-+91-9937148622 |
prerana_bgr@rediffmail.com |
Wednesday 18th March 2026 |
R.N.I. Regd No. ODIODI/2010/46693
Breaking News
17-Oct-2020
ବାଲେଶ୍ବର, ବାଲେଶ୍ବରରେ ଅନୁଷ୍ଠିତ ମହାମିଶ୍ରଣ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉନ୍ନତି ମୂଳକ କାର୍ଯ୍ୟକ୍ରମରେ ଦ୍ଵାରା ଅନୁପ୍ରାଣିତ ହୋଇ ଆଜି ବାଲେଶ୍ୱର ବିଜେପି ଜିଲ୍ଲା ସାଧାରଣ ସମ୍ପାଦକ ତୁଷାରକାନ୍ତି ବେହେରା ଓ ତାଙ୍କର ସମର୍ଥକମାନେ ବାଲେଶ୍ୱର ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ପ୍ରତାପ ଜେନା, ଜିଲ୍ଲା ସଭାପତି ରବିନ୍ଦ୍ର ଜେନା ଏବଂ ଅନ୍ୟ ବରିଷ୍ଠ ନେତୃମଣ୍ଡଳୀ ଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି