-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||     

HOME   ଜିଲ୍ଲା

ଗୋଷ୍ଠୀ ସଂଘର୍ଷରୁ ଗଡିଲା ମୁଣ୍ଡ : ଭୁଜାଲି ମାଡ଼ରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର

21-Mar-2021



ସମ୍ବଲପୁର(ସଂଜୀବ କୁମାର ପାଣିଗ୍ରାହୀ): ସମ୍ବଲପୁର ଧନୁପାଲି ଥାନା ସୁନାପାଲିରେ ଗୋଷ୍ଠୀ ସଂଘର୍ଷ । ଭୁଜାଲି ମାଡ଼ରେ ଜଣେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର । ଗୁରୁତରଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତ ବ୍ୟକ୍ତି ଜଣକ ସରଲାକାନିର ବାଙ୍କେ ଓରାମ୍ ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ଧନୁପାଲି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସେହିପରି ଏହି ଗୋଷ୍ଠୀ ଅନ୍ୟ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି ।  ଗୁରୁତର ହୋଇଥିବା ବ୍ୟକ୍ତି ଲବ ଓରାମ ଓ ତାଙ୍କର ବୟସ ମଧ୍ୟ ୨୦ ବର୍ଷ ବୋଲି ଜଣାପଡିଛି । ଗୁରୁତର ଜଣଙ୍କ ଆକ୍ରମଣରୁ ବର୍ତ୍ତିଯାଇ ଆହତ ଅବସ୍ଥାରେ ପ୍ରାୟ ୨ କିମି ଦୂର ସାରଳା କାନି ସ୍ଥିତ ଘରେ ପହଁଚି ଥିଲେ। ଏହାପରେ ପିସିଆର ତାଙ୍କୁ ଉଦ୍ଧାର କରି ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପେସାରେ ଦୁଇ ଯୁବକ ରଙ୍ଗ ମିସ୍ତ୍ରୀ ହୋଇଥିବା ବେଳେ ପୁଲିସ ଏ ପର୍ଯ୍ୟନ୍ତ ଆକ୍ରମଣକାରୀଙ୍କ ଟେର ପାଇପାରି ନାହିଁ। ସଦର ଏସଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026

You Might Also Like