-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||     

HOME   ଜିଲ୍ଲା

ଜୋର୍‌ ଧରିଲା ସ୍ଥାୟୀ ନିଯୁକ୍ତି ଦାବି, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ବଲାଙ୍ଗିର କନିଷ୍ଠ ଶିକ୍ଷକ ସଂଘ

24-Mar-2021



ବଲାଙ୍ଗିର(ପ୍ରେରଣା ଖବର) :  ସ୍ଥାୟୀ ନିଯୁକ୍ତି ଦାବିରେ କନିଷ୍ଠ ଶିକ୍ଷକଙ୍କ ଆନ୍ଦୋଳନ ଜାରି।  ଜିଲ୍ଲାପାଳଙ୍କ ଅଫିସ ଘେରାଉ କରିଛନ୍ତି ବଲାଙ୍ଗିର  କନିଷ୍ଠ ଶିକ୍ଷକ l ବଲାଙ୍ଗିର ଜିଲ୍ଲାରେ ଦିର୍ଘ ୭ ବର୍ଷ ରୁ ଅଧିକ ସମୟ ଧରି ୟୁପି,ଏମଇ ସ୍କୁଲ ଗୁଡିକରେ ପିଲାଙ୍କୁ ପାଠ ପଢାଉଛନ୍ତି ହଜାର ହଜାର କନିଷ୍ଠ ଶିକ୍ଷକ।

ତେବେ ସରକାରଙ୍କ ନିୟମ ଅନୁଯାଇ ୬ ବର୍ଷ ଚାକିରୀ କାଳ ପରେ ତାଙ୍କୁ ସ୍ଥାୟୀ ନିଯୁକ୍ତି ପ୍ରଦାନ କରାଯିବା କଥା ହେଲେ ସ୍ଥାନୀୟ ଶିକ୍ଷା ବିଭାଗ ଓ ପ୍ରଶାସନର ଅବହେଳା ଯୋଗୁଁ ଆଜି ପର୍ଯ୍ୟନ୍ତ ଶିକ୍ଷକ ମାନେ ସ୍ଥାୟୀ ନୁଯୁକ୍ତିରୁ ବଞ୍ଚିତ ରହିଛନ୍ତି । ଏହା ସହ ସରକାରଙ୍କ ନିର୍ଦେଶକୁ ବେଖାତିର କରାଯାଉଥିବା ବେଳେ ନିୟମର ଉଲଙ୍ଘନ ହେଉଥିବା ନେଇ ଅଭିଯୋଗ  ଆଣିଛନ୍ତି ଶିକ୍ଷକମାନେ।

ଏନେଇ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ତେବେ ଏନେଇ ପ୍ରଶାସନ କୌଣସି ପ୍ରକାର ସମାଧାନର ବାଟ ନକଲେ ଏହି ଆନ୍ଦୋଳନ ଜାରି ରଖିବେ ବୋଲି ଚେତାବନୀ ଦେଇଛି କନିଷ୍ଠ ଶିକ୍ଷକ ସଂଘ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026

You Might Also Like