-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ରାଜ୍ୟ

ବିଶ୍ବ କବିତା ଦିବସରେ ପଶ୍ଚିମ ଓଡିଶାର ପ୍ରମୁଖ ବ୍ୟକ୍ତି ସମ୍ମାନିତ

22-Mar-2021



ବୌଦ୍ଧ,(ପ୍ରେରଣା ଖବର): ବିଶ୍ୱ କବିତା ଦିବସ ଅବସରରେ କଟକ ସ୍ଥିତ ସହିଦ ଭବନ ଠାରେ ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ, କଟକ ଆନୁକୁଲ୍ୟରେ ୪୪ତମ ରାଜ୍ଯସ୍ତରୀୟ କବି‐ଲେଖକ, କଳାକାର ମହାସମାବେଶ, ପୁସ୍ତକ ଉନ୍ମୋଚନ, ସାଧାରଣ ସଭା ଓ ସାରସ୍ବତ ସମ୍ବର୍ଦ୍ଧନା ଅନୁଷ୍ଠିତ ହେଇଯାଇଅଛି । ଏହି ଅବସରରେ ଆର୍ଯ୍ୟକବି ପଣ୍ତିତ ଡଃ ପ୍ରମୋଦ କୁମାର ମିଶ୍ରଙ୍କ ଅଧ୍ଯକ୍ଷତାରେ ପୁର୍ବତନ ସାଂସଦ ତଥା ବିଶିଷ୍ଠ କବି ଡଃ ପ୍ରସନ୍ନ ପାଟ୍ଟଶାଣୀ ମୁଖ୍ୟତିଥି ଭାବେ ଯୋଗଦେଇଥିଲେ ।  ସମ୍ମାନୀତ ଅତିଥି ଭାବେ ନୀଳଗିରୀ ର ରାଜାସାହେବ ଶ୍ରୀଯୁକ୍ତ ଜୟନ୍ତ ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନ ଏବଂ ରାଣୀସାହେବା  ଶ୍ରୀମତୀ ମନୋଜା ମଞ୍ଜରୀ ଦେବୀ, ମାସିକ ଅଗ୍ନିସ୍ପୁଳିଙ୍ଗ ର ସଂପାଦକ ସୁଦର୍ଶନ ମହାପାତ୍ର ଏବଂ ମୁଖ୍ୟବକ୍ତା ଭାବେ ଡଃ ହୁସେନ ରବି ଗାନ୍ଧୀ ଯୋଗ ଦେଇଥିଲେ  । ଓଡିଶା ର ବିଭିନ୍ନ ପ୍ରାନ୍ତର ସମେତ ରାଜ୍ୟ ବାହାରୁ ମଧ୍ୟ ଅନେକ କବି ଓ କଳାକାର ଯୋଗ ଦେଇଥିଲେ । ଏହି ଅବସରେ କବି ନବକିଶୋର ବେହେରାଙ୍କ ସଂଯୋଜନାରେ କବିତା  ଆସର ଆୟୋଜନ ସହ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ବ୍ୟକ୍ତିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପଶ୍ଚିମ ଓଡିଶାରୁ ଆଇଜୀବୀ ତଥା ସମାଜସେବୀ ଆଶୁତୋଷ ରଥଙ୍କୁ "ସେବାରତ୍ନ ସମ୍ମାନ" କ୍ରାନ୍ତିଖଡୁ ସମ୍ବାଦପତ୍ର ର ସଂପାଦକ ଗୋପୀନାଥ ସାହୁଙ୍କୁ  "ସମ୍ବାଦ ସୌରବ ସମ୍ମାନ" ଶିକ୍ଷୟିତ୍ରୀ ଚନ୍ଦ୍ରାବତୀ ପାଣ୍ତେଙ୍କୁ "ଶିକ୍ଷାଜ୍ୟୋତି ସମ୍ମାନ" ରେ ସମ୍ମାନିତ କରାଯାଇଛି । କବି ଗୁରୁଦେବ ଘିବେଲା, ଜଟାଧାରୀ ପଧାନ ପ୍ରମୁଖ ବ୍ଯକ୍ତି ବିଶେଷଙ୍କୁ "ବାଣୀପୁତ୍ର ସମ୍ମାନ" ଆଶୁକବି ହେମନ୍ତ ଦାଶଙ୍କୁ "ରାଜ୍ୟସ୍ତରୀୟ କବିତା ସମ୍ମାନ" ରେ ସମ୍ମାନୀତ କରାଯାଇଥିଲା । କାର୍ଯ୍ୟକ୍ରମରେ "ମନସ୍ମିନୀ" ପତ୍ରିକା ସମେତ ବାରଗୋଟି ପୁସ୍ତକ ସଂଙ୍କଳନ ଉନ୍ମୋଚିତ ହୋଇଥିଲା ।  ଶେଷରେ ସଂଗଠନ ର ପ୍ରତିଷ୍ଠାତା ଗିରିଜା ଶଙ୍କର ଶ୍ରୀଚନ୍ଦନ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like