-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜ୍ୟ

ଆଜି ବି ରାଜ୍ୟରେ ୧୦୦ରୁ ଅଧିକ କରୋନା ରୋଗୀ ଚିହ୍ନଟ॥

23-Mar-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ): ଆଜି ରାଜ୍ୟରେ ପୁଣି ୧୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଗତକାଲି ତୁଳନାରେ ଆଜି   ଚିହ୍ନଟଙ୍କ ସଂଖ୍ୟା ସାମାନ୍ୟ କମ ରହିଛି। ଗତକାଲି ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟର ଚିହ୍ନଟ ହୋଇଛନ୍ତି ୧୧୩ ଜଣ ନୂଆ ଆକ୍ରନ୍ତ। ଏମାନଙ୍କ ମଧ୍ୟରୁ ୬୭ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ ୪୬ ରହିଛି। ଏ ନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ l ଆଜି ସର୍ବାଧିକ ରୋଗୀ ଚହ୍ନଟ ହୋଇଛନ୍ତି ସୁନ୍ଦରଗଡରୁ । ୧୯ଟି ଜିଲ୍ଲାରୁ ଚିହ୍ନଟ ୧୧୩ ରୋଗୀଙ୍କ ମଧ୍ୟରୁ କେବଳ ସୁନ୍ଦରଗଡ ଜିଲ୍ଲାରୁ ୨୦ ଜଣ ଚିହ୍ନଟ ହୋଇଛନ୍ତି। ଏହା ପଛରେ ଅଛି କଟକ। କଟକରୁ ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୧୪ ଜଣ॥ସୂଚନାଥାଉ କି, କଟକ ପରେ  ଭୁବନେଶ୍ୱରରେ ଚିନ୍ତା ବଢ଼ାଇଛି କରୋନା। ରାଜଧାନୀ ଭୁବନେଶ୍ୱର ସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନ XIMBରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଭୁବନେଶ୍ୱର ମ୍ୟୁନିସିପାଲ୍‌ କର୍ପୋରେସନ୍‌(BMC) ଶିକ୍ଷାନୁଷ୍ଠାନକୁ ସିଲ୍‌ କରିଛି। ଅନ୍ୟପକ୍ଷେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ମାଲକାନଗିରିରେ ନାଇଟ୍ ମାଲକାନଗିରି ଲାଗି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ଆଜିଠୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ପୁରା ଜିଲ୍ଲାରେ ନାଇଟ ମାଲକାନଗିରି ଘୋଷଣା କରାଯାଇଛି॥

ରାୟଗଡ଼ା, କୋରାପୁଟ, ଅନୁଗୁଳ , ଢେଙ୍କାନାଳ, ଗଜପତି, ଭଦ୍ରକ, ବୌଦ୍ଧରୁ  ଜଣେ ଲେଖାଏ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, କେନ୍ଦୁଝର, ବାଲେଶ୍ୱରରୁ ୨,  କେନ୍ଦ୍ରାପଡ଼ା, ସମ୍ବଲପୁର, ବଲାଙ୍ଗିରରୁ ୩ ଜଣ ଲେଖାଏ, ଜାଜପୁର, ଝାରସୁଗୁଡା, ନୂଆପଡ଼ାରୁ ୪ ଜଣ ଲେଖାଏ,  ଜଗତ୍‌ସିଂହପୁରରୁ ୫,    କଳାହାଣ୍ଡିରୁ ୭, ମୟୂରଭଞ୍ଜରୁ ୧୧  ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩, ୩୯,୦୭୬ ଥିବାବେଳେ ରୋଗରୁ ମୁକ୍ତ ହୋଇ ଫେରିଛନ୍ତି ୩,୩୬,୨୦୬ ଜଣ। ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ୍‌ ୮୯୮ ଅଛି॥*


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like