-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ପୁରୁଷ ଓ ମହିଳା ସ୍ୱାସ୍ଥ୍ୟ କର୍ମୀ ଓ ସ୍ୱାସ୍ଥ୍ୟ ପରିଦର୍ଶକ ମିଳିତ ମହାସଂଘର ବୈଠକ

21-Mar-2021



ବଲାଙ୍ଗିର,(ପ୍ରେରଣା ଖବର) ଆଜି ସ୍ଥାନୀୟ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ କନଫରେନ୍ସ ହଲ୍  ଠାରେ ଓଡ଼ିଶା ପୁରୁଷ ଓ ମହିଳା ସ୍ୱାସ୍ଥ୍ୟ କର୍ମୀ ଓ ସ୍ୱସ୍ଥ୍ୟ ପରିଦର୍ଶକଙ୍କ ମିଳିତ ନହାସଂଘର ଏକ ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଉପରୋକ୍ତ ୪ଟି ସଂଗଠନକୁ ନେଇ ରାଜ୍ୟ ସ୍ତରରେ ମିଳିତ ମହାସଂଘ ଗଠନକୁ ଏଥିରେ ସମର୍ଥନ ।କରାଯାଇଥିଲା । ଏହି ବୈଠକରେ ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ବିଭିନ୍ନ ବୃତ୍ତିଗତ ସମସ୍ୟା ଉପରେ ବିସ୍ତୃତ ଆଲୋଚନା ହେବା ସହ ଆଗାମୀ ତିନି ବର୍ଷ ପାଇଁ କର୍ମକର୍ତ୍ତା  ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ନିଜର ବିଭିନ୍ନ ନ୍ୟାର୍ଯ୍ୟ ଦାବିକୁ ନେଇ ଆଗାମୀ ଦିନରେ ସରକାରଙ୍କ ଉପରେ ଚାପ ପକାଇବା ସହ ସଂଗଠନକୁ ତୃଣମୂଳ ସ୍ତରରୁ ସୁଦୃଢ଼ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ସ୍ୱାସ୍ଥ୍ୟ କର୍ମଚାରୀ ପରକ୍ଷୀତ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ପୁରୁଷ ଓ ମହିଳା ସ୍ୱାସ୍ଥ୍ୟ କର୍ମୀ, ସ୍ୱାସ୍ଥ୍ୟ ପରିଦର୍ଶକ  ମାନେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ସବସମ୍ମତି କ୍ରମେ ପରକ୍ଷୀତ ଜେନା ଅଧ୍ୟକ୍ଷ, ସବିତା ପଣ୍ଡା ଉପାଧ୍ୟକ୍ଷ, ପ୍ରକାଶ ତାଣ୍ଡି ସଭାପତି, ସଶ୍ମିତା ଶତପଥୀ ଉପସଭାପତି, ଗୋବିନ୍ଦ ବଲ୍ଲଭ ସାହୁ ଓ ପ୍ରସନ୍ନ ସାହୁ କାର୍ଯ୍ୟକାରୀ ସଭାପତି , ରୀନା ମିଶ୍ର ସଂପାଦିକା, ମହେନ୍ଦ୍ରନାଥ କରନ ସହ ସଂପାଦକ, ଦେବାଂଶୁ ମିଶ୍ର ସାଂଗଠନିକ ସଂପାଦକ ଓ ପ୍ରସନ୍ନ ମେହେର କୋଷାଧ୍ୟକ୍ଷ ଭାବରେ ମନୋନୀତ ହୋଇଥିଲେ । ଜିଲ୍ଲା ମହାସଂଘର କାର୍ଯ୍ୟକାରୀ କମିଟିରେ କମଳିନୀ ଭଂଜ, ପୁଷ୍ପିତା ମିଶ୍ର, ସୁଦେଷ୍ଣା ସାହୁ, ଜୟନ୍ତୀ ସାହୁ, ବନିତା ବାଗ, ଆଶୁତୋଷ ଗଡନାୟକ, ସଂଯୁକ୍ତା କୁମ୍ଭାର, ଶୈଳେନ୍ଦ୍ର ରଣା, ରୀନା ସାହୁ, ସିକନ୍ଦର ଭୋଇ, ଯଶୋଧା ମାଝୀ, କର୍ଣ୍ଣ ଧରୁଆ, ସୌଦାମିନୀ ସାହୁ, ଅନୁସୟା ଦୀପ , ମନୋରଂଜନା ବାଗ, ଭଜମନ ସାହୁ, ସୁନୀତା ଷଡଙ୍ଗୀ, ଶେଷଦେବ ମେହେର, ଅଭିମନ୍ୟୁ ପଟେଲ ପ୍ରମୁଖ ରହିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like