍ସ ଯୋଗେ  ସୋନପୁର ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଦାକ୍ତର ବାବୁଲାଙ୍କୁ ମୃତ ଘୋଷଣା କରିଥିବା ବେଲେ ଚରଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବୁର୍ଲା ସ୍ଥାନାନ୍ତର କରାଯାଇଛି । ଉଲୁଣ୍ଡା ପୁଲିସ ଶବ ଜବତକରି ଆଜି ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଥିଲା ।  ପରିବାର ଲୋକେ କ୍ଷତିପୁରଣ ଦାବିରେ ପୋଢଟିକିରା ଛକରେ ଅପରାହ୍ନ ୨ଟାରୁ ଶବ ରଖି ରାସ୍ତା ଅବରୋଧ କରିଥିଲେ । । ଖବର ପାଇ  ମାଜଷ୍ଧେଟ ଭାବରେ ଉଲୁଣ୍ଡା ତହସିଲଦାର ପୁର୍ଣ୍ଣଚନ୍ଦ୍ର ନାଏକ, ଡିଏସପି ମିହିର ପଣ୍ଡା, ଆଇଆଇସି ଚନ୍ଦ୍ର ମୋହନ ସିଂ  ପହଂଚି ଉତ୍ୟକ୍ତ ଲୋକଙ୍କ ସହିତ ଆଲୋଚନା କରିବା ପରେ ବିଫଳ ହୋଇଥିଲେ । ମାତ୍ର ଉତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ପରିବାର ଲୋକେ ମୃତ ପରିବାରକୁ କ୍ଷତିପୁରଣ ବାବଦକୁ ୨୦ ଲକ୍ଷ ଟଙ୍କା ଦେବା ପାଇଁ  ଦାବି କରିଥିଲେ । ପରେ ଦୁର୍ଘଟଣା ଘଟାଇଥିବା ପରିବାର ତରଫରୁ ୧୦ ହଜାର ଟଙ୍କା ସହାୟତା ଦେବା ସହ  ରେଡକ୍ରସରୁ ୧୦ ହଜାର, ହରିଶ୍ଚନ୍ଦ୍ର ଯୋଜନାରେ ୨ହଜାର ଏବଂ ସରକାରୀ ନିୟମ ଅନୁସାରେ ବାକି ସବୁ ସହାୟତା ପ୍ରଦାନ କରାଜିବ ବୋଲି ପ୍ରଶାସନିକ ଅଧିକାରୀ ମାନେ ପ୍ରତିଶୃତି ଦେବା ପରେ ସଂଧ୍ୟା ୭ ଟାରେ ରାସ୍ତାରୋକ ପ୍ରତ୍ୟାହୁତ ହୋଇଥିଲା । ପରେ ଯାନବାହାନ ଚଲାଚଲ ସ୍ୱଭାବିକ ହୋଇଥିଲା । ପ୍ରକାଶ ଥାଉକି ମୃତ ବାବୁଲାଙ୍କ ସ୍ତ୍ରୀ ଗର୍ଭବତୀ ଥିବା ବେଲେ ତାଙ୍କର ଗୋଟିଏ ୩ବର୍ଷର ôଝଅ ଅଛି । ତେବେ ଆନ୍ଦୋଳନ ସ୍ଥଳରେ ମୃତକଙ୍କ ôଝଅ ନ୍ୟାୟ ମାଗୁଥିବା ଘଟଣା ସମସ୍ତଙ୍କୁ ସ୍ତବ୍ଦ କରି ଦେଇଥିଲା । ଯଥାଶିଘ୍ର ପରିବାରକୁ କ୍ଷତିପୁରଣ ଦେବା ସହିତ ଥଇଥାନ କରିବାକୁ  ଦାବି ହେଉଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026

You Might Also Like