-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   (30-Jun-2026)       ||      ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   (30-Jun-2026)       ||      ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||     

HOME   ଅପରାଧ

ରମାଦେବୀ ଛାତ୍ରୀଙ୍କୁ ଅପହରଣ ! କ୍ଷୀର ଆଣିବାକୁ ଯାଇ ନିଖୋଜ, ୩୬ ଘଣ୍ଟା ପରେ ବି ମିଳୁନି ପତ୍ତା

23-Mar-2021



ଭୁବନେଶ୍ୱର,(ପ୍ରେରଣା ଖବର ବ୍ୟୁରୋ) : ରାଜଧାନୀରେ ଚାଞ୍ଚଲ୍ୟ । ରମାଦେବୀ ମହିଳା ମହାବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଭରତପୁର ଥାନାରେ ଅଭିଯୋଗ ହୋଇଛି । ପୋଲିସ ଏକ ମାମଲା ରୁଜୁ କରି ତନାଘନା ଆରମ୍ଭ କରିଛି । ୨ଟି ସ୍ୱତନ୍ତ୍ର ସ୍କ୍ୱାଡ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଉଛି ।

ନିଖୋଜ ହେବାର ୩୬ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଛାତ୍ରୀଙ୍କ କୌଣସି ପତ୍ତା ମିଳିନାହିଁ ।ଛାତ୍ରୀ ଜଣଙ୍କ ଭରତପୁର ଥାନା ଅନ୍ତର୍ଗତ ଜଗନ୍ନାଥ ବିହାରରେ ସପରିବାର ରହୁଛନ୍ତି । ସେ ରମାଦେବୀ ମହିଳା ମହାବିଦ୍ୟାଳୟର ଯୁକ୍ତ-୩ ପ୍ରଥମ ବର୍ଷର ଛାତ୍ରୀ ।

ସୂଚନା ଅନୁସାରେ, ଛାତ୍ରୀ ଜଣଙ୍କ ଘର ଠାରୁ କିଛି ଦୂରରେ ଥିବା ଓମ୍‌ଫେଡ୍‌ ବୁଥକୁ କ୍ଷୀର ଆଣିବାକୁ ଯାଇଥିଲେ । ଦୀର୍ଘ ସମୟ ପର୍ଯ୍ୟନ୍ତ ସେ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ତାଙ୍କୁ ନ ପାଇ ଗତକାଲି ରାତି ୧୦ଟାରେ ଭରତପୁର ଥାନାରେ ପହଞ୍ଚି ଅପହରଣ ଅଭିଯୋଗ କରିଥିଲେ । ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ଛାତ୍ରୀ ଜଣଙ୍କ ନାବାଳିକା ହୋଇଥିବାରୁ ପୋଲିସ ମାମଲାକୁ ଗମ୍ଭୀରତାର ସହ ନେଇ ବିଭିନ୍ନ ସ୍ଥାନରେ ଖୋଜାଖୋଜି ଚଳାଇଛି ।

ଛାତ୍ରୀଙ୍କ ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ଜଣେ ପୁରୁଷବନ୍ଧୁଙ୍କ ପରିବାର ଲୋକଙ୍କୁ ପୁଲିସ ଥାନାକୁ ଡକାଇ ପଚରାଉଚରା କରିଥିବା ଜଣାପଡ଼ିଛି । ଏ ସମ୍ପର୍କରେ ଡିସିପି ଉମାଶଙ୍କର ଦାଶ କହିଛନ୍ତି, ଛାତ୍ରୀଙ୍କୁ ଖୋଜିବା ପାଇଁ ୨ଟି ଟିମ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢଉ କରାଯାଉଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   30-Jun-2026
  ଜିଲ୍ଲା  
ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   30-Jun-2026
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026

You Might Also Like