-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଖେଳ

ଓସିଏ ଭିଜନ ୨୦୨୪: ଗାନ୍ଧିନଗର କ୍ରିକେଟ ଦଳ ବିଜୟୀ

23-Mar-2021



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର)- ଆଜି  ବଲାଙ୍ଗିର ଗାନ୍ଧୀଷ୍ଟାଡିୟମଠାରେ ଆୟୋଜିତ ଓସିଏ ଭିଜନ ୨୦୨୪ର ସିନିଅର ଇନଟ୍ରାକ୍ଲବ କ୍ରିକେଟ ପ୍ରତିଯୋଗିତାରେ ଗାନ୍ଧିନଗର ଦଳ ବିଜୟ ଲାଭ କରିଛି । 
    ଆଜିର ପ୍ରତିଯୋଗିତାରେ କଣ୍ଟାବାଞ୍ଜି ଦଳ ଓ ଗାନ୍ଧିନଗର ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । କଣ୍ଟାବାଞ୍ଜି ଦଳ ଟସ ଜିଣି ପ୍ରଥମେ ବ୍ୟାଟିଂ କରି ୪୧.୫ ଓଭରରେ ସମସ୍ତ ଉଇକେଟ ହରାଇ ୧୭୬ ରନ୍ କରିବାକୁ ସକ୍ଷମ ହୋଇଥିଲେ । ଦଳ ତରଫରୁ ଜିତେଶ ବର୍ଗର୍ତ୍ତୀ ସର୍ବାଧିକ ୫୯ ରନ୍ ଓ ରୁପେଶ ପଟେଲ ୩୩ ରନ୍ କରିଥିଲେ । ଗାନ୍ଧିନଗର କ୍ରିକେଟ ଦଳ  ତରଫରୁ ସୋମେଶ୍ୱର ସାହୁ ସର୍ବାଧିକ ୪ଗୋଟି ଓ ଆସୁତୋଷ ବାଗ ୨ ଗୋଟି  ୱିକେଟ ଅକ୍ତିଆର କରିଥିଲେ । ୧୭୭ ରନ୍‌ର ଲକ୍ଷକୁ ପିଛା କରିବାକୁ ଯାଇ ଗାନ୍ଧିନଗର କ୍ରିକେଟ ଦଳ ୩୮.୨ ଓଭରେ ୪ ଉଇକେଟ ହରାଇ ଆବଶ୍ୟକୀୟ ରନ ସଂଗ୍ରହ କରି ୬ ଉଇକେଟରେ ବିଜୟୀ ହୋଇଥିଲେ । ଗାନ୍ଧିନଗର ଦଳ ତରଫରୁ ସ୍ୱେତ ବଢ଼ିଆ ସର୍ବାଧିକ ୬୨ ରନ୍ ଓ ଟୁନା ମିଶ୍ର ଅପରାଜିତ ୪୪ ରନ୍ ସଂଗ୍ରହ କରିଥିଲେ । କଣ୍ଟାବାଞ୍ଜି ଦଳ ତରଫରୁ ଅବିନାସ ଶର୍ମା ଓ ସୁଶାନ୍ତ ପଟେଲ ୨ ଟି ଲେଖାଏଁ ଉଇକେଟ ଅକ୍ତିଆର କରିଥିଲେ । ଗାନ୍ଧିନଗର ଦଳର ସୋମେଶ୍ୱର ସାହୁଙ୍କୁ ଶ୍ରେଷ୍ଠ ଖେଳାଳୀ ଘୋଷିତ କରାଯାଇଥିଲା । ଏହି ମ୍ୟାଚକୁ ଓସିଏ ମାନ୍ୟତା ପ୍ରାପ୍ତ ଅମ୍ପୟାର ପୃଥ୍ୱୀରାଜ ମିଶ୍ର ଓ ରଜତ କୁମାର ଦାଶ ପରିଚାଲନା କରିଥିବା ବେଳେ ସ୍ୱାଗତ ଶୁଭଙ୍କର ଓ ସୁଭମ ନାଏକ ସ୍କୋରର୍ ଦାୟିତ୍ୱ ତୁଲାଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like