-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଦେଶ ବିଦେଶ

ପ୍ରଥମ ପର୍ଯ୍ୟାୟ ପଶ୍ଚିମବଙ୍ଗ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୨୫% ପ୍ରାର୍ଥୀଙ୍କର ଅପରାଧିକ ପୃଷ୍ଠଭୂମି ରହିଛି: ‘ଏଡିଆର୍‌’

21-Mar-2021



ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୨୫% ପ୍ରାର୍ଥୀଙ୍କର ଅପରାଧିକ ପୃଷ୍ଠଭୂମି ଥିବା କଥା ‘ଆସୋସିଏସନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌’ (ଏଡିଆର୍‌) କହିଛି। ପ୍ରଥମ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୯୧ଜଣ ପ୍ରାର୍ଥୀ ନାମାଙ୍କନ ପତ୍ରରେ ସେମାନଙ୍କର ଅପରାଧିକ ପୃଷ୍ଠଭୂମି ଏବଂ ଶିକ୍ଷାଗତ ଯୋଗ୍ୟତା ସମ୍ବନ୍ଧରେ ଉଲ୍ଲେଖ କରିଛନ୍ତି। ‘ସିପିଆଇ(ଏମ୍‌)’ ପ୍ରାର୍ଥୀମାନେ ଦାଖଲ କରିଥିବା ପ୍ରାର୍ଥୀପତ୍ର ସବୁକୁ ବିଶ୍ଳେଷଣ କରି ‘ଏଡିଆର୍‌’ ରିପୋର୍ଟ କରିଛି ଯେ, ସେମାନଙ୍କ ମଧ୍ୟରୁ ୫୦% ପ୍ରାର୍ଥୀଙ୍କର ଅପରାଧିକ ପୃଷ୍ଠଭୂମି ରହିଛି। ଏହା ହେଉଛି ସବୁ ରାଜନୈତିକ ଦଳର ପ୍ରାର୍ଥୀମାନଙ୍କର ଅପରାଧିକ ପୃଷ୍ଠଭୂମି ଅନୁପାତରେ ସର୍ବାଧିକ॥*‘ଏଡିଆର୍‌’ ରିପୋର୍ଟ ଅନୁସାରେ, ୧୯୧ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୪୮ଜଣ ପ୍ରାର୍ଥୀ ବା ୨୫% ପ୍ରାର୍ଥୀ ସେମାନଙ୍କ ନାମରେ ଅପରାଧିକ ମାମଲା ଥିବା ଘୋଷଣା କରିଛନ୍ତି। ପୁଣି ସେମାନଙ୍କ ମଧ୍ୟରୁ ୪୨ଜଣ ବା ୨୨% ପ୍ରାର୍ଥୀଙ୍କ ବିରୋଧରେ ସାଂଘାତିକ ଅପରାଧିକ ମାମଲା ରହିଛି॥ ସେମାନଙ୍କ ମଧ୍ୟରୁ ୧୨ ଜଣ ପ୍ରାର୍ଥୀ ମହିଳା ସଂକ୍ରାନ୍ତ ଅପରାଧିକ ମାମଲାରେ ସଂଶ୍ଳିଷ୍ଟ ବୋଲି ଘୋଷଣା କରିଛନ୍ତି। ୧୨ଜଣଙ୍କ ମଧ୍ୟରୁ ଜଣେ ପ୍ରାର୍ଥୀଙ୍କ ନାମରେ ଦୁଷ୍କର୍ମ ଅଭିଯୋଗ ମାମଲା ଏବଂ ୮ଜଣଙ୍କ ବିରୋଧରେ ନରହତ୍ୟା ଅଭିଯୋଗ ରହିଛି ବୋଲି ଉଲ୍ଲେଖ କରିଛନ୍ତି। ନିଜ ନାମରେ ହତ୍ୟା ଉଦ୍ୟମ ମାମଲା ଥିବା କଥା ୧୯ଜଣ ପ୍ରାର୍ଥୀ କହିଛନ୍ତି॥ ପଶ୍ଚିମବଙ୍ଗର ୩୦ଟି ନିର୍ବାଚନ ମଣ୍ଡଳୀରୁ ୭ଟି ବା ୨୩% ହେଉଛି ‘ରେଡ୍‌ ଆଲର୍ଟ’ ନିର୍ବାଚନ ମଣ୍ଡଳୀ। ସେହିସବୁ ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୩ ବା ତତୋଽଧିକ ପ୍ରାର୍ଥୀଙ୍କ ନାମରେ ଅପରାଧିକ ମାମଲା ଥିବା କଥା ଘୋଷଣା କରିଛନ୍ତି॥ ‘ଏଡିଆର୍‌’ କହିବା ଅନୁସାରେ, ପ୍ରାର୍ଥୀ ଚୟନ ନିମନ୍ତେ ସୁପ୍ରିମ୍‌ କୋର୍ଟ ଦେଇଥିବା ନିର୍ଦେଶାବଳୀ ରାଜନୈତିକ ଦଳଗୁଡ଼ିକ ଉପରେ ଆଦୌ ପ୍ରଭାବ ପକାଇନାହିଁ॥


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like