-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଦେଶ ବିଦେଶ

କୋଭିସିଲ୍ଡର ଦୁଇଟି ଡୋଜ୍ ମଧ୍ୟରେ ସମୟ ବ୍ୟବଧାନ ୮ ସପ୍ତାହକୁ ବୃଦ୍ଧି

23-Mar-2021



 ନୂଆଦିଳ୍ଲୀ(ପ୍ରେରଣା ଖବର ବ୍ୟୁରୋ) : କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କରୋନା ଟୀକା କୋଭିସିଲ୍ଡର ଦୁଇଟି ଡୋଜ୍ ମଧ୍ୟରେ ଥିବା ସମୟ ବ୍ୟବଧାନ ୮ ସପ୍ତାହକୁ ବୃଦ୍ଧି କରାଯାଇଛି  । ପୂର୍ବରୁ ପ୍ରଥମ ଓ ଦ୍ୱିତୀୟ ଡୋଜ୍ ମଧ୍ୟରେ ୪ରୁ ୬ ସପ୍ତାହ ସମୟ ବ୍ୟବଧାନ ରହିବ ବୋଲି ନିଷ୍ପତ୍ତି ନିଆଯାଇଥିଲା । ବର୍ତ୍ତମାନ ଏହି ସମୟ ବ୍ୟବଧାନ ୪ରୁ ୮ ସପ୍ତାହ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।

 

 ନିକଟରେ ନ୍ୟାସନାଲ ଟେକ୍ନିକାଲ ଆଡଭାଇଜରି ଗ୍ରୁପ୍ ଅନ୍ ଇମୁ୍ୟନାଇଜେସନପକ୍ଷରୁ କୋଭିସିଲ୍ଡ ଟିକାର କାର୍ଯ୍ୟକାରିତାକୁ ନେଇ ସମୀକ୍ଷା କରାଯାଇଥିଲା । ତଦନୁଯାୟୀ ପ୍ରଥମ ଓ ଦ୍ୱିତୀୟ ଡୋଜ୍ ମଧ୍ୟରେ ଥିବା ସମୟ ବ୍ୟବଧାନକୁ ଆଉ ଦୁଇ ସପ୍ତାହ ବୃଦ୍ଧିି କରିବାକୁ ସେମାନେ ପ୍ରସ୍ତାବ ଦେଇଛନ୍ତି । ଫଳରେ କୋଭିସିଲ୍ଡ ଟିକା ଅଧିକ ଉନ୍ନତଭାବେ କାର୍ଯ୍ୟ କରିବ ବୋଲି ବିଶେଷଜ୍ଞମାନେ ଆଶାବ୍ୟକ୍ତ କରିଛନ୍ତି । 

ତେବେ କୋଭାକ୍ସିନ ଟିକା କ୍ଷେତ୍ରରେ ଏହା ପ୍ରଜୁଯ୍ୟ ହେବ ନାହିଁ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଏହି ମର୍ମରେ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ସୂଚିତ କରାଯାଇଛି । ଏଣିକି କୋଭିସିଲ୍ଡ ଟିକାର ପ୍ରଥମ ଡୋଜ୍ ନେଇଥିବା ବ୍ୟକ୍ତିଙ୍କୁ ଅତିକମରେ ୪ରୁ ୮ ସପ୍ତାହ ପରେ ଦ୍ୱିତୀୟ ଡୋଜ୍ ଦିଆଯିବ ବୋଲି ନିଦେ୍ର୍ଧଶନାମାରେ ଉଲ୍ଲେଖ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like