-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ନାଗରିକ କମିଟି ଓ ରେଳ ଉପଭୋକ୍ତା ସଂଘ ତରଫରୁ  ମାନ୍ୟବର ବଲାଙ୍ଗିର ସାଂସଦଙ୍କୁ ଧନ୍ୟବାଦ

21-Mar-2021



ବଲାଙ୍ଗିର, (ପ୍ରେରଣା ଖବର) : ଜିଲ୍ଳା ରେଳ ଉପଭୋକ୍ତ ସଂଘ ତଥା ଆଉ କିଛି ସାମାଜିକ ଅନୁଷ୍ଠାନ ପକ୍ଷରୁ ଅନୁଷ୍ଠିତ ବୈଠକ ମାଧ୍ୟମରେ ବଲାଙ୍ଗିର ସାଂସଦ ଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି l ବଲାଙ୍ଗିର ନାଗରିକ କମିଟିର ସଭାପତି ତଥା ସମ୍ବଲପୁର ରେଳ ଉପଭୋକ୍ତା ସଂଘର ସଭ୍ୟ ଏବଂ ବଲାଙ୍ଗିର ରେଳ ଉପଭୋକ୍ତା ସଂଘର ମୁଖ୍ୟ ଉପଦେଷ୍ଟା ତଥା ଡିଆରୟୁସିସି ସଭ୍ୟ ବିକ୍ରମାନନନ୍ଦ ବହିଦାର,  ରେଳ ଉପଭୋକ୍ତା ସଂଘର ସଭାପତି ଧର୍ମବ୍ରତ ରଥ, ବଣିକ ସଂଘର ସଭାପତି ତଥା ସମ୍ବଲପୁର ରେଳ ଉପଭୋକ୍ତାର ସଭ୍ୟ ତ୍ରିପୁରାରି ପାଣିଗ୍ରାହୀ, ସଂପାଦକ ଗୋପବନ୍ଧୁ ପୁରୋହିତ, ଉପ-ସଭାପତି ପର୍ଶୁରାମ ନାୟକ, ବରିଷ୍ଠ ନାଗରିକ ସଂଘର ସାଧାରଣ ସଂପାଦକ ପ୍ରଭାକର ମିଶ୍ର,  ପୂର୍ବତନ ସୈନିକ ସଂଘର ସଂପାଦକ ପ୍ରତାପ ରଥ, ମାରୱାଡି ସମ୍ମେଳନର ଅଧ୍ୟକ୍ଷ ମହେନ୍ଦ୍ର ଅଗ୍ରୱାଲ, ସଂପାଦକ ମୋହନଲାଲ ଅଗ୍ରୱାଲ, ମାରୱାଡି ମହିଳା ସମିତିର ଅଧ୍ୟକ୍ଷା ନିରୁଦେବି ଅଗ୍ରୱାଲ, ପୁଇଁନ୍ତଲା ବ୍ଲକର ପୂର୍ବତନ ଅଧ୍ୟକ୍ଷ ପଙ୍କଜିନି ପଣ୍ଡା, ନାଗରିକ କମିଟିର କୋଷାଧ୍ୟକ୍ଷ ବୃନ୍ଦାବନ ବରାଳ, ତଥା ରୋଟାରୀ କ୍ଲବ, ଲାୟନ୍ସ କ୍ଲବ ଏବଂ ବିଭିନ୍ନ ସାମାଜିକ ସଂସ୍କୃତିକ ଅନୁଷ୍ଠାନ ତରଫରୁ ବଲାଙ୍ଗିର ଟିଟିଲାଗଡ କଣ୍ଟାବାଞ୍ଜି, ଲୋଇସିଂହା ଏବଂ ଦେଓଗାଁ ର ସ୍ୱାର୍ଥକୁ ଆଖି ଆଗରେ ରଖି ବଲାଙ୍ଗିରର ସାଂସଦ ସଙ୍ଗିତା ସିଂହଦେଓ ଚଳିତ ରେଳ ବଜେଟରେ ଲୋକସଭାରେ ବଲାଙ୍ଗିର ନିର୍ବାଚନ ମଣ୍ଡଳି ସମସ୍ୟା ନେଇ ଉଚିତ ଭାବରେ ଉପସ୍ଥାପନ କରିଥିବାରୁ ବଲାଙ୍ଗିର-ଖୋର୍ଦ୍ଧା ରେଳ ଲାଇନର କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ପଦକ୍ଷେପ ନେଇଥିବାରୁ ତାଙ୍କୁ ଧନ୍ୟବାଦ ଏବଂ କୃତଜ୍ଞତା ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like