-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଦେଶ ବିଦେଶ

ମହାରାଷ୍ଟ୍ର ଗୃହମନ୍ତ୍ରୀଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ମୁମ୍ବାଇର ପୂର୍ବତନ ପୋଲିସ୍‌ କମିଶନର॥

21-Mar-2021



(ପ୍ରେରଣା ଖବର ବ୍ୟୁରୋ) :ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ଘର ବାହାରେ ବିସ୍ଫୋରକ ଭର୍ତ୍ତି କାର୍‌ ମିଳିବା ଓ ପରେ ଏହି ଘଟଣାରେ ମୁମ୍ବାଇ ପୋଲିସ୍‌ ଅଧିକାରୀ ସଚିନ ଓ୍ୱାଜେ NIA(National Investigation Agency) ଦ୍ୱାରା ଗିରଫ ହେବା ଘଟଣାରେ ନୂଆ ମୋଡ଼ ନେଇଛି। ମୁମ୍ବାଇର ପୂର୍ବତନ ପୋଲିସ୍‌ କମିଶନର ପରମବୀର ସିଂଙ୍କ ଚିଠିକୁ ନେଇ ମହାରାଷ୍ଟ୍ର ରାଜନୀତିରେ ହଇଚଇ ସୃଷ୍ଟି ହୋଇଛି। ନିକଟରେ ପୋଲିସ୍‌ କମିଶନର ପଦରୁ ବିଦା ହୋଇଥିବା ପରମବୀର ସିଂ, ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ପରମବୀର ସିଂ, ଅନୀଲ ଦେଶମୁଖଙ୍କ ବିରୋଧରେ ଦୁର୍ନୀତି ଓ ବଟି ଆଦାୟ ଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି॥*ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚିଠି ଲେଖି ପରମବୀର ସିଂ ଜଣାଇଛନ୍ତି ଯେ, ବାର୍‌ ଓ ହୁକା ପାର୍ଲରରୁ ମାସକୁ ୧୦୦ କୋଟି ଟଙ୍କା ବଟି ଆଦାୟ କରିବା ପାଇଁ ଅନୀଲ ଦେଶମୁଖ, ସଚିନ ଓ୍ୱାଜେଙ୍କୁ ଟାର୍ଗେଟ୍‌ ଦେଇଥିଲେ। ଏକଥା ନିଜେ ଓ୍ୱାଜେ ତାଙ୍କୁ କହିଥିବା ପରମବୀର ଦର୍ଶାଇଛନ୍ତି। ଏଥିସହ ଅନୀଲ ଦେଶମୁଖ ପୋଲିସର କାର୍ଯ୍ୟଧାରାରେ ହସ୍ତକ୍ଷେପ କରୁଥିଲେ ଏବଂ କାହା ବିରୋଧରେ କେଉଁ ଚାର୍ଜ ଲାଗିବ ସେନେଇ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଉଥିଲେ ବୋଲି ପରମବୀର ଅଭିଯୋଗ କରିଛନ୍ତି l ଅନ୍ୟପକ୍ଷରେ ଏହାକୁ ମିଥ୍ୟା ଅଭିଯୋଗ ବୋଲି ଅନୀଲ ଦେଖମୁଖ କହିଛନ୍ତି। ଟ୍ୱିଟ୍‌ କରି ଅନୀଲ ଦେଖମୁଖ କହିଛନ୍ତି, ମୁକେଶ ଅମ୍ବାନୀ ଓ ମନସୁଖ ହିରନ ମାମଲାରେ ନିଜକୁ ବଞ୍ଚାଇବା ପାଇଁ ପରମବୀର ଏଭଳି ମିଛ ଅଭିଯୋଗ ଆଣୁଛନ୍ତି। ତଦନ୍ତର ଖିଅ ତାଙ୍କ ଆଡ଼େ ବି ଲମ୍ବିଛି।ଅମ୍ବାନୀଙ୍କ ସୁରକ୍ଷା ପ୍ରସଙ୍ଗରେ ତ୍ରୁଟି ଦର୍ଶାଇ ଗତ ବୁଧବାର ମହାରାଷ୍ଟ୍ର ସରକାର ପରମବୀର ସିଂହଙ୍କୁ ପୋଲିସ କମିଶନର ପଦରୁ ହଟାଇ ତାଙ୍କ ସ୍ଥାନରେ ବରିଷ୍ଠ ଆଇପିଏସ୍ ହେମନ୍ତ ନଗ୍ରାଲେଙ୍କୁ ନିଯୁକ୍ତ କରିଥିଲେ॥*ସେପଟେ ମହାରାଷ୍ଟ୍ର ଗୃହମନ୍ତ୍ରୀ ତଥା କଂଗ୍ରେସ ନେତା ଅନୀଲ ଦେଶମୁଖଙ୍କ ବିରୋଧରେ ଭ୍ରଷ୍ଟାଚାର ଅଭିଯୋଗ ଆସିବା ପରେ ଜୋର ଧରିଛି ରାଜନୀତି। ମହାରାଷ୍ଟ୍ର ଗୃହମନ୍ତ୍ରୀ ପଦରୁ ତାଙ୍କର ଇସ୍ତଫା ଦାବି କରିଛନ୍ତି ବିଜେପି ନେତା ଦେବେନ୍ଦ୍ର ଫଡ଼ନାଭିସ୍‌। ସେ କହିଛନ୍ତି, ଅନୀଲ ଦେଶମୁଖ ନିଜ ଆଡ଼ୁ ଇସ୍ତଫା ନ ଦେଲେ, ମୁଖ୍ୟମନ୍ତ୍ରୀ ତାଙ୍କୁ ପଦଚ୍ୟୁତ୍‌ କରିବା ଉଚିତ୍‌ ଏବଂ ଏହି ଅଭିଯୋଗର କେନ୍ଦ୍ରୀୟ ସଂସ୍ଥା ଦ୍ୱାରା କିମ୍ବା କୋର୍ଟଙ୍କ ତତ୍ତ୍ୱାବଧାନରେ ତଦନ୍ତ ହେଉ॥


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like