-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||     

HOME   ଜିଲ୍ଲା

କୋଭିଡ ନିୟମ ମାନି ଦୋଳ ପୂର୍ଣ୍ଣିମା ଉତ୍ସବକୁ ଅନୁମତି ପାଇଁ ଦାବୀ - ଯାଦବ ସମାଜ

23-Mar-2021



ବଲାଙ୍ଗିର,(ପ୍ରେରଣା ଖବର) - ପ୍ରତି ବର୍ଷ ଭଳି ଏ ବର୍ଷ ବଲାଙ୍ଗିର ଯାଦବ ସମାଜ ପକ୍ଷରୁ ୨୫ ବର୍ଷ ପଦାର୍ପଣ କରୁଥିଲା । ପ୍ରତ୍ୟେକ ବର୍ଷ ବଲାଙ୍ଗିର ଯାଦବ ସମାଜ ପକ୍ଷରୁ ଆଡମ୍ବର ସହକାରେ ଦୋଳ ପୂର୍ଣ୍ଣିମା ପାଳନ କରାଯାଇଥାଏ । ଦୋଳ ପୂର୍ଣ୍ଣିମା ଯାଦବ ସମାଜର ସବୁଠାରୁ ବଡ ଉତ୍ସବ ଏବଂ ଦୋଳ ଉତ୍ସବ ମାଧ୍ୟମରେ ସାମାଜିକ ଏକତାର ବାର୍ତ୍ତା ଯାଦବ ସମାଜ ପ୍ରଦାନ କରିଥାଏ । ଚଳିତ ବର୍ଷ କୋଭିଡ ନିୟମ ମାନି ଦୋଳ ପୂର୍ଣ୍ଣିମା ଉତ୍ସବ ପାଳନ ପାଇଁ ଅନୁମତି ଦେବାକୁ ଉପ-ଜିଲ୍ଲାପାଳ ଏବଂ ପୌର ନିର୍ବାହୀ ଅଧିକାରୀଙ୍କ ପାଖରେ ଯାଦବ ସମାଜ ପକ୍ଷରୁ ଦାବୀ ଉପସ୍ଥାପନ କରାଯାଇଛି । ପୌରାଞ୍ଚଳ ଯାଦବ ସମାଜ ସଭାପତି ପଙ୍କଜ ସେଲମାଙ୍କ ନେତୃତ୍ୱରେ ୬ ଜଣିଆ କମିଟି ପୂଜା କମିଟି ସଭାପତି ଜୟଦେବ ଜାଲ, ପୌରାଞ୍ଚଚଳ ସଭାପତି ଅଷ୍ଟମୀ ବଗର୍ତ୍ତି, ସାଂସ୍କୃତିକ କମିଟିର ସଦସ୍ୟ ପ୍ରଶାନ୍ତ ମହାକୁର, ସଂଦିବ ବାଗ, ଆକୁଳ ରାଉତ, ପୂଜା କମିଟିର ସଂପାଦକ ଦେବରାଜ ନାଗ ପ୍ରମୁଖ ଦାବି ପତ୍ର ପ୍ରଦାନ କରିଛନ୍ତି । ଏହି ଅବସରରେ ଯାଦବ ସମାଜ ନିସ୍ପତ୍ତି କ୍ରମେ କୋଭିଡ୍ ଗାଇଡଲାଇନ କୁ ଦୃଷ୍ଟିରେ ରଖି ଏ ବର୍ଷ ସହର ପରିକ୍ରମା ଓ ବିଭିନ୍ନ ସାଂସ୍କୃତିକ କମିଟିକୁ ରଦ୍ଦ କରାଯାଇଛି । କେବଳ ରୀତିନୀତି ମଧ୍ୟରେ ପୂଜାର୍ଚ୍ଚନା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026

You Might Also Like