-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ    (30-Jun-2026)       ||      କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   (30-Jun-2026)       ||      ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   (30-Jun-2026)       ||      ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   (30-Jun-2026)       ||      ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||     

HOME   ରାଜ୍ୟ

ଭୀମସାର୍‌ ରାଗିଂ ଘଟଣାରେ କାର୍ଯ୍ୟାନୁଷ୍ଠାନ, ୧୮ ଛାତ୍ରଙ୍କୁ ୫୪ ହଜାର ଟଙ୍କା ଫାଇନ୍

23-Mar-2021



ସମ୍ବଲପୁର(ସଂଜୀବ କୁମାର ପାଣିଗ୍ରାହୀ): ଭୀମସାରରେ ରାଗିଂ ଘଟଣାରେ କାର୍ଯ୍ୟାନୁଷ୍ଠାନ । ରାଗିଂ ଘଟଣାରେ ୧୮ ଜଣ ଛାତ୍ରଙ୍କୁ ୫୪ ହଜାର ଟଙ୍କା ଫାଇନ୍ କରାଯାଇଥିବା ସୂଚନ ମିଳିଛି । ଏନେଇ ସୂଚନା ଦେଇଛନ୍ତି ଭୀମସାର ଅଧ୍ୟକ୍ଷା  ଡାକ୍ତର ଜୟଶ୍ରୀ ଦୋରା । ଘଟଣାର ତଦନ୍ତ ପରେ ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି କର୍ତ୍ତୃପକ୍ଷ । ତେବେ ଏହା ରାଗିଂ ନୁହେଁ ବରଂ ମାଇଲ୍ଡ ରାଗିଂ ବୋଲି ସେ କହିଛନ୍ତି । ଛାତ୍ରମାନେ କୌଣସି କାର୍ଯ୍ୟକ୍ରମ କରିବା ପାଇଁ ଯାଇଥିଲେ, ତେବେ ତାଙ୍କ ଭିତରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଭାଗ ବଣ୍ଟନ ବା ନାଚ ଗୀତର ଦାୟିତ୍ବ ବଣ୍ଟନକୁ ନେଇ ଯାହା ଘଟିଛି ତାକୁ ସେମାନେ ରାଗିଂ ଅନୁଭବ କରିଛନ୍ତି ବୋଲି ଅଧ୍ୟକ୍ଷା କହିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, କିଛି ଦିନ ପୂର୍ବେ ଏମ୍‌ବିବିଏସ୍‌ ଚତୁର୍ଥ ବର୍ଷର ଛାତ୍ର ଏମ୍‌ବିବିଏସ୍‌ର ୨ୟ ବର୍ଷ ଛାତ୍ରଙ୍କ ହଷ୍ଟେଲରେ ପଶି ଗାଳିଗୁଲଜ କରିଥିଲେ । ଫଳରେ ୨ୟ ବର୍ଷର ଛାତ୍ରମାନେ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ । ତେବେ ଚତୁର୍ଥ ବର୍ଷର ଛାତ୍ରମାନେ କର୍ତ୍ତୃପକ୍ଷଙ୍କୁ କାହିଁକି ଜଣାଇଲେ କହି ବୁଧବାର ବିଳମ୍ବିତ ରାତିରେ ଛାତ୍ରାବାସର ୪ ଓ ୬ ନମ୍ବର ରୁମକୁ ପୁଣି ପଶିଥିଲେ ।  ସେଠାରେ ଶୋଇଥିବାବେଳେ କିଛି ଛାତ୍ରଙ୍କୁ ଅର୍ଧନଗ୍ନ କରି ମାଡ ମାରିଥିବାର ଅଭିଯୋଗ ହୋଇଥିଲା । ଘଟଣା ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରାଯାଇଛି । ତେବେ ମାମଲାର ତଦନ୍ତ ଆରମ୍ଭ ହୋଇଥିବା ଭୀମ୍‌ସାର ଅଧ୍ୟକ୍ଷ ଡାକ୍ତର ଜୟଶ୍ରୀ ଦୋରା କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   30-Jun-2026
  ଜିଲ୍ଲା  
କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   30-Jun-2026
  ରାଜ୍ୟ  
ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   30-Jun-2026
  ଜିଲ୍ଲା  
ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   30-Jun-2026
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026

You Might Also Like