-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ର ବନାଗ୍ନି ସଚେତନତା ନେଇ "ବୁଦ୍ଧିଜୀବୀ ସମାବେଶ" I ଲୋକ କଳାକାର ଦମ୍ପତି ହରେକୃଷ୍ଣ ଓ ପୂର୍ଣ୍ଣବାସୀ ସମ୍ବର୍ଦ୍ଧିତ

23-Mar-2021



 ସମ୍ବଲପୁର,ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ଜଙ୍ଗଲ ହିଁ ଜୀବନ I ଜଙ୍ଗଲ ବଞ୍ଚିଲେ ଆମେ ବଂଚିବା I ଆଉ ଏଭଳି କ୍ଷେତ୍ର ରେ ଲୋକ ସଚେତନ ହେଲେ ହିଁ ଜଙ୍ଗଲ କୁ ନିଆଁ ଦାଉ ରୁ ରକ୍ଷା  କରିପାରିବ ବୋଲି ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ର ବନାଗ୍ନି ସଚେତନତା ନେଇ ଅନୁଷ୍ଠିତ  "ବୁଦ୍ଧିଜୀବୀ ସମାବେଶ" ରେ ଉପସ୍ଥିତ ଅତିଥି ଗଣ ମତ ପ୍ରକାଶ କରିଛନ୍ତି । ସ୍ଥାନୀୟ ହାଟପଦା ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ସଂଘର ର ସଭାପତି ହିମାଂଶୁ ଶେଖର ମିଶ୍ର ଙ୍କ ସଭାପତିତ୍ୱ ରେ  ଆୟୋଜିତ ଏହି ବୁଦ୍ଧିଜୀବୀ  ସମାବେଶକୁ ଉଦବୋଧନ ଦେଇ ଅତିଥଗଣ ଏହା ପ୍ରକାଶ କରିଥିଲେ । ରେଢ଼ାଖୋଲ ଖଣ୍ଡିୟ ବନାଧିକାରି ପ୍ରଦୀପ୍ତ କୁମାର ସାହୁ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବନାଗ୍ନି ସଚେତନତା ଉପରେ ରାଜ୍ୟ ସରକାର ଙ୍କ ପଦକ୍ଷେପ ସମ୍ପର୍କ ରେ ବିସ୍ତାର ଭାବେ ଆଲୋକପାତ କରିଥିଲେ I ବିଶିଷ୍ଟ ସମାଜସେବୀ କାର୍ତ୍ତିକ ପ୍ରସାଦ ବହିଦାର ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଜଙ୍ଗଲ କୁ ନିଆଁ ଦାଉରୁ ରକ୍ଷା କରିବା ପାଇଁ ସମସ୍ତେ ସାମିଲ ହୋଇ  କାର୍ଯ୍ୟ କରିବା ଉପରେ ଗୁରୁତ୍ବlରୋପ କରିଥିଲେ I ଏହି କାର୍ଯ୍ୟକ୍ରମରେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ବନ ଖଣ୍ଡ ଅଧିକାରୀ (କେନ୍ଦୁ ପତ୍ର ଡିଭିଜନ) ଶୁଭଦତ୍ତ  ଚମ୍ପତିରାୟ, ରେଢ଼ାଖୋଲ ବିଜ୍ଞାପିତ ଅଂଚଳ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ କନିକା ଚକ୍ରବର୍ତ୍ତୀ, ଗୋଷ୍ଠୀ ଉର୍ଣ୍ଣୟନ ଅଧିକାରୀ ପରକ୍ଷୀତ ସାହୁ, ଏସଡ଼ିପିଓ ହାଡିବନ୍ଧୁ ସ୍ୱାଇଁ, ଥାନା ଅଧିକାରୀ ସୁରୁବାବୁ ଛତ୍ରିଆ, ରେଢ଼ାଖୋଲ ମହିଳା ବିଦ୍ୟାଳୟ ଅଧ୍ୟାପିକା ପୁଷ୍ପାଞ୍ଜଳି ସାମନ୍ତରାୟ, ଓଜେୟୁ ପଶ୍ଚିମ ଓଡିଶା ପ୍ରାନ୍ତୀୟ ସମ୍ପାଦକ ରମାକାନ୍ତ ବିଶ୍ୱାଳ, ବରିଷ୍ଠ ସାମ୍ବାଦିକ ସୁଧାଂଶୁ ଶେଖର ମହାରଣା  ଏବଂ  ରାଜ୍ୟ ସମ୍ପାଦକ ସୁଶାନ୍ତ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ  ବନାଗ୍ନି ସଚେତନତା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ I 
          ଏହି ସମାବେଶ ର ସଭା ପ୍ରାରମ୍ଭ ରେ  ସନ୍ଥ କବି ଭୀମ ଭୋଇ ଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା I ଏହି ଅବସରରେ ସୁବର୍ଣ୍ଣପୁର ଜ଼ିଲ୍ଲା ଉଲୁଣ୍ଡା ର ଲୋକ କଳାକାର ଦମ୍ପତି  ହରେ କୃଷ୍ଣ ବାଘ ଓ ପୂର୍ଣ୍ଣବାସୀ ବାଘ ଙ୍କୁ ସଂଘ ପକ୍ଷରୁ ସମ୍ମାନ ପତ୍ର, ସୃତି ଫଳକ ଓ ଉତ୍ତରୀୟ ପ୍ରଦାନ ପୂର୍ବକ  ସମ୍ମାନିତ କରାଯାଇଥିଲା । ଏହି ଅବସରରେ ଉପସ୍ଥିତ ବୁଦ୍ଧିଜୀବି, ସଚେତନ ନାଗରିକ, ମଂଚାସୀନ ଅତିଥି ଜଙ୍ଗଲ ଓ ପରିବେଶ ସୁରକ୍ଷା ଏବଂ ବନାଗ୍ନି ସଚେତନତା ପାଇଁ ସାମୁହିକ ଶପଥ ପାଠ କରିଥିଲେ I ସଭା  ରେ ବନାଗ୍ନି ସଚେତନତା ନେଇ ଗଠନ ମୂଳକ ପ୍ରସ୍ତାବ ଦେଇଥିବା ସର୍ବଶ୍ରୀ ଅନାଦି ସାହୁ, ସୁରେନ୍ଦ୍ର ବିଶ୍ୱାଳ, ମାନିନୀ ମିଶ୍ର, ଶିବରାମ ସାହୁ, ସୁନୀଲ ପ୍ରଧାନ, ଗୋବିନ୍ଦ ଅଗ୍ରୱାଲ, ବିଜୟ ମହାନ୍ତି, ରାଜ କିଶୋର ସାହୁ, ପ୍ରଦୀପ ପ୍ରଧାନ, ଆନନ୍ଦ ସାମଲ, ପ୍ରବୀଣ କୁମାର ପ୍ରଧାନ,  ଅଞ୍ଜନ ମିଶ୍ର, ପ୍ରମୋଦ ମାଝୀ, ଅତୁଲ୍ୟ କୁମାର ରାଉଳ ପ୍ରମୁଖ ଙ୍କୁ ପ୍ରଶଂସା ପତ୍ର ପ୍ରଦାନ ପୂର୍ଵକ ସମ୍ମାନ କରାଯାଇଥିଲା। ଜ଼ିଲ୍ଲା ସମ୍ପାଦକ ସରୋଜ ସାହୁ ଙ୍କ ପରିଚାଳନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରେଢ଼ାଖୋଲ ଉପଖଣ୍ଡ  ସମସ୍ତ ବ୍ଲକ ଅଂଚଳର  ସରପଞ୍ଚ, ସମିତି ସଭ୍ୟ, ବନ ସୁରକ୍ଷା ସମିତି କର୍ମକର୍ତ୍ତା  ମାନେ ଦେଇଥିବା ବେଳେ ସହରର ବହୁ ଗନ୍ୟମାନ୍ୟବ୍ୟକ୍ତି ଉପସ୍ଥିତ ଥିଲେ । ସଭା ଶେଷରେ ସାମ୍ବାଦିକ ରାଜା ପାଳ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like