-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ବିଶ୍ୱ ଜଳ ଦିବସ ପାଳନ ଅବସରରେ ସଚେତନ ମୂଳକ କାର୍ଯ୍ୟକ୍ରମ 

22-Mar-2021



ନୟାଗଡ଼ (ପ୍ରଦୀପ କୁମାର ପଣ୍ଡା) : ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଳକ ଅନ୍ତର୍ଗତ କୁମ୍ଭାରପଡ଼ା ଗ୍ରାମପଞ୍ଚାୟତ ର ବିଦ୍ୟାର୍ଥୀ ଶିକ୍ଷା ନିକେତନ ପରିସରରେ ଏକ ସଚେତନ ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ନେହେରୁ ଯୁବକେନ୍ଦ୍ର, ନୟାଗଡ଼ ଏବଂ ୟୁଥ ଫର ସୋସାଇଟି ତରଫରୁ ଉକ୍ତ କାର୍ଯ୍ୟକ୍ରମ ରେ ଶିକ୍ଷକ ତଥା ପ୍ରତିଷ୍ଠିତ ସମାଜ ସେବୀ ଅଜୟ କୁମାର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ନେହେରୁ ଯୁବକେନ୍ଦ୍ର ନୟାଗଡ ର ଖଣ୍ଡପଡା ବ୍ଳକ ସଂଯୋଜିକା ଶ୍ରୀମତୀ ସାଗରୀକା ଲେଙ୍କା, ଶିକ୍ଷକ ବିଭତ୍ସ ଭଞ୍ଜନ ମୁଦୁଲି, ବ୍ୟଙ୍ଗ କବି ତଥା ନୟାଗଡ଼ ଜିଲ୍ଲା ସାମ୍ବାଦିକ ଉତ୍ପଳ କୁମାର ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ | ବ୍ଳକ ର ବିଭିନ୍ନ ଯୁବସଂଗଠନ ର ଅନେକ ଯୁବକ ଯୁବତୀ ତଥା ବିଦ୍ୟାର୍ଥୀ ଶିକ୍ଷା ନିକେତନ ର ବିଦ୍ୟାର୍ଥୀ ମାନଙ୍କ ଉପସ୍ଥିତିରେ ଏହି ବିଶ୍ୱ ଜଳ ଦିବସ ଉପଲକ୍ଷେ ଏକ ସଚେତନାତ୍ମକ କାର୍ଯ୍ୟକ୍ରମ ରେ ଜଳ ସଂରକ୍ଷଣ କୁ ନେଇ ଏକ ବିସ୍ତୃତ ଆଲୋଚନା ହୋଇଥିଲା | ବିଶେଷତଃ ବର୍ଷା ଜଳକୁ ସଂରକ୍ଷଣ କରି କିପରି ବିଭିନ୍ନ ଉପାୟରେ ତାକୁ ଉପଯୋଗ 

କରି ଲାଭବାନ ହେବା ସହିତ ପାନୀୟ ଜଳ ର ଅପବ୍ୟବହାର କୁ ରୋକ ଲଗାଯାଇ ପାରିବ ସେ ବିଷୟରେ ମୁଖ୍ୟ ଅତିଥି ନିଜର ବ୍ୟକ୍ତବ୍ୟ ରଖିଥିଲେ | ଉପସ୍ଥିତ ସମସ୍ତ ଯୁବଗୋଷ୍ଠୀ ମାନେ ଏହି ଦିବସରେ ସଂକଳ୍ପ କରିଥିଲେ ଯେ ଜଳ ସଂରକ୍ଷଣ କରିବା ସହିତ ଏହି ବାର୍ତା କୁ ଅଂଚଳରେ ପ୍ରଚାରିତ କରିବେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like