-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||     

HOME   ଜିଲ୍ଲା

ରେଢ଼ାଖୋଲ ଠାରେ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ର ଜ଼ିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ, ସାମ୍ବାଦିକ ମାନଙ୍କ ସମସ୍ୟା ପ୍ରତି ଦୃଷ୍ଟି ଦେବାକୁ ଦାବି

23-Mar-2021



ସମ୍ବଲପୁର,ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ଆଜି ରେଢ଼ାଖୋଲ ହାଟପଦା ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଓଡିଶା ସାମ୍ବାଦିକ ସଂଘ ସମ୍ବଲପୁର ଜ଼ିଲ୍ଲା ଶାଖା ର ଚଳିତ ବର୍ଷ ର ଦ୍ୱିତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂଘର ଜ଼ିଲ୍ଲା ସଭାପତି ହିମାଂଶୁ ଶେଖର ମିଶ୍ର ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ବୈଠକ ରେ ଆଗାମୀ କାର୍ଯ୍ୟପନ୍ଥା ଉପରେ ବିଷଦ ଭାବରେ ଆଲୋଚନା ହୋଇଥିଲା I ବୈଠକ ରେ ରେଢ଼ାଖୋଲ ଅଂଚଳରେ ନିଆଁ ଲାଗି ନଷ୍ଟ ହେଉ ଥିବା ଜଙ୍ଗଲ ନେଇ ଗଭୀର ଉଦବେଗ ପ୍ରକାଶ ପାଇଥିଲା I ସରକାର ବନାଗ୍ନି  ସଚେତନତା ଉପରେ ଅଧିକ ଗୁରୁତ୍ୱ ଦେବାକୁ ମତ ପ୍ରକାଶ ପାଇଥିଲା I ଏହା ସହିତ ଆଗାମୀ ଗ୍ରୀଷ୍ମ କୁ ଦୃଷ୍ଟି ରେ ରଖି ଜଳ କଷ୍ଟ ଦୂର କରିବା, ପାନୀୟ ଜଳ ର ବ୍ୟବସ୍ଥା କରିବା ଏବଂ ଅଂଶୁଘାତ ରୁ ରକ୍ଷା ପାଇବା ପାଇଁ ସରକାର  ସତର୍କତା ମୂଳକ ପଦକ୍ଷେପ ନେବାକୁ ଦାବି ହୋଇଛି I ଜିଲ୍ଲା ସମ୍ପାଦକ ସରୋଜ ସାହୁ ଙ୍କ ପରିଚାଳନା ରେ ଅନୁଷ୍ଠିତ ଏହି  ସଭାରେ ପଶ୍ଚିମ ପ୍ରାନ୍ତୀୟ ସମ୍ପାଦକ ରମାକାନ୍ତ ବିଶ୍ୱାଳ, ଉପ ସଭାପତି ପ୍ରଦୀପ ନାୟକ, ସନ୍ତୋଷ ସାହୁ, ସହ ସମ୍ପାଦକ ନରେଶ ମାହାନା, ସତ୍ୟପ୍ରିୟ ମହାପାତ୍ର, କୋଷାଧ୍ୟକ୍ଷ ସୁଶାନ୍ତ ମହାପାତ୍ର, କାର୍ଯ୍ୟକାରୀ କମିଟି ସଭ୍ୟ ସଞ୍ଜୟ ପାଗୋଡା, ଉପେନ୍ଦ୍ର ନାରାୟଣ ପଣ୍ଡା, ରବୀନ୍ଦ୍ର ପ୍ରଧାନ, ହରି ମିଶ୍ର, ସାଧବ ପ୍ରଧାନ, ସଭ୍ୟ ରାଜା ପାଳ,  ଦେବାଶିଷ ବେହେରା, ଯଶୋବନ୍ତ ନାରାୟଣ ସାହୁ, ଅନିଲ ପୃଷ୍ଟି, ଶଙ୍କର କେଶରୀ ଭଞ୍ଜ, ସଞ୍ଜିବ ପାଣିଗ୍ରାହୀ  ପ୍ରମୁଖ  ଯୋଗଦେଇ ନିଜର ସୁଚିନ୍ତିତ ମତାମତ  ପ୍ରଦାନ କରିଥିଲେ। 
        ବୈଠକ ରେ ସଂଘ ର ଜ଼ିଲ୍ଲା ସମ୍ପାଦକ ସରୋଜ ସାହୁ ଙ୍କୁ ସମ୍ବଲପୁର ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ  ଏକ୍ସପ୍ୟାରୀ ସାଲାଇନ ଦେବା ଘଟଣା କୁ ନିନ୍ଦା କରାଯିବା ସହିତ ଦୋଷୀ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା I ସଭା ପରିଶେଷରେ ସଂଘ ର କାର୍ଯ୍ୟକାରୀ କମିଟି ସଭ୍ୟ ମହାବୀର ସିଂଦେଓ ଧନ୍ୟବାଦ ଜ୍ଞାପନ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026

You Might Also Like