-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ : ଆଜି ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ, ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

23-Mar-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ):  ରାଜ୍ୟରେ ସଂଖ୍ୟା ବଢୁଛି କଟକଣା ବି କଡ଼ାକଡ଼ି ହେଉଛି। ଆଉ ଏଣେ ତନାଘନା ବି ବଢୁଛି।  ରାଜ୍ୟରେ କୋଭିଡ ସଂକ୍ରମଣ  ସରକାରଙ୍କ ଚିନ୍ତା ବଢାଇଥିବା ବେଳେ  ମୁକାବିଲା ପାଇଁ ତତ୍ପରତା ବି ବଢିଛି।  ଏଥର ବି ଆରମ୍ଭରୁ ଶୂନ୍ୟ ସହିଷ୍ଣୁତା ନୀତି ଅବଲମ୍ବନ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ । ରାଜ୍ୟ ସରକାରଙ୍କର ସବୁ ବରିଷ୍ଠ ଅଧିକାରୀ, ସବୁ ଜିଲ୍ଲାର ଜିଲ୍ଲାପାଳ, ଏସ୍ ପିଙ୍କ ସହିତ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।

ଏହାପୂର୍ବରୁ ସୋମବାର ଦିନ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସବୁ ଜିଲ୍ଲାପାଳଙ୍କ ସହିତ ଭିଡ଼ିଓ କନଫରେନ୍ସିଂରେ ଆଲୋଚନା କରିଥିଲେ। ବୈଠକରେ ଉନ୍ନୟନ କମିସନର ପ୍ରଦୀପ କୁମାର ଜେନା ଓ ସ୍ବାସ୍ଥ୍ୟ ବିଭାଗ ଦାୟିତ୍ବରେ ଥିବା ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବି ଉପସ୍ଥିତ ଥିଲେ। ବିଶେଷକରି ମହାରାଷ୍ଟ୍ର, ପଞ୍ଜାବ, କେରଳ, ଗୁଜରାଟରୁ ଆସୁଥିବା ଲୋକଙ୍କୁ ଚିହ୍ନଟ କରି ସେମାନଙ୍କ ଉପରେ ନଜର ରଖିବାକୁ କୁହାଯାଇଛି । ସହରାଞ୍ଚଳ ଓ ଗ୍ରାମାଞ୍ଚଳ ବା ବଜାରମାନଙ୍କରେ ସାମାଜିକ ଦୂରତା ବଜାୟ ରଖିବାକୁ କୁହାଯାଇଛି । ଏସବୁ କ୍ଷେତ୍ରରେ କୌଣସି ଯେପରି ଖିଲାପ ନ ହୁଏ, ସେଥିପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦିଆଯାଇଛି। ଆରଟିପିସିଆର ପରୀକ୍ଷା ବଢାଇବାକୁ ଜିଲ୍ଲାମାନଙ୍କୁ ନିର୍ଦେଶ ଦିଆଯାଇଛି । ଯେଉଁ ଅଞ୍ଚଳରୁ କୋଭିଡ ପଜେଟିଭ ବାହାରିବେ ସେଠାରେ ମାଇକ୍ରୋ କଣ୍ଟନନେଣ୍ଟ କରିବା ସହ କଣ୍ଟାକ୍ଟ ଟ୍ରେସିଂକୁ ଗୁରୁତ୍ବ ଦେବାକୁ କୁହାଯାଇଛି ।

ସଂକ୍ରମଣ ରୋକିବାକୁ ପଞ୍ଚାୟତ ସ୍ତରରୁ ପ୍ଲାନ କରିଛନ୍ତି ରାଜ୍ୟ ସରକାର । ଭିଲେଜ୍ କୋଭିଡ୍ ମ୍ୟାନେଜମେଣ୍ଟ କମିଟିକୁ ପୁଣିଥରେ କାର୍ଯ୍ୟକ୍ଷମ କରାଯିବ। ସରପଞ୍ଚ, ୱାଡମେମ୍ବର, ଆଶା ଓ ଅଙ୍ଗନୱାଡ଼ିକୁ ପୁଣି କୋଭିଡ୍ ପରିଚାଳନା ଦାୟିତ୍ବ ଦିଆଯିବ। ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କ ସଂପର୍କରେ ସେମାନେ ସ୍ଥାନୀୟ ପ୍ରଶାସନକୁ ଖବର ଦେବେ। କରୋନା କଟକଣାକୁ କଡା କଡି କରିବା ସହ ଅଯଥା ଭିଡ ରୋକିବାକୁ ପୋଲିସ ଡିଜି ଏସପି ମାନଙ୍କୁ ନିର୍ଦେଶ ଦେଇଛନ୍ତି । ସପିଂ ମଲ୍ ଏବଂ ଲୋକ ଭିଡ଼ ହେଉଥିବା ବଜାରରେ କଡ଼ା କଟକଣା କରାଯିବ।

ସେପଟେ ମାଲକାନଗିରି ଜିଲ୍ଲାରେ ଆଜିଠୁ ନାଇଟ୍ କର୍ଫ୍ୟୁ ଆରମ୍ଭ ହେଉଥିବା ବେଳେ ସଂକ୍ରମଣ ବଢୁଥିବା ଅନ୍ୟ ସ୍ଥାନରେ ମଧ୍ୟ ନାଇଟ୍ କର୍ଫ୍ୟୁ ଲଗାଯିବାର ସମ୍ଭାବନା ରହିଛି। ଏହାସହ ବିବାହ, ମହୋତ୍ସବ, ଶୁଦ୍ଧି, ବୈଠକ ଆଦିରେ ୫୦୦ ପର୍ଯ୍ୟନ୍ତ ଲୋକଙ୍କ ସମାଗମ ପାଇଁ ଅନୁମତି ଦିଆଯାଇଥିବା ବେଳେ ଏହାକୁ ମଧ୍ୟ କମ୍ କରାଯାଇପାରେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like