-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||     

HOME   ଜିଲ୍ଲା

ଗାଡି ଚଳାଇବା ବେଳେ ପୁଅର ଆଖି ଲାଗିଗଲା, ଗଛରେ ପିଟି ହୋଇଗଲା କାର୍ : ବାପା ଗୁରୁତର

21-Mar-2021



ତେଲକୋଇ।(ପ୍ରେରଣା ଖବର): କେନ୍ଦୁଝର ଜିଲ୍ଲା  ତେଲକୋଇ ଥାନା ଅନ୍ତର୍ଗତ ଦୋବଲାପାଳ ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ କାର୍ ରାସ୍ତା କଡରେ ଥିବା ଗଛରେ ପିଟି ହେବା ପଳେ ଜଣେ ଗୁରୁତର ହୋଇ ପଡିଛନ୍ତି ।

ଗୁରୁତର ହେଲେ ଦଇତାରୀ ନାୟକ । ପ୍ରଥମେ ତାଙ୍କୁ ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା ତେବେ ଅବସ୍ଥା ଗୁରୁତର ହେବାରୁ କେନ୍ଦୁଝରକୁ ସ୍ଥାନାନ୍ତର କରାଯାଇଛି ।

ସୂଚନାନୁସାରେ, ରବିବାର ସକାଳେ କାରଟି ଅନୁଗୁଳ ଜିଲ୍ଲା ରେଙ୍ଗାଲୀରୁ କେନ୍ଦୁଝରକୁ ଯାଉଥିବା ବେଳେ ଦୋବଲାପାଳ ଛକ ନିକଟରେ ଭାରସ୍ୟାମ ହରାଇ ରାସ୍ତା କଡରେ ଥିବା ଗଛରେ ପିଟି ହୋଇଥିଲା ।ଦୁର୍ଘଟଣା ପରେ ଗାଡ଼ିର ଗୋଟିଏ ଏୟାର ବ୍ୟାଗ୍ ଖୋଲିଥିଲା କିନ୍ତୁ ଆଉ ଏକ ଏୟାର ବ୍ୟାଗ୍ ଖୋଲି ନଥିଲା । ଫଳରେ ଚାଳକଙ୍କ ବାପା ଦଇତାରୀ ନାୟକଙ୍କ ମୁଣ୍ଡ ଓ ମୁହଁରେ ମାଡ ହୋଇଥିଲା ।କାରରେ ବାପ ଓ ପୁଅ ଦୁଇଜଣ ଥିଲେ । ତେବେ ସକାଳ ସମୟରେ ଚାଳକଙ୍କ ଆଖି ଲାଗିଯିବା ଫଳରେ ଗାଡିଟି ଭାରସ୍ୟାମ ହରାଇଥିବା କୁହାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026

You Might Also Like