-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||     

HOME   ରାଜ୍ୟ

କଟକରେ ବି ଚିନ୍ତା ବଢ଼ାଇଲା କରୋନା, ଆଉ ଏକ ଶିକ୍ଷାନୁଷ୍ଠାନରୁ ବାହାରିଲେ ୪ ପଜିଟିଭ

23-Mar-2021



କଟକ(ପ୍ରେରଣା ଖବର ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ କଟକ ଓ ଖୋର୍ଦ୍ଧାରେ ସଂକ୍ରମିତଙ୍କୁ ନେଇ ଚିନ୍ତା ବଢ଼ିଛି। ଭୁବନେଶ୍ୱର XIMBରୁ ୪୫ ଜଣ ପଜିଟିଭ ଚିହ୍ନଟ ପରେ ଶିକ୍ଷନୁଷ୍ଠାନକୁ ସିଲ୍‌ କରି ଦିଆଯାଇଥିବା ବେଳେ କଟକର ଆଉ ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ରବିବାର ଦିନ ଉକ୍ତ ଶିକ୍ଷାନୁଷ୍ଠାନରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ତାଙ୍କର କଣ୍ଟାକ୍ଟ୍‌ ଟ୍ରେସିଂ କରାଯିବା ପରେ ଗତକାଲି ଶିକ୍ଷାନୁଷ୍ଠାନର ଆଉ ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ସିଏମ୍‌ସି ସ୍ୱାସ୍ଥ୍ୟ ଅଧିକାରୀ ଡଃ ସତ୍ୟବ୍ରତ ମହାପାତ୍ର ସୂଚନା ଦେଇଛନ୍ତି।

ସୂଚନାଥାଉ କି, ଏହାପୂର୍ବରୁ କଟକର ଏକ ଘରୋଇ କଲେଜରୁ ପ୍ରଥମେ ୧୨ ଜଣ ଓ ପରେ ସମ୍ପୃକ୍ତ କଲେଜରୁ ପୁଣି ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ଆଉ ଏକ ଶିକ୍ଷାନୁଷ୍ଠାନରୁ ୧୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ।

ଗତକାଲି କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରୁ ୧୯ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୧୪ ଜଣ ହୋମ୍‌ କ୍ୱାରେଣ୍ଟିନ୍ ଓ ୫ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026

You Might Also Like