-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ : ଅଧାପନ୍ତରିଆ ଡିଭାଇଡର ଯୋଗୁଁ ପୁଣି ଫସିଲା ମିନି ଟ୍ରକ

22-Mar-2021



ବୌଦ୍ଧ(ଶ୍ରୀବନ୍ତ ମେହେର ବୌଦ୍ଧ ସହର ଏନ.ଏ.ସି. ଛକ ଠାରୁ ଜାମୁ ଛକ ପର୍ଯ୍ୟନ୍ତ ୫୭ନଂ ଜାତୀୟ ରାଜପଥର ସଂପ୍ରସାରଣ କାର୍ଯ୍ୟ ଦୀର୍ଘଦିନ ହେଲା ଅଧାପଂତରିଆ ଅବସ୍ଥାରେ ପଡିଥିବା ଯୋଗୁଁ ପ୍ରତିଦିନ ଏକାଧିକ ଦୁର୍ଘଟଣା ଘଟି ଚାଲିଛି | ଆଜି ସନ୍ଧ୍ୟା ପ୍ରାୟ ୭ ଟା ସମୟରେ ବୁଟୁପାଲି ପଟୁ ଆସୁଥିବା ଏକ ମିନିଟ୍ରକ ପୁଣି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା l ପ୍ରାପ୍ତ ସୂଚନା ଅନୁଯାୟୀ ଆଗରୁ ଆସୁଥିବା ଏକ ଗାଡିର ହେଡ ଲାଇଟ୍ ଯୋଗୁଁ ଚାଳକ ରାସ୍ତାର ଡିଭାଇଡର ଟିକୁ ଦେଖି ନପାରିବାରୁ ତାଉପରେ ମିନି ଟ୍ରକଟି ଚଢି ଯାଇଥିଲା l ସନ୍ଧ୍ୟା ସମୟରେ ରାସ୍ତା ପ୍ରବଳ ଗହଳି ଥିବା ସତ୍ବେ ସୌଭାଗ୍ୟବଶତଃ ଅନ୍ୟ କୌଣସି ଯାତ୍ରୀ ଆହତ ହୋଇ ନଥିବା ଜଣା ପଡିଛି l ଉକ୍ତ ରାସ୍ତାରେ ସମ୍ପୂର୍ଣ୍ଣ ଡିଭାଇଡର ଲଗାଯିବା ପ୍ଲାନ ମୂଳରୁ ରହିଥିଲା ଓ ସେଥିପାଇଁ ଅର୍ଥ ବ୍ୟବସ୍ଥା ମଧ୍ୟ ଥିଲା l ଜାନୁଆରୀ ମାସ ୨ ତାରିଖରେ ମୁଖ୍ୟମନ୍ତ୍ରୀ ଏ ରାସ୍ତାକୁ ଉଦଘାଟନ କରିବେ ବୋଲି ଡିଭାଇଡର ଲଗା କାମ ଦିନରାତି ଜୋରସୋର ଚାଲିଥିଲା l କିଛି କାମ ହୋଇଥିବା ବେଳେ କିଛି ପ୍ରଭାବଶାଳି ଲୋକ ବିରୋଧ କରି ଚାପ ପକାଇ କାମ ବନ୍ଦ କରାଇଥିଲେ ଓ ଆଜିଯାଏଁ ସେଭଳି ପଡି ରହିଛି | ଅଧାପଂତରିଆ କାମ ଯୋଗୁଁ ଦୈନନ୍ଦିନ ଛୋଟ ବଡ ଦୁର୍ଘଟଣା ଏ ରାସ୍ତାରେ ଘଟି ଚାଲିଥିବା ବେଳେ ଡିଭାଇଡର କାମ ସମ୍ପୂର୍ଣ୍ଣ କରାଯିବାକୁ ଜନସାଧାରଣରେ ଦାବି ହେଉଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like